ଆମ ଜିଲା ଖବର

ବସ୍‌ରୁ ଓହ୍ଲାଉଥିବା ବେଳେ ପିଟିଦେଲା କାର୍‌, ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଦିଗପହଣ୍ଡି,୨୦ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ତପ୍ତପାଣି ୩୨୬ ନଂ ଜାତୀୟ ରାଜପଥର ମଳାଭଞ୍ଜା ଗ୍ରାମ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ଦ୍ରୁତଗାମୀ କାର୍‌ (ନଂ. ଓଡି ୧୮ ଜେ-୦୬୦୫) ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ…

ସମୁଦ୍ରରେ ବୁଡ଼ିଯିବାର ୧୮ ଘଣ୍ଟା ପରେ ବି ମିଳୁନି ଛାତ୍ରଙ୍କ ପତ୍ତା, ଉଦ୍ଧାର କାର୍ଯ୍ୟରେ ହେଲିକପ୍ଟର ନିୟୋଜିତ

ଛତ୍ରପୁର,୨୦ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ବୁଡ଼ି ଛାତ୍ର ନିଖୋଜ ଘଟଣାର ୧୮ ଘଣ୍ଟା ବିତି ଯାଇଥିଲେ ସୁଦ୍ଧା ପତ୍ତା ମିଳିପାରିନାହିଁ। ଉଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏସଆରସି ନିର୍ଦ୍ଦେଶ କ୍ରମେ ହେଲିକପ୍ଟର ଯୋଗେ ଖୋଜା ଖୋଜି…

ବାଲେଶ୍ୱରରେ ଜୁନ୍‌ ୨୨ ପର୍ଯ୍ୟନ୍ତ ଇଣ୍ଟରନେଟ୍‌ ସେବା ବନ୍ଦ

ବାଲେଶ୍ୱର,୨୦।୬(ମାନସ ବିଶ୍ୱାଳ): ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା ପରେ ବାଲେଶ୍ୱର ସହରର ଅଣାୟତ୍ତ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ଚେଷ୍ଟା ଜାରି ରହିଛି। ଗୁରୁବାର ଇଣ୍ଟରନେଟ୍‌ ସେବା ବନ୍ଦକୁ ଜୁନ୍‌ ୨୨ ସକାଳ ୧୦ ପର୍ଯ୍ୟନ୍ତ ବଢାଇ…

ବାଲେଶ୍ୱରରେ କର୍ଫ୍ୟୁ କୋହଳ, ସ୍ଥିତିରେ ଆସୁଛି ସୁଧାର

ବାଲେଶ୍ୱର,୨୦ା୬(ମାନସ ବିଶ୍ୱାଳ): ବାଲେଶ୍ବର ସହରର ଭୁଜାଖିଆପିରସ୍ଥିତ ଏକ ସରକାରୀ ପାଣି ନାଳରେ ନାଲି ରଙ୍ଗପାଣି ପ୍ରବାହ ପ୍ରସଙ୍ଗକୁ ନେଇ ଗତ ସୋମବାର ସୃଷ୍ଟି ହୋଇଥିବା ଗୋଷ୍ଠୀ ସଂଘର୍ଷ ପୋଲିସ ପ୍ରଶାସନ ଓ ଜନ ପ୍ରତିନିଧିଙ୍କ ଉଦ୍ୟମରୁ ଆପାତତଃ ଏବେ ନିୟନ୍ତ୍ରଣାଧୀନ ରହିଛି।…

ଓଏମ୍‌ବିଏଡିସିରେ ସ୍ବାସ୍ଥ୍ୟସେବା ଦିଗହରା

ଯାଜପୁର,୨୦ା୬(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ସ୍ବାସ୍ଥ୍ୟସେବା କ୍ଷେତ୍ରର ବିକାଶ ଦିଗରେ ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ(ଓଏମ୍‌ବିଏଡିସି) ପାଣ୍ଠିର ବିନିଯୋଗ ଅତି ନୈରାଶ୍ୟଜନକ ରହିଛି। ଫଳରେ ସୁକିନ୍ଦା ଖଣି ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହେବା ସହ ବ୍ୟାସନଗର ସହରରେ ୧୦୦ ଶଯ୍ୟା…

