ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ
ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆସନ୍ତା ୩୦ ତାରିଖ ଯାଏଁ ରାଜ୍ୟର…
ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ
ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣକୁ ଭିତ୍ତି କରି ବିଚାରପତି ଦୁଇ ମହିଳାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।…
ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍, କହିଲେ…
ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର ଉମରକୋଟ ଓ ଝରିଆଁରେ ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକ ସଭା ଓ…
ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ
ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ ଶିକାରୀଙ୍କୁ ବନ ବିଭାଗ ଧରିବାରେ ସଫଳ ହୋଇଛି। ଶିକାରୀଙ୍କଠାରୁ ବନକର୍ମଚାରୀ ଏକ ଗୁଳି ଭର୍ତ୍ତି…
ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ
ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ଆଜି ପ୍ରଥମ ଦିନରେ ସାନଖେମୁଣ୍ଡି ବିଧାନସଭା ଆସନ ନିମନ୍ତେ ବିଜୁ ଜନତା…
ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ
କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା କମିଟି ତରଫରୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବଚନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଆଧ୍ୟାତ୍ମିକ…
ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ
ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ ମଣ୍ଡଳୀରୁ ସମାଜବାଦୀ ପାର୍ଟି ପ୍ରାର୍ଥୀ ଲୋଚନ ସିଂ ମାଝି, ବହୁଜନ ସମାଜ ପାର୍ଟି ପ୍ରାର୍ଥୀ…
ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ
ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର ଆବଶ୍ୟକ ପଡୁଛି। ପ୍ରକାଶ ଥାଉକି, ଗାଁରେ ରାସ୍ତା ନ ଥିବାରୁ ସାଧାରଣ ଲୋକେ ନାହିଁ…
ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍କାଟ୍ ଘୋଷଣା
ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍ ଶକ୍ତି ପରିବହନ ନିଗମ ଲିମିଟେଡ୍ (ଓପିଟିସିଏଲ୍) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ହେବାକୁ ଥିବାରୁ ସମଗ୍ର କନ୍ଧମାଳ ଜିଲାରେ ବିଦ୍ୟୁତ ସରବରାହ ଶନିବାର ବନ୍ଦ ରହିବ…
ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା
ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର ବିଶ୍ୱାଳ, ସଦସ୍ୟ ପବିତ୍ର ଦେହେରୀ, ଏମଡ଼ି ଅଲିମ ଏବଂ ଭୁବନେଶ୍ୱର ସାହୁ । ଦଳ…
ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ
ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି । ଶୁକ୍ରବାର ସକାଳେ ସ୍ଥାନୀୟ ଗ୍ରାମବାସୀ ଦେଖି ପୋଲିସକୁ…
ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି
ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା ତାତିକୁ ଅସହ୍ୟ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏଭଳି ସ୍ଥିତିରେ ଧାମନଗର ବ୍ଲକ ଅଞ୍ଚଳରେ…

