ଆମ ଜିଲା ଖବର

ଘସିପୁରାରେ ବଢୁଛିି ବାଲି ଚୋରାଚାଲାଣ

ରାମଚନ୍ଦ୍ରପୁର,୨୩।୬(ଗଣେଶ୍ୱର ସା): କେନ୍ଦୁଝର ଜିଲା ଘସିପୁରା ତହସିଲ ଅଞ୍ଚଳରେ ବାଲି ଚୋରାଚାଲାଣ ବଢ଼ୁଛି। ବିଶେଷ କରି ତହସିଲ ଅନ୍ତର୍ଗତ ସାଇଁକୁଳ ସର୍କଲ ଅଧୀନରେ ଥିବା ବୈତରଣୀ ନଦୀର ବାତୋ ଘାଟରୁ ବେଧଡ଼କ ବାଲି ଉଠାଯାଇ ଚାଲାଣ ହେଉଥିବା ଅଭିଯୋଗ ହେଉଛି। ଏ…

ଲୋକଙ୍କ ଅଭିଯୋଗ ଶୁଣିଲେ ପଞ୍ଚାୟତିରାଜ ମନ୍ତ୍ରୀ

ଛେଣ୍ଡିପଦା,୨୩।୬, (ଅଜିତ ଧଳ): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ଶନିବାର ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀର ଦୁର୍ଗାପୁର ଓ ଛେଣ୍ଡିପଦାଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ। ଏହି ଅବସରରେ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା ମନ୍ତ୍ରୀଙ୍କୁ ସ୍ବାଗତ…

ପଞ୍ଚାୟତରେ ଗୋଷ୍ଠୀ କନ୍ଦଳ, ପ୍ରଭାବିତ ହେଉଛି ଗାଁର ବିକାଶ

ରସୁଲପୁର,୨୩ା୬(ରଞ୍ଜିତ ରାଉତ): ଯାଜପୁର ଜିଲା ରସୁଲପୁର ବ୍ଲକର ୨୮ ପଞ୍ଚାୟତ ଯାଜପୁର ଜିଲାର ୩ ପ୍ରମୁଖ ନିର୍ବାଚନମଣ୍ଡଳୀ ବରୀ, କୋରେଇ ଓ ଧର୍ମଶାଳାରେ ବାଣ୍ଟି ହୋଇରହିଛି। ଏବେ ବ୍ଲକର ବିଭିନ୍ନ ପଞ୍ଚାୟତରେ ଗୋଷ୍ଠୀ କନ୍ଦଳ ଦେଖାଦେଇଛି। ୨୦୨୪ ନିର୍ବାଚନ ପରେ ବିଧାୟକ…

ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ଖୁବ୍‌ଶୀଘ୍ର: ଆଇନମନ୍ତ୍ରୀ ହରିଚନ୍ଦନ

ପୁରୀ, ୨୩।୬(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାର ଖୁବ୍‌ଶୀଘ୍ର ନେବେ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ରତ୍ନ ଭଣ୍ଡାର ଖୋଲିବା ଏବଂ ଏହାର ଗଣତିମଣତି କାର୍ଯ୍ୟ ଦିନେ କିମ୍ବା ୨ଦିନର…

ଧୋଇଗଲା ପୋଲ, ରାସ୍ତା

ଥୁଆମୂଳରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଅଞ୍ଚଳ ଏବେ ସାମାନ୍ୟ ବର୍ଷରେ ବେହାଲ ହୋଇପଡ଼ିଛି। କେଉଁଠି ପୋଲ ଧୋଇ ନେଇଛି ତୋ କେଉଁଠି ବର୍ଷ କାଦୁଅ ପାଇଁ ବଡ଼ ଗାଡ଼ି ଯାଇପାରୁ ନାହିଁ। ଯାହାଫଳରେ ଲୋକେ ହନ୍ତସନ୍ତ…

ବାଇକ୍‌ ସହ ଗଞ୍ଜେଇ ଜବତ, ୨ ଗିରଫ

ଦାରିଙ୍ଗବାଡ଼ି,୨୨ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଗଞ୍ଜାମ ଜିଲା ଅଞ୍ଚଳକୁ ଗଞ୍ଜେଇ ଚୋରାଚାଲାଣ ବେଳେ ପୋଲିସ ମାଡ଼ିବସିଛି। ଏକ ବାଇକ୍‌ ସହ ୧୧ କେଜି ଗଞ୍ଜେଇ ଜବତ କରିବା ସହ ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ପୋଲିସ ଗିରଫ କରି…

