ଆମ ଜିଲା ଖବର

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି ଜଣେ ବ୍ୟକ୍ତି। ଖବର ନେବାରୁ ଜଣାପଡ଼ିଛି ଉକ୍ତ ବ୍ୟକ୍ତି ଜଣଙ୍କ ତାଙ୍କ ଭାଇବୋହୂ ଏବଂ…

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି ହାଇକୋର୍ଟର ଜଣିକିଆ ବିଚାରପତି ବିରଜା ପ୍ରସନ୍ନ ଶତପଥୀଙ୍କ ବେଞ୍ଚ ଗତ ମାର୍ଚ୍ଚ ୧୨ରେ ଓଡ଼ିଶା…

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି ବଲାଙ୍ଗୀର ବିଧାନସଭା ନିର୍ବାଚନମଣ୍ଡଳୀରେ ଦୁଇ ପାରମ୍ପରିକ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ବଲାଙ୍ଗୀର ରାଜ ପରିବାର ଏବଂ…

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ ହେବାକୁ ଥିବା ଦଶାହ ଏବଂ ଏକାଦଶ କର୍ମରେ ସୁଶୀଲ ଓ ସୁଶାନ୍ତ ଧଳସାମନ୍ତ ଭ୍ରାତା…

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ ଜନଜାତି ଜୁଆଙ୍ଗମାନେ ଏବେ ମଧ୍ୟ ପାଣି ପାଇଁ ସଂଘର୍ଷ କରିବାକୁ ପଡୁଛି। ପ୍ରଶାସନ ତଥା…

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। କଟକ ଏସିଜେଏମ୍‌ ତଥା ଆସିଷ୍ଟାଣ୍ଟ ସେସନ୍ସ ଜଜ୍‌ ସୁନିତା ପଟ୍ଟନାୟକ ମାମଲାର…

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି ନିଆଁକୁ ଆୟତ୍ତ କରିବାରେ ଲାଗିଛନ୍ତି। ଏଥି ପାଇଁ ବନବିଭାଗ, ଦମକଳ ବାହିନୀ ଓ…

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି ଘଟଣା ଘଟିଛି। ଶିକ୍ଷକ ଗଜେନ୍ଦ୍ର ପ୍ରସାଦ ବେହେରାଙ୍କ ଘରୁ ଚୋରି ହୋଇଛି। ସେ ତାଙ୍କ…

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା ସାଙ୍ଗକୁ ଦଳୀୟ ଉତ୍ତରୀୟ ଦେଇ ଭବ୍ୟ ସ୍ବାଗତ କରିଥିଲେ। ଅନ୍ୟପକ୍ଷେ ଟିକେଟ କଟିବା ପରେ…

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସର ନୀତି ଆଦର୍ଶକୁ ବିଚାର କରି ତଥା…

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା। ଶରତ ବରାଳଙ୍କ ଝିଅ ସ୍ମୃତି ରେଖା (୧୨) ଏବଂ…

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ ଅସନ ଥିବା ବେଳେ ୪୦ ଫୁଟିଆ ଧଉରା କାଠ ରହିଛି। ନୟାଗଡ଼ ମହୀପୁର ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?