ଆମ ଜିଲା ଖବର

ଗାଁରେ ପିଇବା ପାଣି ଅଭାବ

କାଏମା,୨୨ା୪(ଶିବପ୍ରସାଦ ମହାନ୍ତି):ସରକାର ଲୋକଙ୍କ ସର୍ବନିମ୍ନ ମୌଳିକ ସମସ୍ୟାରେ ସୁଧାର ଆଣିବାକୁ ଅହରହ ପ୍ରଚେଷ୍ଠା କରିଆସୁଛନ୍ତି। ମାତ୍ର କେତେଜଣ ଅଧିକାରୀଙ୍କ ଅପାରଗତା କାରଣରୁ ଧର୍ମଶାଳା ବ୍ଲକରେ ପାନୀୟ ଜଳ ଯୋଗାଣ ପାଇଁ ନିର୍ମିତ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ଏଯାବତ୍‌ ଶେଷ ହୋଇ ପାରିନାହିଁ। ଫଳରେ…

ପବନରେ ଆସୁଛି କାରଖାନା ଧୂଆଁ

ମହାକାଳପଡ଼ା, ୨୨ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଜଳବାୟୁ ପରିବର୍ତ୍ତନରେ ଘଟୁଛି ପରିବର୍ତ୍ତନ। ପୂର୍ବ ଅପେକ୍ଷା ସୂର୍ଯ୍ୟଙ୍କ ଉତ୍ତାପ ବଢ଼ିଛି। ଫଳରେ ଦିନ ୧୦ଟା ସୁଦ୍ଧା ଉପକୂଳ ଅଞ୍ଚଳରେ ୩୫ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବା ଯୋଗୁ ଚିନ୍ତାରେ ଅଞ୍ଚଳବାସୀ। ମଧ୍ୟାହ୍ନ ସୁଦ୍ଧା ପାଖାପାଖି…

ଏପ୍ରିଲ ୩୦ରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ମାରାଥନ ରାଲି

ଭୁବନେଶ୍ୱର, ୨୨।୪: ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ସେହି ଦିନ ସେ ପ୍ରଥମେ ତାରା ତାରିଣୀ…

LLB ଷଷ୍ଠ ସେମିଷ୍ଟର ପେପର୍‌-୧ ପରୀକ୍ଷା ବାତିଲ

କଟକ,୨୨।୪: LLB ଷଷ୍ଠ ସେମିଷ୍ଟରର ପେପର୍‌-୧ ପରୀକ୍ଷା ବାତିଲ ହୋଇଯାଇଛି। ସିଲାବସ୍‌ ବାହାରୁ ପ୍ରଶ୍ନପତ୍ର ଆସିବା ଅଭିଯୋଗରେ ପରୀକ୍ଷା ବାତିଲ ହୋଇଥିବା ଜଣାପଡିଛି। ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ ଅଧୀନ ୨୮ କଲେଜ୍‌ ପରୀକ୍ଷା ବାତିଲ କରାଯାଇଥିବା ବିଶ୍ୱବିଦ୍ୟାଳୟ କର୍ତ୍ତପକ୍ଷଙ୍କ ପକ୍ଷରୁ ସୂଚନା…

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ ହେଉଛି। ବିଜେଡିରୁ ରମେଶ ଚନ୍ଦ୍ର ବେହେରା, କଂଗ୍ରେସରୁ ନକୁଳ ନାଏକ ଏବଂ ଭାଜପାରୁ ରାଘବ…

ପ୍ରଣବଙ୍କ ମନ୍ତବ୍ୟକୁ ଭାଜପାର କାଉଣ୍ଟର ଆଟାକ

କୁଚିଣ୍ଡା,୨୨ା୪(ବିରଞ୍ଚତ୍ ଦର୍କା):ଗତ ଶନିବାର ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କୁଚିଣ୍ଡା ଗସ୍ତରେ ଆସି ନବୀନ ପଟ୍ଟନାୟକ ସରକାର ସମୟରେ କୁଚିଣ୍ଡାର ବହମୁଖି ବିକାଶ ହୋଇଥିବା କହିଥିଲେ। ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ତଥା…

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର ବ୍ଲକ ଅଉଖମାଠାରେ ଶନିବାର ରାତିରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗଦେଇ କେତେଜଣ…

ଝୁଲି ରହିଛି ୨ ଅଭିନେତାଙ୍କ ଭାଗ୍ୟ

କଟକ,୨୨ା୪(ଶିଳ୍ପା ପ୍ରିୟଦର୍ଶିନୀ):ବିଜେଡି ଛାଡି ଭାଜପାରେ ଅଭିନେତା ଅରିନ୍ଦମ ରାଏ, ସିଦ୍ଧାନ୍ତ ମହାପାତ୍ର, ଆକାଶ ଦାସନାୟକ ଓ ଅନୁଭବ ମହାନ୍ତି ଯୋଗଦେଇଛନ୍ତି। ବିଜେଡି ଦଳ ଛାଡିବାରେ ସର୍ବପ୍ରଥମେ ରହିଛନ୍ତି ଅଭିନେତା ଅରିନ୍ଦମ। ଗତ ମାର୍ଚ୍ଚ ୧୫ରେ ଅରିନ୍ଦମ ବିଜେଡି ଛାଡି ଭାଜପାରେ ଯୋଗଦେଇଥିଲେ।…

ଭାରସାମ୍ୟ ହରାଇ ଗଛରେ ପିଟିହେଲା ବୋଲେରୋ: ଚାଲିଗଲା ଡ୍ରାଇଭରଙ୍କ ଜୀବନ

ବଣାଇଁ, ୨୨।୪ (ପ୍ରଦୀପ ତ୍ରିପାଠୀ): ବଣାଇଁ ଥାନା ଅନ୍ତର୍ଗତ ଜକୈକଳା ଗ୍ରାମ ମୁଣ୍ଡରେ ବିଳମ୍ବିତ ରାତିରେ ଏକ ବୋଲେରୋ ଭାରସାମ୍ୟ ହରାଇ ଗଛରେ ବାଡେଇ ହେବା ପରେ ଗାଡ଼ିଟି ଓଲଟି ପଡ଼ିବା କାରଣରୁ ଚାଳକର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମହୁଲଡିଆ…

ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ ବ୍ୟାପୀ ଚାଲିଛି। ରବିବାର ଶିମିଳିପାଳ ଉତ୍ତର ଓ ଦକ୍ଷିଣ ଡିଭିଜନର ୩୦ଟି ସ୍ଥାନରେ ଫାୟାର…

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ କରିଛନ୍ତି। ବିଜେଡି ଗତଥରର ବିଧାୟକ ରମେଶ ସାଏଙ୍କ ସ୍ଥାନରେ ପୂର୍ବତନ ପୂର୍ତ୍ତ ସଚିବ ନଳିନୀକାନ୍ତ…

ବଡଚଣା ରାଜନୀତି ସରଗରମ: ଅମରଙ୍କୁ ଭେଟିଲେ ବର୍ଷା

ଚଣ୍ଡିଖୋଲ,୨୨ା୪(ପ୍ରଦୀପ୍ତ କୁମାର ପୃଷ୍ଟି):ବଡ଼ଚଣା ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଭାବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାମ ଘୋଷଣା ପରେ ରାଜନୀତି ସରଗରମ ହୋଇଛି। ବର୍ଷା ରବିବାର ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କୁ ତାଙ୍କ ସରକାରୀ ବାସଭବନରେ ସାକ୍ଷାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?