ସହଦେବଖୁଣ୍ଟା ଥାନା ଅଞ୍ଚଳରେ କର୍ଫ୍ୟୁ କୋହଳ; ବ୍ରଡ୍ ବ୍ୟାଣ୍ଡ ସେବା ଆରମ୍ଭ, ମୋବାଇଲ ଇଣ୍ଟରନେଟ ସେବାରେ ରୋକ୍

ବାଲେଶ୍ଵର( ମାନସ ବିଶ୍ୱାଳ) ୨୨।୬: ବାଲେଶ୍ୱର ଗୋଷ୍ଠୀ ସଂଘର୍ଷ ମାମଲାରେ ଗତକାଲି ଠାରୁ କର୍ଫ୍ୟୁରୁ ଶିଳ୍ପାଞ୍ଚଳ ଥାନାକୁ ବାଦ ଦିଆଯାଇଥିବା ବେଳେ ଆଜି ସହଦେବଖୁଣ୍ଟା ଥାନା ଅଞ୍ଚଳର କର୍ଫ୍ୟୁ ସମୟକୁ ଆଧିକ କୋହଳ କରାଯାଇଥିବା ଉପରେ ଜିଲାପାଳ ଆଶିଷ ଠାକରେ ସୂଚନା…

ଶାବର ଶ୍ରୀକ୍ଷେତ୍ରରେ ସ୍ନାନଯାତ୍ରା: ୧୦୮ କଳସ ପାଣିରେ ସ୍ନାନ ପରେ ଶ୍ରୀଜିଉ ଅସୁସ୍ଥ

କୋରାପୁଟ,୨୨ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ର କୋରାପୁଟରେ ଶନିବାର ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଶାବର ଶ୍ରୀକ୍ଷେତ୍ର ମନ୍ଦିର ପରିଚାଳନା କମିଟି ସମ୍ପାଦକ ଜଗବନ୍ଧୁ ସାମଲଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ଉତ୍ସବରେ ପରିଚାଳନା କମିଟିର ସମସ୍ତ ସଦସ୍ୟ ସାମିଲ ହୋଇ ଏହି କାର୍ଯ୍ୟକୁ…

ଗଜ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୁଷୋତ୍ତମପୁର,୨୨ା୬(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଶନିବାର ମହାସମାରୋହରେ ପାଳିତ ହୋଇଯାଇଛି। ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜିଉଙ୍କୁ ରତ୍ନବେଦିରୁ ଆଣି ସ୍ନାନବେଦିରେ ବିଜେ କରି ସ୍ନାନ କରାଇଛନ୍ତି। ଭକ୍ତଙ୍କୁ ଗଜାନନ ବେଶରେ ଦର୍ଶନ ଦେଉଛନ୍ତି ଜଗନ୍ନାଥ। ସ୍ନାନବେଦିରେ ଜଗନ୍ନାଥଙ୍କୁ…

ବ୍ରିଜ୍‌ କାର୍ଯ୍ୟ ଅଧାରୁ ବନ୍ଦ ପାଇଁ ବିଭାଗୀୟ ଅଧିକାରୀଙ୍କ ଚିଠି

କର୍ଲାମୁଣ୍ଡା,୨୨ା୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡାଠାରୁ ରିଞ୍ଜା ଯାଇଥିବା ଆର୍‌.ଡି ରାସ୍ତାର ସରବରାହ ଜୋରଠାରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପକ୍ଷରୁ ଟେଣ୍ଡର ଜରିଆରେ ଜନୈକ ଠିକାଦାରଙ୍କ ଦ୍ୱାରା ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ଚାଲୁଛି। ବର୍ତ୍ତମାନ ସୁଦ୍ଧା ବ୍ରିଜ୍‌ଟିର ଗୋଟିଏ ପଟ…

ଗଜ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ

ପୁରୀ,୨୨ା୬: ଆଜି ଅର୍ଥାତ୍‌ ଶନିବାର ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ସମସ୍ତ ନୀତିକାନ୍ତି ପରେ ଶ୍ରୀଜିଉ ଗଜ ବେଶରେ ଲକ୍ଷାଧିକ ଭକ୍ତଙ୍କୁ ଦର୍ଶନ…

ଘର ଭିତରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

ଖଲ୍ଲିକୋଟ,୨୨ା୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ସିଙ୍ଗଡ଼ାପଲ୍ଲୀ ଗ୍ରାମରେ ଏକ ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ଖଲ୍ଲିକୋଟ ଥାନା ପୋଲିସ। ମୃତ ଯୁବକ ଜଣଙ୍କ ତାଳପଡ଼ା ଗ୍ରାମର ଦୀପକ ପାହାନ ବୋଲି ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?