ଆମ ଜିଲା ଖବର

ନାମାଙ୍କନପତ୍ର ଦାଖଲ କଲେ ଦେବେଶ

ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼…

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ ନାମାଙ୍କନ ଭରିଛନ୍ତି। ଦୁଇ ଦିନ ପୂର୍ବରୁ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ସମ୍ବଲପୁର…

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା ସାହୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ବିରାଟ ଶୋଭାଯାତ୍ରାରେ…

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି ସୁପ୍ରିମୋଙ୍କ ଉପରେ କୌଣସି ପ୍ରଭାବ ପଡ଼ିନାହିଁ। ନିମାପଡ଼ାରୁ ଟିକେଟ କାଟିବା ପରେ ସମୀର ନିଜର…

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ ଟିକେଟ୍‌ ଆଶାୟୀ ଥିଲେ। ମାତ୍ର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି…

ମାରାଥନ ପ୍ରଚାର କଲେ ବିଧାନସଭା ପ୍ରାର୍ଥିନୀ ଲଳିତା ନାଏକ

କେସିଙ୍ଗା,୨ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩ଟି ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି। ପ୍ରଥମେ ଲଇତରା ପଞ୍ଚାୟତର ଜୋଲକୋ, ଦେଣ୍ଡୋଗୁଡ଼ା ଲଇତରା, କରଲାଭା ଶିରୋଲ ପଞ୍ଚାୟତର ଶିରୋଲ, ଡୁମେରମୁଣ୍ଡା,…

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। କୋରେଇରୁ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ଙ୍କ…

ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା

ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ତାଙ୍କର ନାମାଙ୍କନ ଭରିଛନ୍ତି।

ନଦୀରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା

ଯାଜପୁର,୨ା୫: ଗୁରୁବାର ମା’ଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରି ଗାଁରେ। ଆଜି ସକାଳେ ଶିଶୁକନ୍ୟା ଜଣଙ୍କ ମା’ଙ୍କ…

ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍‌ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ ବିଜେଡିର ଲୋକ ସଭା ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ସମର୍ଥକ। ଉଭୟଙ୍କ ସମର୍ଥକମାନେ ଜୋର୍‌ଦାର ହୋ-ହଲ୍ଲା…

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ ମୃତ୍ୟୁବରଣ କରିଥିବା ଡିଏଫ୍‌ଓ ଧନରାଜ ଏଚ୍‌ଡି ସୂଚନା ଦେଇଛନ୍ତି। ଗତକାଲି ପୂର୍ବାହ୍ନ ୧୧ ଟାରୁ…

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର ମିଶ୍ର। ହଜାର ହଜାର ସମର୍ଥକଙ୍କ ସହ ବୌଦ୍ଧ ସହରର ରାମେଶ୍ୱର ମନ୍ଦିରରୁ ବିରାଟ ପଟୁଆରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?