ଟ୍ରେନ୍ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍ ଆଘାତ
ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ କୋଇଲାପଡ଼ା ନିକଟସ୍ଥ ରେଳ ଲାଇନ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ୩ ଜଣ…
ଆଗ ରକ୍ତଦାନ, ପରେ ନାମାଙ୍କନ
ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ କେହି ନିରାଡମ୍ବର ଭାବେ ନିର୍ବାଚନ ଅଧିକାରୀଙ୍କ ପାଖକୁ ପ୍ରାର୍ଥିପତ୍ର ଧରି ଓକିଲଙ୍କ ସହିତ ପହଞ୍ଚୁଛନ୍ତି।…
ଧାର ଟଙ୍କା ମାଗିବାରୁ ଆକ୍ରମଣ
ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ. ୧୭୯/୨୪) ରୁଜୁ କରିଛି। ମମତାଙ୍କଠାରୁ ଗ୍ରାମର…
ବଢୁଛି ଗ୍ରାମବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି
ଖଡ଼ିଆଳ,୨ା୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ତିଖାଲି ଡ୍ୟାମଠାରୁ ପ୍ରାୟ ୩ କି.ମି. ଦୂରରେ ଥିବା ଚାଷଜମିକୁ ପାଣି ଦିଆଯାଉ ନ ଥିବାରୁ ସାନମହେଶ୍ୱର ଗ୍ରାମବାସୀ ଏକ ବୈଠକ କରି ଭୋଟ ବର୍ଜନ ପାଇଁ ନିଷ୍ପତ୍ତି ନେଇଛନ୍ତି। ୨୦୧୪ରୁ ମନ୍ତ୍ରୀ, ନେତା…
ଏମ୍ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ
ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ। ଏହି ଅବସରରେ ଜି.ଉଦୟଗିରି ବିଜେଡି ବିଧାନସଭା ପ୍ରାର୍ଥୀ ସାଲୁଗା ପ୍ରଧାନ ଓ…
ଆଇରନ୍ ଆଣ୍ଡ ଷ୍ଟିଲ କମ୍ପାନୀର ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ମୂଲ୍ୟବାନ ସାମଗ୍ରୀ, ଗୁରତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଛାରଖାର
ବଡବିଲ,୨।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ଥିବା ଆରିୟା ଆଇରନ୍ ଆଣ୍ଡ ଷ୍ଟିଲ କମ୍ପାନୀ ପ୍ରାଇଭେଟ ଲିମିଟେଡ କମ୍ପାନୀର ପ୍ଲାଣ୍ଟ ସ୍ଥିତ ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟି ବହୁ ମୂଲ୍ୟବାନ ସାମଗ୍ରୀ ସହ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜଳି ପୋଡି…
ତେଲକୋଇ ଆସନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ଫକୀର ନାଏକ
କେନ୍ଦୁଝର,୨।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ଗୋଟିଏ ଦିନ ବାକି ରହିଛି। ତେଲକୋଇ ବିଧାନସଭା ନିର୍ବାଚନମଣ୍ଡଳୀ ସଂରକ୍ଷିତ ଆସନ ପାଇଁ ଭାଜପା ବିଧାୟକ…
ଟିକେଟ୍ ରେସ୍ରେ ବାଜିମାରିଲେ ସୁକାନ୍ତ
ନୀଳଗିରି,୨।୫(ପ୍ରଶାନ୍ତ କୁମାର ବିଶ୍ବାଳ):ସବୁ କଳ୍ପନାଜଳ୍ପନାର ଅନ୍ତ ଘଟି ବିଜୁଜନତା ଦଳ ନୀଳଗିରି ଆସନ ପାଇଁ ଟିକେଟ ଘୋଷଣା କରିଛି। ଶେଷରେ ବିଧାୟକ ସୁକାନ୍ତ ନାୟକଙ୍କ ଉପରେ ଭରଷା କରିଛନ୍ତି ବିଜେଡ଼ି ସୁପ୍ରିମୋ। ଦୀର୍ଘଦିନ ଧରି ଉକ୍ତ ଆସନ ପାଇଁ ଦଳର ଦୁଇ…
ପ୍ରାର୍ଥିପତ୍ର ଦାଖଲ କଲେ ପରିଣୀତା ମିଶ୍ର
ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ପରିଣୀତା ମିଶ୍ର ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି । ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ ଅଫିସକୁ…
ଭଟଲି ଆସନ ପାଇଁ ନାମାଙ୍କନ ଭରିଲେ ବ୍ରହ୍ମାନନ୍ଦ ମହାକୁଡ଼
ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ବ୍ରହ୍ମାନନ୍ଦ ମହାକୁଡ଼ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼…
”ମୁଁ ନବୀନ ପଟ୍ଟନାୟକଙ୍କ ମହାନ ମୂଲ୍ୟବୋଧର ଉତ୍ତରାଧିକାରୀ”: କାର୍ତ୍ତିକ ପାଣ୍ଡିଆନ୍
ଭୁବନେଶ୍ୱର,୨ା୫: ଓଡ଼ିଶାରେ ତୀବ୍ର ରାଜନୈତିକ ମାହୋଲ ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ତଥା ଫାଇଭ ଟି ଅଧ୍ୟକ୍ଷ ଏବଂ ନବୀନ ଓଡ଼ିଶା ଚେୟାରମ୍ୟାନ କାର୍ତ୍ତିକ ପାଣ୍ଡିଆନ। ଗୁରୁବାର ଖବର ସରବରାହ ସଂସ୍ଥା ପିଟିଆଇକୁ ଏକ ସାକ୍ଷାତକାର ଦେଇ ପାଣ୍ଡିଆନ…
ଅତାବିରା ଆସନ ନାମାଙ୍କନ ଭରିଲେ ନିହାର ରଞ୍ଜନ
ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି…

