ଆମ ଜିଲା ଖବର

ଅନ୍ୟ ଜାତିରେ ବିବାହ କରିଥିଲେ ବାପା, ପୁଅର ମୃତଦେହ ଛୁଇଁଲେନି ସମାଜ ଲୋକେ

ଚନ୍ଦାହାଣ୍ଡି/ନବରଙ୍ଗପୁର,୨୯।୧୧(ଦିଲ୍ଲୀପ ଦାସ/ସଦଶିବ ପ୍ରହରାଜ): ଯେତେ ସଚେତନକଲେ ମଧ୍ୟ ଲୋକଙ୍କ ଭିତରେ ଏବେ ମଧ୍ୟ ଅନ୍ଧବିଶ୍ୱାସ, ଜାତିପ୍ରଥା ଭରି ରହିଛି। ଏହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ଅଞ୍ଚଳରେ। ଗୁରୁବାର ରାତିରେ ଜଣେ ଯୁବକଙ୍କ ମୃତ୍ୟୁ...

ଲକ୍ଷାଧିକ ଟଙ୍କା ଲୁଟିନେଲେ ସରକାରୀ କର୍ମଚାରୀ, ଅଞ୍ଚଳରେ ଚାଞ୍ଚଲ୍ୟ

ଗଜପତି,୨୮।୧୧(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗାରାବନ୍ଧ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମ ଛକ ନିକଟରେ ଚଳିତ ମାସ ନଭେମ୍ବର ୩ ତାରିଖ ରାତ୍ର ୧୦. ୩୦ ସମୟରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ଲକ୍ଷାଧିକ ଟଙ୍କା...

ଭଞ୍ଜନଗର ଥାନାରେ ସିବିଆଇ ଟିମ୍‌: ପୋଲିସ ଏସଆଇ ପରୀକ୍ଷା ଦୁର୍ନୀତିର …

ଭଞ୍ଜନଗର,୨୮।୧୧(ବାବୁଲା ପ୍ରଧାନ): ଓଡ଼ିଶା ପୋଲିସ ଏସ୍‌ଆଇ ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏ ନେଇ ପ୍ରଥମେ ପୋଲିସ ଘଟଣାର ତଦନ୍ତ କରିଥିଲା। ପରେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରୁଥିଲା। କିନ୍ତୁ ଘଟଣାର ଅଧିକ ତଦନ୍ତ ପାଇଁ ରାଜ୍ୟ ସରକାର...

ଏଏନ୍‌ଏମ୍‌ଙ୍କୁ ଆକ୍ରମଣ ଘଟଣା: ଜାମିନ ନାମାଞ୍ଜୁର ହେବାରୁ ଜେଲ ଗଲେ…

ଦାରିଙ୍ଗବାଡି, ୨୮ା୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସୋନପୁର ଉପସ୍ବାସ୍ଥ୍ୟକେନ୍ଦ୍ରର ଏଏନ୍‌ଏମ୍‌ ବୁଲିଦେଈ ସାହୁଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଅଟକ ଯୁବକଙ୍କୁ ଦାରିଙ୍ଗବାଡି ପୋଲିସ ଶୁକ୍ରବାର ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ ସୋନପୁରର ଗୋବିନ୍ଦ ବେହେରା...

କାର୍ଯ୍ୟରେ ଯୋଗଦେଲେ କୋରାପୁଟ ନୂତନ ଏସଡିପିଆରଓ

କୋରାପୁଟ,୨୮।୧୧(ଅମିତାଭ ବେହେରା): କୋରାପୁଟର ନୂତନ ଏସ୍‌ଡିପିଆରଓ ଭାବେ ରାଧାରାଣୀ ସରକାର ଶୁକ୍ରବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟସ୍ଥିତ ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ଆସି ସୁଶ୍ରୀ ସରକାର ନିଜ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଦୀର୍ଘ ବର୍ଷ...

ଧାନଦରକୁ ନେଇ ଦ୍ବନ୍ଦ୍ବରେ ଚାଷୀ: ରାତାରାତି ଫଳକରୁ ହଟିଗଲା ବର୍ଦ୍ଧିତ ୬୯ ଟଙ୍କା

ବରଗଡ଼,୨୮।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଶୁକ୍ରବାରରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ଜିଲାରେ ରହିଥିବା ମଣ୍ଡି ଗୁଡିକ ଖୋଲାଯାଇଛି। ଚାଷୀମାନେ ଧାନ ଧରି ମଣ୍ଡିକୁ ମଧ୍ୟ ପହଞ୍ଚିଛନ୍ତି। ତେବେ ଚାଷୀଙ୍କ ଧାନ କିଣାଯିବା ତ...

