୩ ବର୍ଷ ହେଲା ତଳେ ବସି ପଢୁଛନ୍ତି ଛାତ୍ରୀଛାତ୍ର
ଡେରାବିଶ, ୨୩ା୬(ବେବର୍ତ୍ତା ଅଜୟ ଦାସ): ଶିକ୍ଷା ବ୍ୟବସ୍ଥାକୁ ସମୃଦ୍ଧ କରିବା ପାଇଁ ଓଡ଼ିଶା ସରକାରଙ୍କ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରତ୍ୟେକ ବ୍ଲକ ଅଞ୍ଚଳରେ ଗୋଟିଏ ଲେଖାଏ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି। ୨୦୨୨ରୁ କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ…
ପାନୀୟ ଜଳ ବଦଳରେ ଆସୁଛି ଦୂଷିତ ପାଣି
ପଟ୍ଟାମୁଣ୍ଡାଇ,୨୩ା୬(କଳ୍ପତରୁ ନାୟକ): ଗ୍ରାମାଞ୍ଚଳର ଲୋକମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି ା ଏଥିପାଇଁ ଅନେକ କୋଟି ଟଙ୍କା ବ୍ୟୟ କରାଯାଇ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଉଛି। ହେଲେ…
ମୂଳ ଖରସ୍ରୋତା ପୁନରୁଦ୍ଧାର ପାଇଁ ମୁଁ ପ୍ରତିଶ୍ରୁତିବଦ୍ଧ: ବିଧାୟକ
ରସୁଲପୁର,୨୩ା୬(ରଞ୍ଜିତ ରାଉତ): ମୂଳ ଖରସ୍ରୋତାର ପୁନରୁଦ୍ଧାର ଦିଗରେ କୋରେଇ ବିଧାୟକ ଆକାଶ ଦାସନାୟକ ଉଦ୍ୟମ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଖରସ୍ରୋତା ପୁନରୁଦ୍ଧାର ସମିତି, ମଧୁବନ ହାଟ ଏବଂ ରସୁଲପୁର ବ୍ଲକ ଅବସରପ୍ରାପ୍ତ କର୍ମଚାରୀ ସଂଘ ପକ୍ଷରୁ ଗୋପାଳପୁର ଡାକବଙ୍ଗଳା ପରିସରରେ…
ନଦୀବନ୍ଧ ସୁଦୃଢ଼ୀକରଣ ପାଇଁ ନିର୍ଦ୍ଦେଶ
ଯାଜପୁର ଟାଉନ,୨୩ା୬, (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି): ଯାଜପୁର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲାପାଳ ନିଖିଲ ପବନ କଲ୍ୟାଣଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମବାୟ ବୟନ, ହସ୍ତତନ୍ତ ଏବଂ ହସ୍ତଶିଳ୍ପ ବିଭାଗ ମନ୍ତ୍ରୀ…
୬ ବର୍ଷ ହେଲା ପ୍ରତିଶ୍ରୁତିରେ ବସ୍ ଟର୍ମିନାଲ
ଯାଜପୁର,୨୩ା୬ (ହର୍ଷବର୍ଦ୍ଧନ ବେହେରା): ପୌରାଣିକ ଓ ଐତିହାସିକ କିମ୍ବଦନ୍ତୀ ବହନ କରୁଥିବା ଯାଜପୁର ସହରର ନବକଳେବର ହୋଇଛି। ଇତିମଧ୍ୟରେ ପ୍ରଜାଙ୍କ ଜମି ଅଧିଗ୍ରହଣ କରାଯାଇ ମେଡିକାଲ କଲେଜ, ମିନି ସଚିବାଳୟ, ଜିଲା ସଦର ଡାକ୍ତରଖାନାର ଉନ୍ନତୀକରଣ, ରାସ୍ତା ପ୍ରଶସ୍ତୀକରଣ, ଜିଲା କୋର୍ଟ,…
ସ୍ବାସ୍ଥ୍ୟ, ପାନୀୟ ଜଳ ସମସ୍ୟା ନେଇ ଉଦ୍ବେଗ
ଦିଗପହଣ୍ଡି,୨୩ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରର ସ୍ବାସ୍ଥ୍ୟ ଓ ପାନୀୟ ଜଳ ସମସ୍ୟା ପ୍ରତି ଦୃଷ୍ଟି ଦିଆଯିବ ବୋଲି ଦିଗପହଣ୍ଡିର ନବନିର୍ବାଚିତ ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ପ୍ରକାଶ କରିଛନ୍ତି। ଦିଗପହଣ୍ଡି ଏନଏସିର ୧୪ତମ ପରିବର୍ଦ୍ଧିତ କାଉନସିଲ ସଭା ଶୁକ୍ରବାର ଏନ୍ଏସି…
