ଆମ ଜିଲା ଖବର

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ ଖଟିବାକୁ ଅନ୍ୟ ରାଜ୍ୟକୁ ଯାଉଛନ୍ତି। ସେଠାରେ କାମ କରୁଥିବା ସମୟରେ ଅନେକ ଶ୍ରମିକଙ୍କ ବିଭିନ୍ନ…

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର କରିଛନ୍ତି। ହେଲେ ବାଲିସୈରାତଗୁଡିକୁ ତଦାରଖ କରିବା ପାଇଁ ଖଣି ବିଭାଗ କର୍ମଚାରୀମାନଙ୍କ ସେତେଟା ତତ୍ପରତା…

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ ମୁଦୁଲିଙ୍କୁ ପୁଣିଥରେ ବିଧାୟକ ପ୍ରାର୍ଥୀ କରିଥିବା ବେଳେ ଚିରଞ୍ଜୀବ ନିରାଶ ହୋଇଛନ୍ତି। ତଥାପି କ୍ଷମତା…

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ କର୍ମୀଙ୍କ ସହାୟତାରେ ଘରକୁ ଫେରିବା ପାଇଁ ଟିକେଟ ବ୍ୟବସ୍ଥା ହେଉଛି। କରୋନା ସଂକ୍ରମଣ ସମୟରେ…

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ କରି ଜମି ଅକ୍ତିଆର କରୁଛନ୍ତି। ଉକ୍ତ ଜମିରେ ଯଦି ବହୁ ମୂଲ୍ୟବାନ ଲଘୁ ଖଣିଜ…

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ ବାହାର ସବୁଠି ତାତି ଥିବାବେଳେ ଜାରକା ବସ ଷ୍ଟାଣ୍ଡକୁ ଆସୁଥିବା ଲୋକେ ଛଟପଟ ହେଉଛନ୍ତି।…

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ ୩ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ଏଠାରେ ବିଧାୟକ ପ୍ରାର୍ଥୀ ଘୋଷଣା…

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ ପ୍ରକାଶ ବେହେରା। ବାରବାଟୀ-କଟକ ବିଜେଡିର ବୈଠକ ସମୟରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ପ୍ରକାଶ କହିଛନ୍ତି,…

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି ଜଣେ ବ୍ୟକ୍ତି। ଖବର ନେବାରୁ ଜଣାପଡ଼ିଛି ଉକ୍ତ ବ୍ୟକ୍ତି ଜଣଙ୍କ ତାଙ୍କ ଭାଇବୋହୂ ଏବଂ…

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି ହାଇକୋର୍ଟର ଜଣିକିଆ ବିଚାରପତି ବିରଜା ପ୍ରସନ୍ନ ଶତପଥୀଙ୍କ ବେଞ୍ଚ ଗତ ମାର୍ଚ୍ଚ ୧୨ରେ ଓଡ଼ିଶା…

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି ବଲାଙ୍ଗୀର ବିଧାନସଭା ନିର୍ବାଚନମଣ୍ଡଳୀରେ ଦୁଇ ପାରମ୍ପରିକ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ବଲାଙ୍ଗୀର ରାଜ ପରିବାର ଏବଂ…

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ ହେବାକୁ ଥିବା ଦଶାହ ଏବଂ ଏକାଦଶ କର୍ମରେ ସୁଶୀଲ ଓ ସୁଶାନ୍ତ ଧଳସାମନ୍ତ ଭ୍ରାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?