ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା
କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ ଇଜାରାର ଅବଧି ବୃଦ୍ଧି କରିବା ସହ ଭବିଷ୍ୟତରେ ସ୍ପଟ ନିଲାମରେ ସୁବିଧା ଯୋଗାଇଦେବା…
ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…
ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ ତୀକ୍ଷ୍ଣ ଦୃଷ୍ଟି ଦେଇଛନ୍ତି। ଭଦ୍ରକ ଡିଏଫ୍ଓ ଅରୁଣ କୁମାର ବିଶ୍ୱାଳଙ୍କ ନିର୍ଦ୍ଦେଶକ୍ରମେ ସହକାରୀ…
ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍: ଆଉ ତା’ପରେ…
ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ ଛାତ୍ର ଜଣକ ହେଲେ, ବରଗଡ଼ ସୁବାଷ ନଗର ନିବାସୀ ରାଜବିନ ଝାଙ୍କ ପୁଅ…
ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ
ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍ସିସିଏଙ୍କୁ ଜାତିଆଣି ଆକ୍ଷେପ କରି ମାନସିକ ନିର୍ଯାତନା ଦେବା ସହ ଫେବର୍ ମାଗୁଥିବା ଅଭିଯୋଗ…
ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…
ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼ ଗ୍ରାମର ବିଭୂତି ପରେଇଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଲୋକଙ୍କ ସହଯୋଗରେ ଗୁରୁତର ଅବସ୍ଥାରେ…
୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ
ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା ମହା ଆଡମ୍ବରରେ ପାଳନ ହେଉଥିବା ବେଳେ ଗଞ୍ଜାମ ସହରରେ ମଧ୍ୟ ଏହା ଧୂମଧାମରେ…
ଜୁଆ ଆଡ୍ଡା ଉପରେ ଚଢ଼ାଉ: ୨ ଗିରଫ, ଏକାଧିକ ଚମ୍ପଟ
ଦାରିଙ୍ଗବାଡି, ୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଆଡକି ଜଙ୍ଗଲରେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରିଛି। ଏଥିରେ ସମ୍ପୃକ୍ତି ୨ ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ଅନ୍ୟ…
କେସିଙ୍ଗା ଏନଏସିରୁ ବାଦ ପଡିଲେ ୧୪୩୨ ଭୋଟର: ସୂଚନା ଦେଲେ ଅଧିକାରୀ
କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାରେ ସ୍ବତନ୍ତ୍ର ସଘନ ସଂଶୋଧନ-୨୦୨୬ର ଭୋଟର୍ସଙ୍କ ତାଲିକା ଲିଷ୍ଟ ଇତି ମଧ୍ୟରେ ପ୍ରକାଶ ପାଇଛି। କେସିଙ୍ଗା ଏନଏସିର ସର୍ବମୋଟ ୧୪ହଜାର୮୬୮ ଜଣ ଭୋଟର ଥିବାବେଳେ ଏସଆଇଆର ପରେ ବର୍ତ୍ତମାନ ୧୩ ହଜାର ୪୩୬ ଜଣ ମତଦାତା ରହିଛନ୍ତି।…
ଯବାନଙ୍କ ସର୍ଚ୍ଚ ଅପରେଶନ ବିପୁଳ ପରିମାଣ ମାଓବାଦୀ ସାମଗ୍ରୀ ଜବତ
ନୂଆପଡ଼ା,୮।୭ (ମକାରୁ ବେମାଲ): ୨୦୨୬ ମାର୍ଚ୍ଚ ୩୧ରେ ସାରା ଦେଶକୁ ମାଓବାଦୀ ମୁକ୍ତ ଘୋଷଣା କରାଯାଇଥିଲା। ସେହି ଦିନଠାରୁ ମାଓବାଦୀ ଗତିବିଧି ଜଣାପଡି ନ ଥିଲା। ହେଲେ ନୂଆପଡ଼ା ଜିଲାର ସୀମାନ୍ତ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ଠାବହେବା ଘଟଣା ସାମ୍ନାକୁ ଆସିଛି।…
ନେହା ଡାଗା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ
ନୂଆପଡ଼ା,୮।୭ (ମକାରୁ ବେମାଲ) : ନୂଆପଡା ଜିଲା ଖରିଆର ରୋଡ ପାର୍ଶ୍ୱନାଥ (ଜୈନ) ଭବନଠାରେ ଭାରତୀୟ ଜନତା ମଜଦୁର ସେଲ୍ (ବିଜେଏମ୍ସି) ଓଡ଼ିଶା ରାଜ୍ୟ କମିଟି ପକ୍ଷରୁ ଏକ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମହିଳା ମୋର୍ଚ୍ଚା ରାଜ୍ୟ ସଭାପତି ଭାବରେ…
ଲୋକଙ୍କ ଘରେ ପଶିଲା ମଇଳା ପାଣି, ଡ୍ରେନେଜ ସମସ୍ୟା ନେଇ ଜିଲାପାଳଙ୍କୁ …
ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଞ୍ଚଳରେ ଡ୍ରେନେଜ ସମସ୍ୟା ସଙ୍ଗୀନ ହୋଇପଡ଼ିଛି। ଗତ କିଛିଦିନ ବର୍ଷା ଲାଗି ରହିବାରୁ ବିଭିନ୍ନ ୱାର୍ଡ଼ ଜଳମଗ୍ନ ହେବା ସହିତ ଲୋକଙ୍କ ଘରକୁ ମଧ୍ୟ ମଇଲା, ଆବର୍ଜନା ସହିତ ବର୍ଷାପାଣି ପଶିଥିଲା। ବାନ୍ଦୁଟିକ୍ରା, ଖଜୁରଟିକ୍ରା,…
ସରକାରୀ ଜମିରେ ବନବିଭାଗର ବୃକ୍ଷରୋପଣ ଉଦ୍ୟମ: ଗ୍ରାମବାସୀଙ୍କ ତୀବ୍ର ବିରୋଧ, ଗାଁ ମୁଣ୍ଡ ରାସ୍ତାରେ ଦେଲେ ଧାରଣା
ମହାକାଳପଡ଼ା,୮।୭( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କଣ୍ଡରା ପାଟିଆ ଗ୍ରାମ ଜୋରୀ ସଂଲଗ୍ନ ୧୭୦ ଏକର ସରକାରୀ ଜମିରେ ପିଢ଼ି ପିଢ଼ି ଧରି ୭୭ ପରିବାର…

