ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ
ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ ହୋଇଥିବା କଲଭେଟରେ ଦୁଇଟି ଟ୍ରକ ଅଟକି ଥିବାରୁ ୨୬ନଂ ରାଜପଥ ଦୀର୍ଘ ସମୟ…
ଲୋୟର ସୁକ୍ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ
ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍ତେଲ ଡ୍ୟାମ୍ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା ଫଳରେ ବିସ୍ଥାପିତ ହୋଇ ନଥିବା କୁମିଆପାଲି ଗଁାର ୮୬ ପରିବାର ଉପରେ ସମସ୍ତଙ୍କ…
ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ
ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା ଏବଂ ପଥର କୁଆଁରୀ ନିମନ୍ତେ ପାହାଡ଼କୁ କାଟିବା ଦ୍ୱାରା ପ୍ରଚଣ୍ତ ଶବ୍ଦ ଯୋଗୁ…
ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍: ହୋହଲ୍ଲା ପରେ…
କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ ଯାତାୟତ କରିଥାଏ। ଆଜି ସକାଳ ୭ ଟା ସମୟରେ ବାଲୁଗାଁ ଠାରୁ ଯାତ୍ରୀ…
ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…
ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର ପ୍ରଧାନଶିକ୍ଷକ ପଦ୍ମଲୋଚନ ସୁନାଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପର୍ଯ୍ୟବେକ୍ଷକ ଭାବେ ବସନ୍ତପଡା…
ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ
ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ ଜଙ୍ଗଲ ଜମିରେ ଚାଷ ସହ ଘର ଦ୍ୱାରକରି ରହୁଛନ୍ତିି। ଏହି ଜମିରେ ବନ…
ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…
ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ କଲେ ଖାଲି ପ୍ରତିଶ୍ରୁତି ମିଳୁଛି, ମାତ୍ର କାର୍ଯ୍ୟକାରୀ ହେଉନି । ଜିଲା ପ୍ରଶାସନ…
ଏସ.ଆଇ.ଆର୍ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା
ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ ଜାଣିବେ। ଏଥିସହ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ ହୋଇପାରିବ। ତେଣୁ ଉପଖଣ୍ଡ ପ୍ରଶାସନ…
ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍…
କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା ନେଇ କୁତ୍ରା ଥାନାରେ ଅଭିଯୋଗ ହୋଇଛି। ଘଟଣାରୁ ଜଣାପଡିଛି ଯେ, ପଥର ଚିପ୍ସ…
ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ
ପୁରୀ, ୯।୭(ଅଜିତ୍ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା ଦେଖିବାକୁ ମିଳିଥିଲା । ଦୀର୍ଘ ସମୟ ଧରି ଶ୍ରୀ ମନ୍ଦିର ଚାରିପାଖରେ ଉଡ଼ିଥିଲା…
ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ
ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି କାମ ହୋଇଛି। ମାତ୍ର ଗୋଟିଏ ପରେ ଗୋଟିଏ ଅନିୟମିତତା ପଦାକୁ ଆସିବାରେ ଲାଗିଛି।…
ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ
ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ । ସେ ତାଙ୍କ ଏହି ଗସ୍ତରେ ବରଗଡ଼ ବ୍ଲକ ଅନ୍ତର୍ଗତ କୁରୁଆଁସ୍ଥିତ ବିହନ ପ୍ରକ୍ରିୟାକରଣ…

