ଯେତିକି ଲିଭୁଛି, ସେତିକି ଜଳୁଛି
ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି ଯେତିକି ନିଆଁ ଲିଭାଉଛନ୍ତି ଅନ୍ୟସ୍ଥାନରେ ସେତିକି ଜଳୁଥିବା ଦେଖିବାକୁ ମିଳୁଛି। ନିଆଁ ଲିଭା କାମରେ…
୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା
ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ ୨୦ ବର୍ଷ ପରେ ଏଠାରେ ପ୍ରାର୍ଥୀ ବଦଳାଇ ପ୍ରଥମ କରି ଜଣେ ମହିଳାଙ୍କୁ ନିର୍ବାଚନ…
ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ
ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ ହାଇକୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨୭ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି କୋର୍ଟ ଏହି…
ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ
ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ ଭରି ପାରୁ ନ ଥିବା ନେଇ ରାଜନୈତିକ ମହଳରେ ଚର୍ଚ୍ଚା ହେଉଛି । ସମ୍ବଲପୁର…
ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ
କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼ ଝିଅ ସୋଫିଆ ଫିରଦୋସ୍ଙ୍କୁ ବାରବାଟୀ- କଟକ ଆସନରୁ ପ୍ରାର୍ଥୀ ଭାବେ ଘୋଷଣା କରିପାରେ ବୋଲି…
୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା
ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ନେଇ ଅନିଶ୍ଚିତତା ଦେଖାଦେଇଛି। ୨୦୧୭-୧୮ ମସିହାରୁ ଆରମ୍ଭ ହୋଇଥିବା ଏହି ଉନ୍ନତୀକରଣ କାର୍ଯ୍ୟ ୨ବର୍ଷ…
ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ
ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ ଗୁରୁବାର ସମସ୍ତ ବିଦ୍ୟାଳୟ ବନ୍ଦ ରହିଥିବାବେଳେ ଟାଙ୍ଗୀ- ଚୌଦ୍ୱାର ବ୍ଲକ ବାଣୀପଦା ପଞ୍ଚାୟତ ଅଧୀନରେ…
ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା
ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ। ତେବେ ନିର୍ବାଚନକୁ ଆଉ ଦିନ କେଇଟା ବାକିଥିବା ବେଳେ ଏଯାବତ୍ ଦୁଇ ପ୍ରମୁଖ ଦଳ…
୮ ବର୍ଷ ହେଲା ସରୁନି ବିଦ୍ୟୁତ୍ ସବ୍ଷ୍ଟେଶନ କାର୍ଯ୍ୟ
କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩ ବିଦ୍ୟୁତ୍ ସବ୍ଷ୍ଟେଶନ ଆରମ୍ଭ ହୋଇଥିଲା। ଯାହା ବିଭାଗୀୟ ଦାୟିତ୍ୱହୀନତା ଓ ଖାମଖିଆଲ ମନୋଭାବ ଯୋଗୁ…
ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ
ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ ଭଗବାନ ପଣ୍ଡା ଗୁରୁବାର ସନ୍ଧ୍ୟାରେ ଦଳରୁ ଇସ୍ତଫା ଦେଇଛନ୍ତି । ଏନେଇ ସେ ରାଜ୍ୟ…
୩ ଜଣଙ୍କୁ ଚାପିଦେଲା ଟ୍ରକ୍
ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍ ୩ ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ ଦର୍ଲିପାଲି ଅଞ୍ଚଳର ହୋଇଥିବା ଜଣାପଡ଼ିଛି। ଗୁରୁବାର ବିଳମ୍ବିତ…
ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି
ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ ପରେ ଚାଷ ଜମିରେ ପାଣି ମାଡୁ ଥିବା ସରକାରୀ ରିପୋର୍ଟ କହୁଛି। ସେହି ଅନୁସାରେ…

