ଆମ ଜିଲା ଖବର

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର ବିଭାଗୀୟ ସରକାରୀ ଅଧିକାରୀମାନେ ଅଭିଯୋଗକୁ ଭ୍ରୂକ୍ଷେପ ନ କରି ଦୁର୍ନୀତି କରିଚାଲୁଛନ୍ତି। ଫଳରେ ସରକାରୀ…

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ କରି ଭାରିଯାନ ଯାତାୟାତ କରିପାରିବା ଭଳି ନିର୍ମାଣ ଉଦ୍ଦେଶ୍ୟରେ ୨୦୨୨ରେ ଭଙ୍ଗାଯାଇଥିଲା। ଏହାପରେ ଗ୍ରାମ୍ୟ…

ପାରାଦୀପରେ ଜଳାଭାବ: ଫାଇଦା ଉଠାଉଛନ୍ତି ଚୋରା ବ୍ୟବସାୟୀ

ପାରାଦୀପ,୨୧।୪(ଶରତ ରାଉତ):ପାରାଦୀପ ବନ୍ଦର ସହରରେ ଏବେ ପାନୀୟ ଜଳ ସଙ୍କଟ ଲାଗି ରହିଛି। ତାଳଦଣ୍ଡା କେନାଲରେ ପାଣି ଯୋଗାଣ ବନ୍ଦ ଯୋଗୁ ଏପରି ହୋଇଛି। ଏହାର ଫାଇଦା ଉଠାଉଛନ୍ତି ପାଣି ବ୍ୟବସାୟୀ। ପ୍ରାୟ ୧୨ଟି ଜାଗାରେ ଭୂତଳ ଜଳକୁ ଉତ୍ତୋଳନ କରି…

ରଘୁନନ୍ଦନଙ୍କୁ ଭେଟି ଆଶୀର୍ବାଦ ନେଲେ ସାରଦା

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଜିଲାର ବାଲିକୁଦା-ଏରସମା ବିଧାନସଭା ଆସନ ନିମନ୍ତେ ଯୁବନେତା ସାରଦା ପ୍ରସନ୍ନ ଜେନାଙ୍କ ଉପରେ ବିଜେଡି ଆସ୍ଥା ପ୍ରକଟ କରି ପ୍ରାର୍ଥୀ ଘୋଷଣା କରିଛି। ଫଳରେ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ ନିରାଶ…

ବିଶ୍ୱରଞ୍ଜନଙ୍କୁ ଟିକେଟ, ପଦ୍ମ ଧରିପାରନ୍ତି ସୁନନ୍ଦା

ଯାଜପୁର/ବରୀ(ହର୍ଷବର୍ଦ୍ଧନ ବେହେରା/ମହେନ୍ଦ୍ର ସ୍ବାଇଁ),୨୩ା୪:ଯାଜପୁର ଜିଲାର ବରୀ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି। ବିଧାୟିକା ସୁନନ୍ଦା ଦାସଙ୍କୁ ବିଜେଡି ବାଦ୍‌ ଦେଇ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ପ୍ରାର୍ଥୀ କରିଛି। ଏନେଇ ସୁନନ୍ଦା ଗଭୀର ଅସନ୍ତୋଷ…

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଚାଲୁ ରଖିଥିବା ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ ଟିକେଟ…

୭.୪ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

କଟକ,୨୨ା୪ (କାର୍ତ୍ତିକ ସାହୁ) ଜିଲା ଅବକାରୀ ବିଭାଗ କ୍ୟାଣ୍ଟନମେଣ୍ଟ ଥାନା ଅନ୍ତର୍ଗତ ସତ୍ୟବ୍ରତ ଷ୍ଟାଡିୟମ ନିକଟରୁ ଜଣେ ବ୍ରାଉନସୁଗାର ମାଫିଆକୁ ସୋମବାର ଗିରଫ କରିଛି। ଅଭିଯୁକ୍ତ ନିକଟରୁ ୭.୪ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ ହୋଇଛି। ଗିରଫ ଅଭିଯୁକ୍ତ ଜଣକ…

ଆଇଇଡି ବିସ୍ଫୋରଣରେ ଜଣେ ମୃତ

ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ଗଙ୍ଗାଲୁର ଥାନା ଅଞ୍ଚଳରେ ସୁରକ୍ଷା କର୍ମୀଙ୍କୁ ଲକ୍ଷ୍ୟକରି ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବ ଆଇଇଡି ବୋମା ବିସ୍ଫୋରଣରେ ଜଣେ ଗ୍ରାମବାସୀଙ୍କର ସୋମବାର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ବିଜାପୁର…

ଆତ୍ମସମର୍ପଣ କଲେ ୯ ମାଓବାଦୀ

ମାଲକାନଗିରି,୨୨ା୪(ଦୁର୍ଯ୍ୟୋଧନ ପାତ୍ର): ଆନ୍ଧ୍ରପ୍ରଦେଶ ଆଲୁରି ସୀତାରାମାରାଜୁ ଜିଲା ଛତିଶଗଡ଼ର ୬ ଓ ସୁକ୍‌ମା ପୋଲିସ ନିକଟରେ ୩ ମାଓବାଦୀ ସୋମବାର ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କୁ ଧରିବା ଲାଗି ସରକାରଙ୍କ ପକ୍ଷରୁ ପୁରସ୍କାର ଘୋଷଣା କରାଯାଇଥିଲା। ସେମାନେ ହେଲେ ଛତିଶଗଡ଼ ସୁକ୍‌ମା ଜିଲା…

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪ କୋଟି ଟଙ୍କାରୁ ଊଦ୍ଧର୍‌ବ ମୂଲ୍ୟର ବେଆଇନ ଗଞ୍ଜେଇ ଜବତ କରିଛି ବାଲିଗୁଡ଼ା ପୋଲିସ। ଘଟଣାସ୍ଥଳରୁ…

ବ୍ଲକ ଅଧ୍ୟକ୍ଷ ପଦବୀରୁ ଦୈତାରୀ ବେହେରାଙ୍କ ଇସ୍ତଫା

ଖଲ୍ଲିକୋଟ,୨୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି ବିଧାୟିକାଙ୍କ ସ୍ବାମୀ ଦୈତାରୀ ବେହେରା। ବ୍ୟକ୍ତିଗତ କାରଣରୁ ସେ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଉଥିବା ନିଜ ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି। ସ୍ତ୍ରୀ ସୂର୍ଯ୍ୟମଣି ବୈଦ୍ୟଙ୍କୁ ବିଜେଡି…

ବିଦ୍ୟୁତ୍‌ ଆଘାତରେ ବାପାଙ୍କ ଜୀବନ ଗଲା, ପୁଅ ଗୁରୁତର

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମରେ ସୋମବାର ସକାଳେ ପରିବା ବାଡ଼ିରେ ଛିଡ଼ି ପଡ଼ିଥିବା ଏକ ଉଚ୍ଚ ଶକ୍ତି ସମ୍ପନ୍ନ ତାର ସଂସ୍ପର୍ଶରେ ଆସି ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?