ଆମ ଜିଲା ଖବର

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର ପୁଷ୍କରିଣୀରେ ନନ୍ଦା, ଭଦ୍ରା ଓ ବେଜୟନ୍ତୀରେ ଚାପ ଖେଳିବେ ମହରପ୍ରଭୁଙ୍କ ଚଳନ୍ତି ପ୍ରତିମା। ଏଥିପାଇଁ…

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସ୍ଥାନୀୟ ଆର ଟି ଓ କାର୍ଯ୍ୟାଳୟ ସମ୍ମୁଖରୁ ଏକ ବିଶାଳ…

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର ନାମାଙ୍କନ ପତ୍ର ପ୍ରଦାନ କରିଛନ୍ତି। ଏହି ସମୟରେ ପଡାଲଙ୍କ ସହ ପ୍ରିତମ ପାଢ଼ୀ, ଗୁପ୍ତ…

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ ସମୀର ଦାଶ ନିଜ ସମର୍ଥକଙ୍କୁ ଧରି ଟିକେଟ ଉପରେ ପୁନଃବିଚାର କରିବାକୁ ମୁଖ୍ୟମନ୍ତ୍ରୀ ନବୀନ…

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି ଘର ଭିତରୁ ଧାନ, ଚାଉଳ, ଡାଲି ଖାଇ ନଷ୍ଟ କରିଦେଇଛି। ହାତୀ ଉପଦ୍ରବ ଓ…

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା ଟିକେଟ ପାଇବା ପରେ ବେଳେ ନିର୍ବଚନମଣ୍ଡଳୀରେ ବୁଲି ବୁଲି ସଂଗଠନ ବୃଦ୍ଧି କରିବା ସହ…

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ ଚୈତ୍ରମାସର ଶେଷ ଦର୍ଶନ ଲାଗି ପ୍ରବଳ ଜନ ସମାଗମ ହୋଇଛି। ଏହି ଶେଷ ପାଳିରେ…

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ୧୦୨ଚାଳକ ଗୁରୁତର ଆହତ ହୋଇଥିବା ଜଣାଯାଇଛି। ମୃତ ଫାର୍ମାସିଷ୍ଟଙ୍କ ନାଁ ସତ୍ୟବ୍ରତ ବେହେରା(୨୮)…

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି ହାତୀ ସୋମବାର ବିଳମ୍ବିତ ରାତିରେ ନାଇକୁଡି ଗ୍ରାମରେ ପାଚିଲା ଧାନକ୍ଷେତରେ ପଶି ଫସଲ ନଷ୍ଟ…

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି। ହିଞ୍ଜିଳିକାଟୁ ସହରରେ ଗତ ଶନିବାର ରାତିରେ ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସଂଘର୍ଷରେ ଉଭୟ…

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି।…

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା ସୀମାରାଣୀ ନାଏକ ନିରାଶ ହୋଇ ଦଳରୁ ଇସ୍ତଫା ଦେଇଛନ୍ତି। ଉକ୍ତ ଇସ୍ତଫାପତ୍ରରେ ସେ ବ୍ୟକ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?