ଆମ ଜିଲା ଖବର

୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଦାରୁଦିଅଁ

ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି। ଏହି ଦିବ୍ୟ ଦର୍ଶନ କରିବାକୁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ପୁରୀରେ ପ୍ରବଳ…

ଜି ଉଦୟଗିରରେ ଜଗନ୍ନାଥଙ୍କ ଗଜାନନ ବେଶ

ଜି ଉଦୟଗିରି,୨୨।୬(ଶିଶିର ପଟ୍ଟନାୟକ ): ଜି ଉଦୟଗିରି ଜଗନ୍ନାଥ ମନ୍ଦିରରେ ଶନିବାର ଦିନ ସ୍ନାନ ପୂର୍ଣ୍ଣିମା ତିଥିରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ,ସୁଭଦ୍ରା ଓ ସୁଦର୍ଶନଙ୍କ ସ୍ନାନ ବିଧି ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଠାକୁର ମାନଙ୍କୁ ପହଣ୍ଡି କରି ସ୍ନାନ…

ମା’-ବାପାଙ୍କୁ ହତ୍ୟା କରି ପୋତିଦେଲା ପୁଅ

ସିମୁଳିଆ,୨୨।୬: ବାଲେଶ୍ୱର ଜିଲା ସିମୁଳିଆ ଥାନା ଗରସଙ୍ଗ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜନ୍ମ କଲା ପୁଅ ମା’-ବାପାଙ୍କୁ ଅତି ନୃଶଂସ ଭାବେ ହତ୍ୟା କରି ମାଟିରେ ପୋତି ଦେଇଥିବା ଘଟଣା ସାମ୍‌ନାକୁ ଆସିଛି। ବାରି ପଛପଟୁ ଦୁର୍ଗନ୍ଧ ହେବା…

ଅଚ୍ୟୁତାନନ୍ଦଙ୍କ ପୀଠରେ ସ୍ନାନପୂର୍ଣ୍ଣିମା

ନିଶ୍ଚିନ୍ତକୋଇଲି,୨୨।୬(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ମହାପୁରୁଷ ଶ୍ରୀଶ୍ରୀ ଅଚ୍ୟୁତାନନ୍ଦଙ୍କ ପୀଠରେ ସ୍ନାନପୂର୍ଣ୍ଣିମା ଅନୁଷ୍ଠିତ ହେଉଛି। ପାରମ୍ପରିକ ରୀତିନୀତି ଅନୁଯାଇ ଶନିବାର ପ୍ରଭାତରୁ ମହାପ୍ରଭୁ ଗୋପୀନାଥ ଓ ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ପୂଜାର୍ଚ୍ଚନା କରାଯାଇଥିଲା। ପରେ ଶ୍ରଦ୍ଧାଳୁଙ୍କ ଦର୍ଶନ…

ଟ୍ରକ ତଳେ ଶୋଇଥିଲେ: ଚାଲିଗଲା ଡ୍ରାଇଭରଙ୍କ ଜୀବନ

ବାଲିଗୁଡ଼ା:୨୨।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଟ୍ରକ ତଳେ ଶୋଇଥିବା ବେଳେ ଉଡ଼ିଗଲା ପ୍ରାଣବାୟୁ । କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ବୁଢ଼ାନଈ ନିକଟରେ ଘଟିଛି ଏଭଳି ଏକ ଅଘଟଣ । ଟ୍ରକର ଯାନ୍ତ୍ରିକ ତ୍ରୁଟି ଯୋଗୁ ୫ଦିନ ହେଲା ରାସ୍ତା କଡ଼ରେ…

ବାରିପଦା ବସଷ୍ଟାଣ୍ଡରୁ ବନ୍ଦ ରହିଛି ବସ୍‌ ଚଳାଚଳ

ବାରିପଦା,୨୨।୬: ବାରିପଦା ବସଷ୍ଟାଣ୍ଡରେ ୨ ଗୋଷ୍ଠୀ ମାରପିଟ ଘଟଣାରେ ଆଜି ବସଷ୍ଟାଣ୍ଡରୁ ବସ୍‌ ଚଳାଚଳ ବନ୍ଦ ରହିଛି। ତେବେ ମାରପିଟ ଘଟଣାରେ ୧୦ ଜଣଙ୍କୁ ଅଟକ ରଖିବା ସହ ବାରିପଦା ଟାଉନ ଥାନା ପୋଲିସ ଘଟଣାର ତଦନ୍ତ କରୁଛି। ଘରୋଇ ବସ…