୮୯ ପ୍ରତିଶତ ଜମି ପଡ଼ିଆ ପଡ଼ିଛି

ନୟାଗଡ,୨୦।୬(ଲୋକନାଥ ମିଶ୍ର)ଆକାଶରେ ଘଡ଼ଘଡ଼ି ମାରୁଛି ଓ ବିଜୁଳି ଦେଖା ଦେଉଛି । ହେଲେ ବର୍ଷା ହେଉନି । ମୌସୁମୀ ଆଗମନରେ ବିଳମ୍ବ କାରଣରୁ ରଜ ଯିବା ପରେ ବି ବର୍ଷା ହେଉ ନ ଥିବାରୁ ଧାନ ଚାଷ ପ୍ରାରମ୍ଭରୁ ଚାଷୀର ଚିନ୍ତା…

ଚୁଡ଼ାରେ ରଙ୍ଗ: ମାଲଗୋଦାମରେ ଚଢ଼ାଉ

କଟକ,୨୦ା୬ (କାର୍ତ୍ତିକ ସାହୁ)ସାଧାରଣ ଲୋକଠୁ ଆରମ୍ଭ କରି ସବୁବର୍ଗର ଲୋକଙ୍କ ଦ୍ୱାରା ଚୁଡ଼ା ଏକ ସହଜ, ସରଳ ତଥା ଗ୍ରହଣୀୟ ଖାଦ୍ୟ। ମାତ୍ର ସେହି ଚୁଡ଼ାରେ ଅପମିଶ୍ରଣ ହେଉଛି। ଏହାକୁ ନେଇ ପ୍ରଶାସନିକ ସ୍ତରରେ ତନାଘନା ଆରମ୍ଭ ହୋଇଛି। ଉପକୂଳ ଜିଲାର…

ଆହାର କେନ୍ଦ୍ର ଆଗରେ ଲମ୍ବା ଧାଡି

କଟକ,୨୦।୬(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲରେ ଯୋଜନାରେ ସୀମିତ ରହିଛି ଦ୍ୱିତୀୟ ଆହାର କେନ୍ଦ୍ର। ମେଡିକାଲ ପରିସରରେ ଥିବା ଗୋଟିଏ ଆହାର କେନ୍ଦ୍ର ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ଖାଦ୍ୟର ଚାହିଦା ପୂରଣ କରିପାରୁନାହିଁ। ଫଳରେ ଲମ୍ବା ଧାଡ଼ିରେ ସେମାନେ ଉକ୍ତ ଆହାର କେନ୍ଦ୍ର…

ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ

ବାଲେଶ୍ୱର,୨୦ା୬(ମାନସ ବିଶ୍ବାଳ)ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା ପରେ ବାଲେଶ୍ୱର ସହରର ଅଣାୟତ୍ତ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ସୋମବାର ବିଳମ୍ବିତ ରାତିରୁ କର୍ଫ୍ୟୁ ଜାରି କରାଯାଇଥିଲା। ଗୁରୁବାରଠାରୁ ଏହି କଟକଣାରେ ସାମାନ୍ୟ କୋହଳ କରାଯିବ। ସକାଳ ୭ଟାରୁ…

ନିର୍ମାଣାଧୀନ କୋଠାରୁ ୨ ଟନ୍‌ ଲୁହା ସାମଗ୍ରୀ ଚୋରି

ଗୋପାଳପୁର,୧୯ା୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ପିତାତଳି ପେଟ୍ରୋଲ ପମ୍ପ ଅଞ୍ଚଳରୁ ଏକ ନିର୍ମାଣାଧୀନ କୋଠା ପରିସରରୁ ୨ ଟନ୍‌ ବିଭିନ୍ନ ଲୁହା ସାମଗ୍ରୀ ଚୋରି ନେଇ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଏ ନେଇ…

ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇ ସମୁଦ୍ରରେ ଭାସିଗଲେ ଯୁବକ

ଛତ୍ରପୁର,୧୯ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ବୁଡ଼ି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଲେ କେ. ଆର୍ଯ୍ୟପଲ୍ଲୀ ଗ୍ରାମର ହେମନସେନ ବେହେରା। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ, ଓଡ୍ରାଫ୍‌ ଓ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି…

ମହିଳାଙ୍କୁ ପଥରରେ ଆକ୍ରମଣ କରି ଜଣେ ଗିରଫ

ଗୋପାଳପୁର,୧୯ା୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ପନ୍ଦରା ସାହିରେ ମହିଳାଙ୍କୁ ପଥରରେ ଆକ୍ରମଣ କରିବା ଘଟଣାରେ ବୁଧବାର ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ପନ୍ଦରା ସାହିର ସାଗର ଜେନା ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?