ଆମ ଜିଲା ଖବର

ରତ୍ନବେଦି ଛାଡ଼ି ସ୍ନାନ ବେଦିରେ ମହାପ୍ରଭୁ

ପୁରୀ,୨୨।୬: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟ ସ୍ନାନ ଯାତ୍ରା। ନୀତିକାନ୍ତି ପରେ ଭୋର୍‌ ୫ଟାରୁ ଆରମ୍ଭ ହୋଇଥିଲା ଧାଡି ପହଣ୍ଡି। ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର ରତ୍ନବେଦୀ ଛାଡ଼ି ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚିଛନ୍ତି। ପାରମ୍ପରିକ ରୀତିନୀତିରେ ମହାପ୍ରଭୁ ୧୦୮…

କଟକରେ ବିଜେଡିକୁ ଡବଲ୍‌ ଝଟ୍‌କା: ହାତରୁ ଗଲା ୨ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ପଦ

କଟକ,୨୧ା୬ (କାର୍ତ୍ତିକ ସାହୁ)- କଟକ ମହାନଗର ନିଗମ (ସିଏମ୍‌ସି)ର ୮ଟି ଷ୍ଟାଣ୍ଡିଂ କମିଟି ମଧ୍ୟରୁ ୨ଟି ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ପଦ ବିଜେଡି ହାତରୁ ଏଥର ଖସିଯାଇଛି। ୬ଟି କମିଟିରେ ପୂର୍ବ ଅଧ୍ୟକ୍ଷମାନେ ପୁନର୍ବାର ନିର୍ବାଚିତ ହୋଇଛନ୍ତି। ସିଏମ୍‌ସିର ବିଜୁ ଭବନ…

କେନ୍ଦୁଝରର ନିଆରା ସ୍ନାନ ପୂର୍ଣ୍ଣିମା: ଅଁଳା-ତୁଳସୀ ପତ୍ରରେ ସଜେଇ ହୁଅନ୍ତି ଶ୍ରୀ ଜୀଉ, ପିନ୍ଧନ୍ତି ତାଳ ମୁକୁଟ

କେନ୍ଦୁଝର,୨୧।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରର ଆରାଧ୍ୟ ଶ୍ରୀଶ୍ରୀ ବଳଦେବଜୀଉ। ତାଙ୍କର ରଥକୁ ସର୍ବୋଚ୍ଚ ରଥ ଭାବେ ଗିନିଜ ୱାଲର୍‌ଡ ରେକର୍ଡରେ ସ୍ଥାନ ମିଳିଛି। ଚାରିଶହ ବର୍ଷରୁ ଉଦ୍ଧର୍‌ବ ଏଠାକାର ଶ୍ରୀଜୀଉଙ୍କ ମନ୍ଦିରକୁ ଦ୍ୱିତୀୟ ବୃହତ ବିଷ୍ଣୁ ମନ୍ଦିର ବୋଲି କୁହାଯାଇଥାଏ। ଏଠାରେ…

ବାରିପଦା ବସ୍‌ଷ୍ଟାଣ୍ଡରେ ବୁଲିଲା ଖଣ୍ଡା-ଭୁଜାଲି, ୫ ଗୁରୁତର

ବାରିପଦା,୨୧ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଘରୋଇ ବସ ଚଳାଚଳକୁ ନେଇ ଶୁକ୍ରବାର ରାତିରେ ବାରିପଦା ବସଷ୍ଟାଣ୍ଡରେ ବୁଲିଛି ଖଣ୍ଡା-ଭୁଜାଲି। ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟିବା ପରେ ମାରଣାସ୍ତ୍ରରେ ଗୋଟିଏ ଗୋଷ୍ଠୀର ଅତର୍କିତ ଆକ୍ରମଣ ଯୋଗୁ ୫ ଗୁରୁତର ହୋଇଛନ୍ତି । ସେମାନଙ୍କୁ ବାରିପଦା…

ଦୁଇ ଦିନ ପରେ ବି ମିଳୁନି ସମୁଦ୍ରରେ ନିଖୋଜ ଛାତ୍ରଙ୍କ ପତ୍ତା

ଛତ୍ରପୁର,୨୧।୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା କେ.ଆର୍ଯ୍ୟପଲ୍ଲୀ ସମୁଦ୍ର ନିକଟରେ ଗାଧେଇବା ବେଳେ ଭାସି ଯାଇ ଡିପ୍ଲୋମା ଛାତ୍ର ହେମନସେନ ବେହେରାଙ୍କ ନିଖୋଜ ଘଟଣାକୁ ଦୁଇ ଦିନରୁ ଅଧିକ ସମୟ ବିତିଯାଇଥିଲେ ସୁଦ୍ଧା ଉଦ୍ଧାର ହୋଇପାରିନାହିଁ…