ମାରପିଟ ମାମଲା: ବଦଳିଲେ ଡାକ୍ତର, ଫାର୍ମାସିଷ୍ଟ

ଯାଜପୁରରୋଡ୍‌,୨୨ା୬(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଫାର୍ମାସିଷ୍ଟ ଓ ଡାକ୍ତରଙ୍କ ମଧ୍ୟରେ ହୋଇଥିବା ମାରପିଟ ଘଟଣା ପରେ ଉଭୟଙ୍କୁ ବଦଳି ନିର୍ଦ୍ଦେଶ ହୋଇଛି। ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଘଟଣାର ତଦନ୍ତ କରି ଦାନ୍ତ ଡାକ୍ତର ଶୁଭଲକ୍ଷ୍ମୀ ରଥଙ୍କୁ ଚିଠି…

ଭଙ୍ଗା ଦଦରା ଘରେ ଚାଲିଛି ଅଙ୍ଗନଓ୍ବାଡ଼ି କେନ୍ଦ୍ର

ଯୋଡ଼ା,୨୨ା୬(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡା ସହର ମଧ୍ୟଭାଗରେ ଥିବା ୱାର୍ଡ ନଂ. ୪ ଝୁମ୍ପୁଡ଼ି ହାଟିଂରେ ଭଙ୍ଗା ଦଦରା ଘରେ ଅଙ୍ଗନୱାଡ଼ି କେନ୍ଦ୍ର ଚାଲିଛି। ଅଭିଯୋଗ ପରେ ମଧ୍ୟ ଗୃହର ମରାମତି କରାଯାଉନାହିଁ। ଫଳରେ ବିପଦସଙ୍କୁଳ ଅଙ୍ଗନୱାଡ଼ିକୁ ଶିଶୁମାନଙ୍କୁ ଛାଡ଼ିବା…

କାଳିଆଙ୍କୁ ଦେଖି ଭକ୍ତ ବିଭୋର: ଶ୍ରୀମନ୍ଦିରଠୁ ବେଳାଭୂମି ସବୁଠି କଡ଼ା ସୁରକ୍ଷା

ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। କାଳିଆସାଆନ୍ତଙ୍କ ଶ୍ରୀମୁଖ ଟିକେ ଦେଖିବାକୁ ଭକ୍ତ ବିଭୋର ହୋଇ ପଡିଛନ୍ତି। ତେଣୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ହେବାରେ ଲାଗିଲାଣି।…

ସ୍ନାନବେଦିରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଦାରୁଦିଅଁ

ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରିଛନ୍ତି। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚି ଥିଲେ। ପରେ ମା’ ସୁଭଦ୍ରା ପହଣ୍ଡିରେ…

ବାଲେଶ୍ୱରରେ କର୍ଫ୍ୟୁ କଟକଣା କୋହଳ, ଆଜିଠୁ ଇଣ୍ଟରନେଟ ସେବା ଉପଲବ୍ଧ

ଭୁବନେଶ୍ୱର,୨୨।୬: ବାଲେଶ୍ୱରରେ ସ୍ଥିତି ସ୍ବାଭାବିକ ହେଉଛି। ଆଜିଠୁ ଲିଜ ଲାଇନ ସହ ବ୍ରଡବ୍ୟାଣ୍ଡରେ ଇଣ୍ଟରନେଟ ସେବା ଉପଲବ୍ଧ ହେବ। ହେଲେ ମୋବାଇଲରେ ଇଣ୍ଟରନେଟ ସେବା ବନ୍ଦ ରହିବ। ଅନ୍ୟପଟେ କର୍ଫ୍ୟୁ କଟକଣା ଆଂଶିକ କୋହଳ ହୋଇଛି। ସହଦେବଖୁଣ୍ଟା ଓ ଟାଉନ ଥାନା…

ବାଲୁକା କଳାରେ ସ୍ନାନପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ପୁରୀ,୨୨।୬: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ଯାତ୍ରା। ସ୍ନାନ ମଣ୍ଡପରେ ଦିବ୍ୟସ୍ନାନ କରିବେ କଳାସାଆନ୍ତ । ପାରମ୍ପରିକ ରୀତିନୀତିରେ ମହାପ୍ରଭୁ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ। ଏହି ପରିପ୍ରେକ୍ଷୀରେ ବାଲୁକା ଶିଳ୍ପୀ ତଥା ପଦ୍ମଶୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?