ଆମ ଜିଲା ଖବର

ରିପିଟ୍‌ ହେବେ ନା ପରିବର୍ତ୍ତନ ଆସିବ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ):ପ୍ରାର୍ଥୀ ଘୋଷଣା ପରେ ଉଷ୍ମ ହେଲାଣି କଳାହାଣ୍ଡି ରାଜନୀତି। ଭୋଟରଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରିବା ପାଇଁ କସରତ ଆରମ୍ଭ କରିଦେଲେଣି ତିନି ପ୍ରମୁଖ ରାଜନୈତିକ ଦଳ। କଳାହାଣ୍ଡି ଜିଲାର ଜୁନାଗଡ଼ ହେଉଛି ପଶ୍ଚିମ ଓଡ଼ିଶାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ…

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୧।୫(କଳ୍ପତରୁ ନାୟକ): ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର ସତା ହରାଇ ବସିଛି। ମାଟିରେ ତିଆରି ଜିନିଷଗୁଡିକର ଅତ୍ୟାଧିକ ଗୁଣବତା ଥିଲେ ବି ଏଗୁଡିକର…

ବିଜେଡିରେ ଫାଟ: ପ୍ରଦୀପ-ରମେଶ ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଝରିଗାଁ,୧।୫(ସଦାଶିବ ପ୍ରହରାଜ/କିଶୋର ଚନ୍ଦ୍ର ମଣ୍ଡଳ):ନିର୍ବାଚନ ଯେତିକି ପାଖେଇ ଆସୁଛି, ଝରିଗାଁ ନିର୍ବାଚନମଣ୍ଡଳୀରେ ବିଜେଡି ଟେନ୍‌ସନ ସେତିକି ବଢ଼ିବାରେ ଲାଗିଛି। ବିଜେଡିରେ ଫାଟ ଥିବା ଅଭିଯୋଗ ହେଉଛି। କଂଗ୍ରେସ ଛାଡ଼ି ପ୍ରଦୀପ ମାଝି ବିଜେଡିରେ ମିଶିବା ପରେ ଝରିଗାଁ ନିର୍ବାଚନମଣ୍ଡଳୀରେ ଦଳରେ ପୂର୍ବରୁ…

ଘସିପୁରାରେ ସୌମ୍ୟରଞ୍ଜନ: ଭାଜପା ବିଧାୟକ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

ରାମଚନ୍ଦ୍ରପୁର,୧ା୫(ଗଣେଶ୍ୱର ସା):କେନ୍ଦୁଝର ଜିଲା ଘସିପୁରା ବିଧାନସଭା ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ସ୍ବାଗତ ଜଣାଯାଇଛି। ମଙ୍ଗଳବାର ଅପରାହ୍ନ ୩ଟା ସମୟରେ ସେ ଘଟଗଁାସ୍ଥିତ ମା’ ତାରିଣୀଙ୍କୁ ଦର୍ଶନ କରିବାକୁ ଯିବା ବାଟରେ ୨୦ନଂ. ଜାତୀୟ ରାଜପଥର…

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ ଜଣେ କଂସ କଳାକାର(ବରଗଡ଼ ଧନୁଯାତ୍ରାର ନୁହେଁ) ସୁଶିଲ ମେହେରଙ୍କ ସଂଳାପ ଚର୍ଚ୍ଚାର ବିଷୟ ପାଲଟିଛି।…

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ତେବେ ନିକଟରେ ଦଳ ଆନନ୍ଦପୁର ଆସନ…

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ସ୍ବାଧୀନ ପ୍ରାର୍ଥୀ ଘାସିରାମ ମାଝି

ନୂଆପଡ଼ା,୩୦ା୪ (ମକାରୁ ବେମାଲ): ନୂଆପଡ଼ା ନିର୍ବାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନୀ ମଇଦାନକୁ ଓହ୍ଲାଇଥିବା ଘାସିରାମ ମାଝି ମଙ୍ଗଳବାର ଆରାଧ୍ୟ ଦେବତା କଣାଭୈରା ମନ୍ଦିରରେ ପୂଜାପାଠ କରି ପ୍ରଚାର ଆରମ୍ଭ କରିଛନ୍ତି ା ପୂର୍ବରୁ ସେ ଜାତି ସମାଜ କର୍ମକର୍ତ୍ତାଙ୍କୁ ନେଇ…

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ ଇସ୍ତଫା ଦେଇଛନ୍ତି। ତେବେ ଦଳ କାକଟପୁର ବିଧାନସଭା ଆସନରୁ ତୁଷାରକାନ୍ତି ବେହେରାଙ୍କୁ ଟିକେଟ ଦେଇଛି।…

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ ବିଜେଡି କର୍ମୀ ସମ୍ମିଳନୀରେ ଯୋଗଦେଇ କହିଛନ୍ତି। ବରିଷ୍ଠ ବିଜେଡି ନେତା ମଦନ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ…

ପୋଲିସ-ମାଓବାଦୀ ଗୁଳି ବିନିମୟ: ଦୁଇ ମହିଳାଙ୍କ ସମେତ ୭ ମାଓବାଦୀ ମୃତ

ମାଲକାନଗିରି,୩୦।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ ମହିଳାଙ୍କ ସହ ୭ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ବିଜାପୁର ଜିଲାର ଡିଆର୍‌ଜି ଓ ଏସ୍‌ଟିଏଫ୍‌ ବାହିନୀ ଆବୁଜମାଡ଼…

ସାନଖେମୁଣ୍ଡି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ରମେଶ ଜେନା

ଛତ୍ରପୁର,୩୦।୪(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କୁ କଂଗ୍ରେସ ପୁଣି ପ୍ରାର୍ଥୀ କରି ରିପିଟ୍‌ କରିଛି। ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ ମଙ୍ଗଳବାର ରମେଶ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଧାୟକ ରମେଶ ନିଜ ସମର୍ଥକଙ୍କ ସହ…

ଖରାକୁ ଖାତିର ନ କରି ବାଇକ୍‌ରେ ବୁଲି ପ୍ରଚାର କଲେ ପ୍ରାର୍ଥୀ

କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ):କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକ ଅଧୀନ ବୋରିଆ, ପର୍ଥଲା, କିକିଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ପ୍ରଚାର କରିଛନ୍ତି ବିଜେଡିର ଉଭୟ ପ୍ରାର୍ଥୀ। ବିଜେଡି ଏମ୍‌ପି ପ୍ରାର୍ଥୀ ଲମ୍ବୋଦର ନିଆଲ ଏବଂ ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ବିଧାୟିକା ପ୍ରାର୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?