ଆମ ଜିଲା ଖବର

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା କୁରୁଡ଼ା ଛକରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି…

ଭାଜପାରେ ମିଶିଲେ ୩୦ ପରିବାର

ଚାନ୍ଦବାଲି,୩୦ା୪(କିଷାନ ପାତ୍ର): ଚାନ୍ଦବାଲି ବ୍ଲକର ବଡ଼ଓସ୍ତିଆ ପଞ୍ଚାୟତରେ ଭାଜପା ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀଧର ସାହୁଙ୍କ ନେତୃତ୍ୱରେ ୩୦ ପରିବାର ବିଜେଡି ଛାଡ଼ି ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ…

କଟକ ଲୋକ ସଭା ଆସନ: ଅଭିଜ୍ଞ ବନାମ ନୂଆ ଚେହେରା

କଟକ,୩୦।୪(ଶିଳ୍ପା ପ୍ରିୟଦର୍ଶିନୀ):କଟକ ସଂସଦୀୟ କ୍ଷେତ୍ରରେ ତ୍ରିମୁଖୀ ଲଢେଇ ହେବା ନେଇ ଆଲୋଚନା ହେଉଛି। ଲୋକ ସଭା ଆସନ ପାଇଁ ବିଜେଡି ସଂତୃପ୍ତ ମିଶ୍ର, ଭାଜପା ଭର୍ତ୍ତୃହରି ମହତାବ ଓ କଂଗ୍ରେସ ସୁରେଶ ମହାପାତ୍ରଙ୍କୁ ପ୍ରାର୍ଥୀ କରିଛି। ତେଣୁ ଏଥର ଅଭିଜ୍ଞ ଓ…

‘ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରି ରାଜ୍ୟକୁ ୧ ନମ୍ବର କରିବା’

ଅନୁଗୋଳ,୩୦ା୪ (ଅମିତ କୁମାର ସାମଲ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ)/ ବଇଣ୍ଡା (ପରିକ୍ଷିତ ସାହୁ):ଓଡ଼ିଶାରେ ପ୍ରଥମ ଥର ଓ କେନ୍ଦ୍ରରେ ତୃତୀୟ ଥର ପାଇଁ ଭାଜପା ସରକାର ହେବ। ଓଡ଼ିଶାରେ ସର୍ବାଧିକ ସିଟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସପକ୍ଷରେ ଯିବ। ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ…

ସର୍ଫିଙ୍ଗ ପର୍ଯ୍ୟଟନ ମାନଚିତ୍ରରେ କୋଣାର୍କ

କୋଣାର୍କ,୩୦।୪(ଜ୍ୟୋତିରାଜ ମହାନ୍ତି):ସମୁଦ୍ରର ନୀଳ ଢ଼େଉରେ ଦୁଃସାହସିକ ଜଳକ୍ରୀଡ଼ା ସର୍ଫିଙ୍ଗ ପାଇଁ ଖାଲି ବିଦେଶ ନୁହେଁ, ଭାରତର ଯୁବବର୍ଗଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ପୁରୀ-କୋଣାର୍କ ବେଳାମାର୍ଗରେ ଅବସ୍ଥିତ ରେଞ୍ଜର୍ସ ଆଡ୍‌ଭେଞ୍ଚର୍ସ ଫାଉଣ୍ଡେଶନ ପକ୍ଷରୁ ସୋମବାର ରାମଚଣ୍ଡୀ ମୁହାଣ ନିକଟ ସ୍ବର୍ଣ୍ଣାଭ ବେଳାଭୂମି, କୁଶଭଦ୍ରା…

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୩୦।୪(କଳ୍ପତରୁ ନାୟକ):ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର ସତା ହରାଇ ବସିଛି। ମାଟିରେ ତିଆରି ଜିନିଷଗୁଡିକର ଅତ୍ୟାଧିକ ଗୁଣବତା ଥିଲେ ବି ଏଗୁଡିକର ଚାହିଦା…

୩ ଦଶନ୍ଧିରେ ହଜିଲାଣି ୭୦ ପ୍ରତିଶତ ହସ୍ତତନ୍ତ ଶିଳ୍ପ

କେନ୍ଦ୍ରାପଡ଼ା, ୩୦ା୪(ଜଗନ୍ନାଥ ଧଳ):ଅତ୍ୟାଧୁନିକ ମେଶିନ ଓ ଉନ୍ନତ ସୂତା ପାଇଁ କେନ୍ଦ୍ରାପଡ଼ା ଜିଲାର ପୁରାତନ ହସ୍ତତନ୍ତ ଶିଳ୍ପ ଡୁବିଯାଇଛି। ୩ ଦଶନ୍ଧି ମଧ୍ୟରେ ପ୍ରାୟ ୭୦ ପ୍ରତିଶତ କାରିଗର ହସ୍ତତନ୍ତ ମାଧ୍ୟମରେ ଉତ୍ପାଦନ କରିବା ଛାଡ଼ିଦେଇଛନ୍ତି। କେନ୍ଦ୍ରାପଡ଼ା ଧୋତି, ଗାମୁଛା ଓ…

ପଥର ଛଇକୁ ପୋଖରୀ ଦର୍ଶାଇ ଲକ୍ଷାଧିକ ଟଙ୍କା ଆତ୍ମସାତ

କାଳିଆପାଣି,୩୦ା୪(ଅସିତ ମହାନ୍ତ):ପୋଖରୀ ପୁନରୁଦ୍ଧାର ପାଇଁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳ କରି ଯାଜପୁର ଜିଲାର ସୁକିନ୍ଦା ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ଟଙ୍କା ଆତ୍ମସାତ୍‌ କରାଯାଉଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ୨୦୨୩-୨୪ ଆର୍ଥିକ ବର୍ଷରେ ସୁକିନ୍ଦା ବ୍ଲକ ଅଧୀନ…

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ମନେପକାଇ ପାରୁନାହାନ୍ତି ଭୋଟର। ଚଳିତ ନିର୍ବାଚନରେ ବିଜେଡିରୁ ସୁଜାତା ସାହୁ ଟିକେଟ ପାଇ ନିର୍ବାଚନ…

ଏକାଠି ହେଲେ ଗୌତମ, ପୁଲିନ

ଝୁମ୍ପୁରୀ,୩୦ା୪(ସରୋଜ ନାୟକ):ଧୀରେ ଧୀରେ ଯାଜପୁର ରାଜନୀତି ରୋଚକ ମୋଡ଼ ଧରିଛି ା ସୋମବାର ଭାଜପାର ଯାଜପୁର ବିଧାୟକ ପ୍ରାର୍ଥୀ ଗୌତମ ରାୟଙ୍କ ସହ ହାତ ମିଳାଇଛନ୍ତି ଟିକେଟ୍‌ ନ ପାଇ ଭାଜପାରୁ ଆଶାୟୀ ଥିବା ଯୁବନେତା ପୁଲିନ ପ୍ରକାଶ ପୁହାଣ ା…

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌ କହିଛନ୍ତି। ମାଲକାନଗିରି ଜିଲା କାଲିମେଳା, ମାଥିଲି ଓ କୋରାପୁଟ ଜିଲାର କୋଟପାଡ଼ରେ ସୋମବାର ପ୍ରଚାର…

ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍‌ ଆପଣାଇଛନ୍ତି ନେତା

କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍‌ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ କରିବା ସହ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଏଥର ଡିଜିଟାଲ ପ୍ରଚାର ବ୍ୟବସ୍ଥା କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?