୨ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ୍
ଚିକିଟି,୨୩ା୬ (ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅନୁପସ୍ଥିତ ୨ ଡାକ୍ତରଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ବିଧାୟକଙ୍କ ଅଭିଯୋଗ ପରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ୨ ଡାକ୍ତରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ୩ଦିନ…
ଶିଶୁଙ୍କୁ କାମରେ ଲଗାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ
ଅନୁଗୋଳ,୨୩ା୬: ଅନୁଗୋଳ ଜିଲା କାର୍ଯ୍ୟାଳୟ ଠାରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜିଲାସ୍ତରୀୟ ଶିଶୁ ଏବଂ କିଶୋର ଶ୍ରମିକ ଆଇନ ୧୯୯୮ ଅଧୀନରେ ଏକ ସମନ୍ବୟ ବୈଠକ ହୋଇଥିଲା। ଶିଶୁ୍ମାନଙ୍କୁ ଶ୍ରମିକ ଭାବରେ କାର୍ଯ୍ୟରେ ଲଗାଇଥିବା ମାଲିକମାନଙ୍କ ବିରୋଧରେ କିପରି ଦୃଢ଼ କାର୍ଯ୍ୟାନୁଷ୍ଠାନ…
ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଥାନା ସ୍ଥାପନ ଦାବି
ବଇଣ୍ଡା,୨୩।୬(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ସହ ବଇଣ୍ଡା ଫାଣ୍ଡିକୁ ଥାନା କରିବା ପାଇଁ ଶୁକ୍ରବାର ବଇଣ୍ଡା ଗ୍ରାମ ଉପ ସଭାପତି ଅରବିନ୍ଦ ସାହୁ ଭୁବନେଶ୍ବରଠାରେ ମୁଖ୍ୟମନ୍ତ୍ରୀ…
ଏକମାତ୍ର ପୁଅର ୨ କିଡ୍ନୀ ଖରାପ
ପାଟଣା,୨୩ା୬(ବୀର କିଶୋର ଦାଶ): ସାଙ୍ଗସାଥୀଙ୍କ ମେଳରେ ଖେଳିବା, ବୁଲିବା କଥା; କଅଁଳ ବୟସରେ ଦୁରାରୋଗ୍ୟରେ ପୀଡ଼ିତ ହୋଇ ଶଯ୍ୟାରେ ପଡ଼ି ମୃତ୍ୟୁ ସହ ସଙ୍ଘର୍ଷ କରୁଛନ୍ତି। ଏଭଳି ଅଭାବନୀୟ ଘଟଣା କେନ୍ଦୁଝର ଜିଲା ପାଟଣା ବ୍ଲକ ଚୀନାମାଳିପଶି କେତାଙ୍ଗ ଗ୍ରାମରେ ଦେଖିବାକୁ…
ଶୁଣିଲାନି ପ୍ରଶାସନ, ରାସ୍ତା ମରାମତି କଲେ ଗ୍ରାମବାସୀ
କେନ୍ଦୁଝର,୨୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ୍ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ଓ ଗୋହାଲଡିହି ରେଲୱେ ଷ୍ଟେଶନକୁ ପ୍ରବେଶ କରୁଥିବା ମୁଖ୍ୟ ରାସ୍ତା ମରାମତି ଅଭାବରୁ ଶୋଚନୀୟ ହୋଇପଡ଼ିଛି। ସ୍ଥାନୀୟ ଲୋକେ ରାସ୍ତା ମରାମତି ପାଇଁ ଅଭିଯୋଗ କରିଆସୁଥିଲେ ହେଁ କୌଣସି…
ଘସିପୁରାରେ ବଢୁଛିି ବାଲି ଚୋରାଚାଲାଣ
ରାମଚନ୍ଦ୍ରପୁର,୨୩।୬(ଗଣେଶ୍ୱର ସା): କେନ୍ଦୁଝର ଜିଲା ଘସିପୁରା ତହସିଲ ଅଞ୍ଚଳରେ ବାଲି ଚୋରାଚାଲାଣ ବଢ଼ୁଛି। ବିଶେଷ କରି ତହସିଲ ଅନ୍ତର୍ଗତ ସାଇଁକୁଳ ସର୍କଲ ଅଧୀନରେ ଥିବା ବୈତରଣୀ ନଦୀର ବାତୋ ଘାଟରୁ ବେଧଡ଼କ ବାଲି ଉଠାଯାଇ ଚାଲାଣ ହେଉଥିବା ଅଭିଯୋଗ ହେଉଛି। ଏ…