ଜୁଲାଇ ୨୨ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା, ପଢ଼ନ୍ତୁ କାର୍ଯ୍ୟସୂଚୀ…

କଟକ,୨୧ା୬ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସପ୍ଲିମେଣ୍ଟାରି ପରୀକ୍ଷା ଆସନ୍ତା ଜୁଲାଇ ୨୨ରୁ ୩୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର ପରୀକ୍ଷା ଗୋଟିଏ ସିଟିଂରେ ଏବଂ ଗୋଟିଏ ପ୍ରଶ୍ନପତ୍ରରେ…

ଜନ୍ମମାଟିରେ ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର, ୨୦ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ ମୋହନ ଚରଣ ମାଝି କେନ୍ଦୁଝର ଜିଲା ତଥା ନିଜ ଜନ୍ମ ମାଟି ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଯଦିଓ…

ବାଲେଶ୍ୱରରେ ଆହୁରି କୋହଳ ହେଲା କର୍ଫ୍ୟୁ; ଏଣିକି ସକାଳ ୫ରୁ ଦିନ ୨ ଯାଏ…

ବାଲେଶ୍ୱର,୨୧।୬: ଧିରେ ଧିରେ ସ୍ବାଭାବିକ ହେଉଛି ବାଲେଶ୍ୱର ସ୍ଥିତି। ଏହାକୁ ଦୃଷ୍ଟିରେ ରଖି କର୍ଫ୍ୟୁକୁ ଆହୁରି କୋହଳ କରାଯାଇଛି। ଶନିବାରଠାରୁ ସକାଳ ୫ଟାରୁ ଦିନ ୨ଟା ଯାଏ କର୍ଫ୍ୟୁ କୋହଳ ରହିବ। ତେବେ ସହଦେବଖୁଣ୍ଟା ଏବଂ ଟାଉନ୍‌ ଥାନା ଅଞ୍ଚଳରେ ଏହି…

ଲାଞ୍ଚ ନେଇ ଧରାପଡ଼ିଲେ ଆରଆଇ, ଏଆରଆଇ

ସୁବର୍ଣ୍ଣପୁର,୨୧।୬: ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ବୀରମହାରାଜପୁର ଖଣ୍ଡହତାର ଆର୍‌ଆଇ ରାଜେନ୍ଦ୍ର ମିଶ୍ର ଏବଂ ଏଆର୍‌ଆଇ ପଞ୍ଚାନନ ଡାଙ୍ଗ। ଏକ ତଦନ୍ତ ରିପୋର୍ଟ ଦେବାପାଇଁ ଜଣେ ବ୍ୟକ୍ତିଙ୍କୁ ଆର୍‌ଆଇ ରାଜେନ୍ଦ୍ର, ଏଆର୍‌ଆଇ ପଞ୍ଚାନନ ୫ହଜାର ଟଙ୍କା ଲାଞ୍ଚ…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ: ଆଗକୁ ବଢିବ ବର୍ଷା

ବାଲିଗୁଡ଼ା,୨୧।୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଆଖପାଖ ବ୍ଲକ ଅଞ୍ଚଳରେ ଶୁକ୍ରବାର ବର୍ଷା ହୋଇଛି। ବର୍ଷା ଯୋଗୁ ଲୋକଙ୍କୁ ଗରମ, ଗୁଳୁଗୁଳିରୁ ସାମାନ୍ୟ ନିସ୍ତାର ମିଳିଛି। ପାଣିପାଗ ବିଭାଗ ପକ୍ଷରୁ ସୂଚନା ଅନୁଯାୟୀ ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଲଘୁଚାପ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ବାଥୁଡି ସମ୍ପ୍ରଦାୟର ୩ ବିଧାୟକ

ପାଟଣା,୨୧।୬(ବୀର କିଶୋର ଦାଶ): ଭୁବନେଶ୍ୱର ଷ୍ଟେଟ ଗେଷ୍ଟ ହାଉସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭାଜପାର ନବନିର୍ବାଚିତ ୩ ବାଥୁଡି ସମ୍ପ୍ରଦାୟର ବିଧାୟକ ଭେଟି ଶୁଭେଚ୍ଛା ଜଣାଇଛନ୍ତି। କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ…

ସ୍ନାନଯାତ୍ରା ନେଇ ପ୍ରସ୍ତୁତି ଚୁଡ଼ାନ୍ତ: ଜଗିବେ ୬୮ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ,୨୧ା୬: ଶନିବାର ମହାପ୍ରଭୁଙ୍କ ପବିତ୍ର ସ୍ନାନଯାତ୍ରା। ସ୍ନାନବେଦିରେ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ହେବ ପ୍ରବଳ ଭିଡ଼ । ଶୃଙ୍ଖଳିତ ଦର୍ଶନ ନେଇ ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?