ପାଟପୁରରେ ଏମ୍‌ପି ଖେଳ ମହୋତ୍ସବ

ଦିଗପହଣ୍ଡି,୨୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ସ୍ତରୀୟ ଏମ୍‌ପି ଖେଳ ମହୋତ୍ସବ ଶୁକ୍ରବାର ପାଟପୁର କଲେଜ ମିନି ଷ୍ଟାଡିୟମ ଓ ଗୌତମୀ ହାଇସ୍କୁଲ ଖେଳ ପଡ଼ିଆ ପରିସରରେ ଆରମ୍ଭ ହୋଇଛି। ପାଟପୁର ମିନି ଷ୍ଟାଡିୟମ ଠାରେ ବିଡିଓ...

ଭଞ୍ଜ ଟ୍ରଫି ୨୦୨୫: ହାଇଦ୍ରାବାଦକୁ ହରାଇ ଫୁଲବାଣୀ ସେମିରେ

ଭଞ୍ଜନଗର,୨୮।୧୧(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ସର୍ବ ଭାରତୀୟ ଭଞ୍ଜ ଟ୍ରଫି ୨୦୨୫ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚାଲିଛି। ଶୁକ୍ରବାର ଗ୍ରୁପ ବିର ଦ୍ୱିତୀୟ କ୍ୱାଟର ଫାଇନାଲ ମ୍ୟାଚ ଫୁଲବାଣୀ ଜେଡି କ୍ଲବକୁ ହାଇଦ୍ରାବାଦ ତେଲେଙ୍ଗାନା ପୋଲିସ...

ଅଗ୍ନି ବିପତ୍ତି ସମ୍ପର୍କିତ ଶିକ୍ଷା ବିଭିନ୍ନ ପ୍ରକାର ନିଆଁକୁ କିପରି ରୋକିବେ…

ଦାରିଙ୍ଗବାଡି,୨୮।୧୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟ ପରିସରରେ ରହିଥିବା ସଭାଗୃହ ମଧ୍ୟରେ ଶୁକ୍ରବାର ଅପରାହ୍ନରେ ବିଭିନ୍ନ ପ୍ରକାର ନିଆଁକୁ ଆୟତ୍ତ ଓ ନିରାପତ୍ତା ତାଲିମ ପ୍ରଦାନ କରାଯାଇଥିଲା ଏଥିରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗର ଅଧିକାରୀ...

ଗରିବୀ ପାଇଁ ନବଜାତ ଶିଶୁକୁ ସମ୍ପର୍କୀୟଙ୍କୁ ଟେକି ଦେଇଥିଲେ ମା’ବାପା, ଖବରପାଇ ଅଚାନକ ପହଞ୍ଚିଲା…

ବଲାଙ୍ଗୀର, ୨୮।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କନ୍ଦାଜୁରି ଗାଁରୁ ବେଆଇନ ଭାବେ ହସ୍ତାନ୍ତରିତ ଦୁଇ ନବଜାତ ଶିଶୁକୁ ଜିଲା ଶିଶୁ ସୁରକ୍ଷା ୟୁନିଟର ଉଦ୍ଧାରକାରୀ ଦଳ ବେଲପଡା ବ୍ଳକର ଏକ ଗାଁ ଓ ସୁବର୍ଣ୍ଣପୁର ଜିଲା ତରଭା ଥାନା...

ଏଏନଏମ୍‌ଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତ ଯୁବକ ଗିରଫ, ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କଲେ…

ଦାରିଙ୍ଗବାଡି, ୨୮।୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସୋନପୁର ଉପସ୍ବାସ୍ଥ୍ୟକେନ୍ଦ୍ରର ଏଏନଏମ ବୁଲିଦେଇ ସାହୁଙ୍କୁ ମରଣାନ୍ତକ ଆକ୍ରମଣରେ ଅଟକ ରହିଥିବା ଯୁବକଙ୍କୁ ଦାରିଙ୍ଗବାଡି ପୋଲିସ ଗିରଫ କରିଛି। ଗିରଫ ଯୁବକ ସୋନପୁରର ଗୋବିନ୍ଦ ବେହେରା (୨୬)ବୋଲି ତଦନ୍ତକାରୀ...

ବିଦେଶୀ ପକ୍ଷୀ ସ୍ୟାଣ୍ଡ ପ୍ଲୋଭର ଗୋଡ଼ରେ ଅଜଣା ଟ୍ୟାଗ

ଛତ୍ରପୁର, ୨୮ା୧୧(ଦିଲ୍ଲୀପ ସାମଲ): ରୁଷିକୂଲ୍ୟା ମୁହାଣରେ ଉଡି ବୁଲୁଥିବା ବେଳେ ଏକ ବିଦେଶୀ ପକ୍ଷୀ ଗୋଡରେ ଟ୍ୟାଗ୍‌ ବନ୍ଧା ଯାଇଥିବା ଜଣାପଡିଛି। ସ୍ଥାନୀୟ ପରିବେଶବିତ ରବିନ୍ଦ୍ରନାଥ ସାହୁ ତାଙ୍କ କ୍ୟାମେରାରେ ଏହାକୁ ଉତ୍ତୋଳନ କରିଛନ୍ତି। ଏହି ପକ୍ଷୀଟି ସ୍ୟାଣ୍ଡ ପ୍ଲୋଭର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri