ଆମ ଜିଲା ଖବର

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର ମଲ୍ଲିକଙ୍କୁ ଏଠାରୁ ପ୍ରାର୍ଥୀ କରାଯାଇଥିବା ବେଳେ କଂଗ୍ରେସ ପୂର୍ବତନ ପିସିସି ସଭାପତି ନିରଞ୍ଜନ...

ତ୍ରିମୁଖୀ ଟକ୍କର ସମ୍ଭାବନା

ଗୋଲାମୁଣ୍ଡା,୧୭।୪(ବଟକୃଷ୍ଣ ପଣ୍ଡା):କଳାହାଣ୍ଡି ଜିଲା ଜୁନାଗଡ଼ ବିଧାନସଭା କ୍ଷେତ୍ରରେ ରାଜନୈତିକ ଉଷ୍ମତା ଦିନକୁ ଦିନ ବୃଦ୍ଧି ପାଉଛି। ଏହି ବିଧାନସଭା କ୍ଷେତ୍ର ପାଇଁ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ନିଜର ପ୍ରାର୍ଥୀ ଘୋଷଣା କରି ସାରିଛନ୍ତି। ଭାଜପାରୁ...

ବିଜେଡି ପ୍ରାର୍ଥୀ ଚୟନକୁ ନେଇ ଛିଡୁନି ଅଙ୍କ

ବାଙ୍ଗିରିପୋଷି,୧୭ା୪(ସଞ୍ଜୟ କୁମାର ଅଗ୍ରୱାଲା):ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। କଂଗ୍ରେସର ବିଭିନ୍ନ ପଦ ପଦବୀରେ ରହି ୩୦ ବର୍ଷ ଧରି ନିଷ୍ଠାପର କାର୍ଯ୍ୟ କରିଥିବା ତଥା କଂଗ୍ରେସ ବ୍ଲକ ସଭାପତି ଭାବରେ...

ଦୁର୍ଘଟଣାରେ ଆମ୍ବୁଲାନ୍ସ ଚୁର୍‌ମାର୍‌

କେନ୍ଦୁଝର,୧୭।୪(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ବନାଯୋଡି ଟୋଲ ପ୍ଲାଜା ନିକଟରେ ବୁଧବାର ସକାଳ ୫ଟାରେ ଏକ ଛିଡା ହୋଇଥିବା ଟ୍ରକ ପଛରେ ଏକ ଓମିନି ଆମ୍ବୁଲାନ୍ସ ନିୟନ୍ତ୍ରଣ ହରାଇ ପିଟି ହୋଇଛି। ଫଳରେ...

ମାଓବାଦୀ କ୍ୟାମ୍ପ ଧ୍ୱଂସ: ଖସିଗଲେ ଟପ ମାଓନେତା

ବଣାଇଁ, ୧୭।୪(ପ୍ରଦୀପ ତ୍ରିପାଠୀ): ନିର୍ବାଚନ ପୁର୍ବରୁ ସୀମାନ୍ତରେ ମାଓବାଦୀ କ୍ୟାମ୍ପ ଠାବ ହୋଇଥିବା ଜଣାପଡିଛି। ଓଡିଶା-ଝାଡଖଣ୍ଡ ସୀମାନ୍ତ ଗୋଏଲକେରା ଥାନା ଟେଣ୍ଟୋ ଜଙ୍ଗଲରେ କମ୍ବିଂ ଅପରେଶନ ସମୟରେ ଠାବ ହୋଇଛି ଏହି ମାଓବାଦୀ କ୍ୟାମ୍ପ। ମାଓବାଦୀ କ୍ୟାମ୍ପ ଧ୍ୱଂସ କରିବା...

ଛକାପଞ୍ଝାରେ କେନ୍ଦ୍ରାପଡ଼ା ବିଧାନସଭା ପ୍ରାର୍ଥୀତ୍ୱ

କେନ୍ଦ୍ରାପଡ଼ା, ୧୭ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ୫ ବିଧାନସଭା କ୍ଷେତ୍ର। ଏଥିରୁ ୪ଟିରେ ଚଳିତ ସାଧାରଣ ନିର୍ବାଚନ ପାଇଁ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ମାତ୍ର କେନ୍ଦ୍ରାପଡ଼ା ବିଧାନସଭା କ୍ଷେତ୍ର ପାଇଁ ଅଦ୍ୟାବଧି...

ନେତାଙ୍କୁ ଅଡୁଆ ଅଧାପନ୍ତରିଆ କାମ

ଯାଜପୁର,୧୭ା୪(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାର ଜାରକା ଗ୍ରାମ୍ୟ ନିର୍ମାଣ ଡିଭିଜନ-୨ ଅଧୀନ ଗ୍ରାମାଞ୍ଚଳର ଗମନାଗମନ ବ୍ୟବସ୍ଥାକୁ ସୁଦୃଢ କରିବା ଲକ୍ଷ୍ୟ ରଖି ବିଜୁ ସେତୁ ଯୋଜନା ଏବଂ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟ ହାତକୁ ନିଆଯାଇଛି। ହେଲେ କେତେକ ସ୍ଥାନରେ...

ଟିକେଟ ମିଳିଲାନି, ହାତ ଧରିପାରନ୍ତି ଅଲେଖ

ପଟ୍ଟାମୁଣ୍ଡାଇ, ୧୭ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀରେ ଚଳିତ ନିର୍ବାଚନକୁ ନେଇ ରାଜନୈତିକ ପାଣିପାଗ ସରଗରମ ରହିଛି। ବିଜେଡି ବର୍ତ୍ତମାନ ବିଧାୟକ ଧ୍ରୁବ ସାହୁଙ୍କୁ ପୁଣି ଥରେ ଭରସା କରି ଟିକେଟ ଦେଇଛି। ସେପଟେ ଧ୍ରୁବଙ୍କୁ ଟକ୍କର ଦେବା...

ଧୂଳି ଲେପରେ ଫାଷ୍ଟଫୁଡ୍‌ ଷ୍ଟଲ, ବାସି ଖାଦ୍ୟ

ମହାକାଳପଡ଼ା,୧୭ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ପଣା ସଂକ୍ରାନ୍ତିଠାରୁ ଝାମୁଯାତ୍ରା ଚାଲିଛି। ଏହି ଅବସରରେ ମେଳାରେ ବହୁସଂଖ୍ୟାରେ ଦୋକାନ ବଜାର ପଡିଥିବା ବେଳେ ବ୍ୟବସାୟୀମାନେ ପସରା ମେଲାଇଛନ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହରେ...

ସତ୍ୟସାରଥିଙ୍କ ପ୍ରାର୍ଥିତ୍ୱକୁ ନେଇ ଅଡୁଆ ବଢୁଛି

ଜଗତ୍‌ସିଂହପୁର, ୧୭ା୪ (ପ୍ରମୋଦ କୁମାର ନାୟକ):ବାଲିକୁଦା-ଏରସମା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ସତ୍ୟସାରଥି ମହାନ୍ତି ଭାଜପା ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ଏହି ଘୋଷଣା ପରେ ଦଳ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। କାରଣ ଖୁବ୍‌କମ୍‌ଦିନ ମଧ୍ୟରେ ସତ୍ୟସାରଥି ନିର୍ବାଚନ ମଣ୍ଡଳୀରେ...

ଲଢ଼େଇ ଅଭିଜ୍ଞ ବନାମ ନୂଆ ମୁହଁ

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଜିଲା ସୋନପୁର ବିଧାନସଭା ଆସନ ପାଇଁ ସର୍ବପ୍ରଥମେ ନବନିର୍ମାଣ କୃଷକ ସଂଗଠନ ସୋନାଲି ବିଶିଙ୍କ ନାମ ଘୋଷଣା କରିଥିଲା। କିଛିଦିନ ପରେ ବିଜେଡି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ନାମ ଘୋଷଣା କଲା।...

ଏହିସବୁ ହିଟ୍‌ ଟ୍ରାକ୍‌ରେ ଚାଲିଛି ନିର୍ବାଚନୀ ଗୀତ ରେକର୍ଡିଂ

କଟକ,୧୭ା୪ (କାର୍ତ୍ତିକ ସାହୁ):ଜିନ୍ଦାବାଦ୍‌, ଜିନ୍ଦାବାଦ୍‌…, ଆମର ଭାଇ, ତମର ଭାଇ…, ଭୋଟ ଦବ କୋଉଠି… ଆଦି ଚିର ପରିଚିତ ସ୍ଲୋଗାନ। ଡାକବାଜି ଯନ୍ତ୍ରରେ ମନମତାଣିଆ ଗୀତର ତାଳରେ ଜିନ୍ଦାବାଦ୍‌ ଧ୍ୱନି ବାଜି ଉଠିଲେ ଲୋକେ କାନ ପାରି ଶୁଣନ୍ତି। ପଚାରିବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri