ଆମ ଜିଲା ଖବର

ଅତାବିରାରେ ଶକ୍ତି ବଢାଉଛି ଭାଜପା, ମିଶ୍ରଣ ପର୍ବରେ ସାମିଲ ହେଲେ ଯୁବ, ମହିଳା କର୍ମୀ

ଭେଡେନ,୨୨।୪(ସୁଦନ ମହାକୁର): ବରଗଡ଼ ଜିଲା ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଭେଡେନ ବ୍ଲକର ଡାଙ୍ଗପାଲିଠାରେ ସୋମବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ପପଙ୍ଗା ମଣ୍ଡଳ ସଭାପତି ଧନେଶ୍ୱର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ବିଭିନ୍ନ ସଙ୍ଗଠନର…

ତ୍ରିବେଣୀ କମ୍ପାନୀରୁ ୧୨ ଲକ୍ଷ ଟଙ୍କା ହେର୍‌ଫେର୍‌, ଇସ୍ତଫା ଦେଇଥିବା କର୍ମଚାରୀ କେନ୍ଦ୍ରାପଡ଼ାରୁ ଗିରଫ

ବଡ଼ବିଲ,୨୨ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିସ୍ଥିତ ତ୍ରିବେଣୀ ଆର୍ଥ ମୁଭର୍ସ କମ୍ପାନୀରୁ ୧୨ଲକ୍ଷ ଟଙ୍କା ହେର୍‌ଫେର୍‌ କରିଥିବା ଅଭିଯୋଗରେ ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ାରୁ ଗିରଫ କରି ସୋମବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଜୟନ୍ତ…

ମୁଖ୍ୟମନ୍ତ୍ରୀଙ୍କ ରେକର୍ଡ ବିଜୟ ପାଇଁ ପୂଜାର୍ଚ୍ଚନା

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଓ ରେକର୍ଡ ସଂଖ୍ୟକ ବ୍ୟବଧାନରେ ହିଞ୍ଜିଳି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜୟୀ ପାଇଁ ବିଭିନ୍ନ ମନ୍ଦିରରେ ସୋମବାର ଯଜ୍ଞ ଓ ପୂଜାର୍ଚ୍ଚନା ଆୟୋଜନ ହୋଇଛି। ହିଞ୍ଜିଳି ନିର୍ବାଚନ ମଣ୍ଡଳୀର…

ବିଜେଡି ଛାଡ଼ିବା ପରେ ଏମିତି କହିଲେ ବିମ୍ବାଧର କୁଅଁର

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ସୋମବାର ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର ବିଜେଡି ଛାଡ଼ି ପୁଣି ଭାଜପାକୁ ଫେରିଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ମେଲ୍‌ ଯୋଗେ…

ନାବାଳିକାଙ୍କୁ ଗର୍ଭବତୀ କରି ଫେରାର ଥିଲେ ବିବାହିତ ଯୁବକ, ଭୁବନେଶ୍ୱରରୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ପ୍ରଥମେ ପ୍ରେମ ଓ ପରେ ଶାରୀରିକ ସମ୍ପର୍କ ସ୍ଥାପନ କରି ଗର୍ଭବତୀ କରି ଫେରାର ଥିବା ବିବାହିତ ଯୁବକଙ୍କୁ ବ୍ରାହ୍ମଣୀଗାଁ ପୋଲିସ ଭୁବନେଶ୍ୱରରୁ…

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି ଶେଷ

କଟକ,୨୨ା୪: କଟକ ଜିଲା ମାହାଙ୍ଗା ଡବଲ ମର୍ଡର ମାମଲାର ଶୁଣାଣି ସୋମବାର ଶେଷ ହୋଇଛି। ତେବେ ଆଜି ଏହି ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ। ତଳ କୋର୍ଟଙ୍କ ନିର୍ଦ୍ଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ପ୍ରତାପ ଜେନା। ପ୍ରତାପଙ୍କ ବିରୋଧରେ ମାମଲା…

ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ରଙ୍କ ନାମାଙ୍କନପତ୍ର ଦାଖଲ

କୋରାପୁଟ,୨୨ା୪(ଅମିତାଭ ବେହେରା): ଲକ୍ଷ୍ମୀପୁର ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ପବିତ୍ର ସାଉଁତା କୋରାପୁଟ ଅତିରିକ୍ତ ଜିଲାପାଳ ଲଗ୍ନଜିତ୍‌ ରାଉତଙ୍କଠାରେ ନାମାଙ୍କନପତ୍ର ଦାଖଲ କରୁଛନ୍ତି। ଏହି ଅବସରରେ କୋରାପୁଟ ଲୋକ ସଭା ଆସନର କଂଗ୍ରେସ ପ୍ରାର୍ଥୀ ସପ୍ତଗିରି ଉଲାକାଙ୍କ ସମେତ ବହୁ କଂଗ୍ରେସ…

ଦୀର୍ଘବର୍ଷ ପରେ ପୂଜା ପାଇବେ ପ୍ରଭୁ ରଘୁନାଥଜୀଉ, ମାଳିପୁଟ ଉତ୍ସବମୁଖର

ପଟାଙ୍ଗି,୨୨ା୪(ଶରତ ଧଳ): ଦୀର୍ଘବର୍ଷ ଧରି ଗ୍ରାମବାସୀଙ୍କ ଶ୍ରମଦାନ ଓ ଜଣେ ବ୍ୟକ୍ତିଙ୍କ ସ୍ବେଚ୍ଛାକୃତ ଅର୍ଥଦାନରେ ଗଢ଼ି ଉଠିଥିବା ମନ୍ଦିର ପ୍ରତିଷ୍ଠା କରି ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଥିବା ଦୃଶ୍ୟକୁ ନେଇ ବର୍ତ୍ତମାନ ସାରା ଅଞ୍ଚଳରେ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି।…

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ ସ୍ତ୍ରୀ ପ୍ରୀତିନନ୍ଦା କାନୁନ୍‌ଗୋଙ୍କୁ ପ୍ରାର୍ଥୀ କରିଛି। ତେବେ ଶ୍ରୀମତୀ କାନୁନ୍‌ଗୋଙ୍କ ପ୍ରତି ନିଜ ଦଳର…

‘ଚକ୍ରାନ୍ତ କରି ମୋ ଟିକେଟ୍ କାଟିଦେଲେ, ତାଙ୍କ କଥା ଜଗନ୍ନାଥ ବୁଝିବେ’: ସୁନନ୍ଦା ଦାସ

ଭୁବନେଶ୍ୱର, ୨୨।୪: ସୋମବାର ବିଜୁ ଜନତା ଦଳ ପକ୍ଷରୁ ସପ୍ତମ ପର୍ଯ୍ୟାୟ ଟିକେଟ୍ ଘୋଷଣା କରାଯାଇଛି। ଏଥିରେ ବରୀ ବିଧାୟକ ସୁନନ୍ଦା ଦାସଙ୍କ ସ୍ଥାନରେ ବିଶ୍ୱରଂଜନ ମଲ୍ଲିକଙ୍କୁ ଟିକେଟ୍ ମିଳିଛି। ଏହାପରେ ସୁନନ୍ଦା ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି। ଚକ୍ରାନ୍ତ କରି…

ଶିକାର ପାଇଁ ଅଭୟାରଣ୍ୟରେ ନିଆଁ

ହାଟଡିହୀ,୨୨l୪(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ଼ ହସ୍ତୀ ଅଭୟାରଣ୍ୟର ୯ଟି ପଏଣ୍ଟରେ ଲାଗିଛି ନିଆଁ। ନିଆଁ ଅତି ବ୍ୟାପକ ହୋଇନି। ଗଛରୁ ଝଡି ତଳେ ପଡ଼ିଥିବା ଶୁଖିଲା ପତ୍ରରେ କେହି ନିଆଁ ଲଗାଇ ଦେଇଛନ୍ତି। ଏହି ନିଆଁ ଲିଭାଇବା ପାଇଁ…

ପାରାଦୀପରେ ନିର୍ଣ୍ଣାୟକ ହୋଇପାରନ୍ତି କଂଗ୍ରେସ ଭୋଟର

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ପାରାଦୀପ ନିର୍ବାଚନମଣ୍ଡଳୀରେ ଭିନ୍ନ ରାଜନୈତିକ ସମୀକରଣ ସୃଷ୍ଟି ହୋଇଛି। କଂଗ୍ରେସ ନେତା ଅରିନ୍ଦମ ସର୍ଖେଲ (ବାପି) ବିଜେଡିରେ ମିଶିଛନ୍ତି। ତାଙ୍କ ସ୍ଥାନ ପୂରଣ ପାଇଁ କଂଗେସର ମଙ୍ଗ ଧରିଛନ୍ତି ନାଉଗାଁ ବ୍ଲକ ଅଞ୍ଚଳର ଯୁବନେତା ନିରଞ୍ଜନ ନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?