ଭାରସାମ୍ୟ ହରାଇ ଗଛରେ ପିଟିହେଲା ବୋଲେରୋ: ଚାଲିଗଲା ଡ୍ରାଇଭରଙ୍କ ଜୀବନ
ବଣାଇଁ, ୨୨।୪ (ପ୍ରଦୀପ ତ୍ରିପାଠୀ): ବଣାଇଁ ଥାନା ଅନ୍ତର୍ଗତ ଜକୈକଳା ଗ୍ରାମ ମୁଣ୍ଡରେ ବିଳମ୍ବିତ ରାତିରେ ଏକ ବୋଲେରୋ ଭାରସାମ୍ୟ ହରାଇ ଗଛରେ ବାଡେଇ ହେବା ପରେ ଗାଡ଼ିଟି ଓଲଟି ପଡ଼ିବା କାରଣରୁ ଚାଳକର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମହୁଲଡିଆ…
ଅଣାୟତ୍ତ ଶିମିଳିପାଳ ନିଆଁ
ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍ ଓ ବଫର ଅଞ୍ଚଳରେ ନିଆଁ ବ୍ୟାପୀ ଚାଲିଛି। ରବିବାର ଶିମିଳିପାଳ ଉତ୍ତର ଓ ଦକ୍ଷିଣ ଡିଭିଜନର ୩୦ଟି ସ୍ଥାନରେ ଫାୟାର…
ସମ ରଣନୀତିରେ ବିଜେଡି-ଭାଜପା
ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ କରିଛନ୍ତି। ବିଜେଡି ଗତଥରର ବିଧାୟକ ରମେଶ ସାଏଙ୍କ ସ୍ଥାନରେ ପୂର୍ବତନ ପୂର୍ତ୍ତ ସଚିବ ନଳିନୀକାନ୍ତ…
ବଡଚଣା ରାଜନୀତି ସରଗରମ: ଅମରଙ୍କୁ ଭେଟିଲେ ବର୍ଷା
ଚଣ୍ଡିଖୋଲ,୨୨ା୪(ପ୍ରଦୀପ୍ତ କୁମାର ପୃଷ୍ଟି):ବଡ଼ଚଣା ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଭାବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାମ ଘୋଷଣା ପରେ ରାଜନୀତି ସରଗରମ ହୋଇଛି। ବର୍ଷା ରବିବାର ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କୁ ତାଙ୍କ ସରକାରୀ ବାସଭବନରେ ସାକ୍ଷାତ…
ମନ୍ଦିର ନ ଥାଇ ଅର୍ଥ ବ୍ୟୟବରାଦ
କାଳିଆପାଣି,୨୨ା୪(ଅସିତ ମହାନ୍ତ):ଯାଜପୁର ଜିଲା ସୁକିନ୍ଦା ବ୍ଲକ୍ କାର୍ଯ୍ୟାଳୟରେ ଦୁର୍ନୀତି ଚରମ ସୀମା ଟପିଥିବା ଅଭିଯୋଗ ହୋଇଛି। ବ୍ଲକ୍ ଅଧୀନ ନଗଡ଼ାରେ ମନ୍ଦିର ନ ଥାଇ ଅର୍ଥ ବ୍ୟୟବରାଦ ହୋଇଥିବା ଫଳକ ଲଗାଯାଇଛି। ଫଳରେ ଏଠାରେ ଦୁର୍ନୀତି ହୋଇଥିବା ସ୍ପଷ୍ଟ ବାରି ହୋଇପଡୁଛି।…
ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ
ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ ସଭାସ୍ଥଳରେ ଜଳ ଜଙ୍ଗଲ ଜମି ପାଇଁ ଲଢେଇ କରିଆସୁଥିବା ନିୟମଗିରି ଅଧିବାସୀଙ୍କୁ ମାଓବାଦୀ ସମର୍ଥକ…
ଶକ୍ତି ବଢାଉଛି ବିଜେଡି: ମିଶ୍ରଣ ପର୍ବରେ ସାମିଲ ହେଲେ ଅନେକ ଯୁବ, ମହିଳାକର୍ମୀ
ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌର ପରିଷଦ ଅନ୍ତର୍ଗତ ସ୍ଥାନୀୟ ଅନ୍ନପୂର୍ଣ୍ଣା ପ୍ୟାଲେସଠାରେ ରବିବାର ସନ୍ଧ୍ୟାରେ ବିଜେଡିର ଏକ ମହାମିଶ୍ରଣ ପର୍ବ ଅନୁଷ୍ଟିତ ହୋଇଯାଇଛି। ବରଗଡ଼ ଟାଉନ ବିଜେଡି ସଭାପତି କିଶୋର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ବିଭିନ୍ନ ସଙ୍ଗଠନର ବହୁସଂଖ୍ୟକ…
ଏହି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା:ଜାଣନ୍ତୁ କାହାକୁ ମିଳିଲା ଟିକେଟ୍
ଭୁବନେଶ୍ୱର,୨୧।୪: ଆସନ୍ତା ନିର୍ବାଚନକୁ ନେଇ ଏବେ ରାଜ୍ୟରେ ରାଜନୀତି ସରଗରମ ରହିଛି। ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ନାମାଙ୍କନ ପ୍ରକ୍ରିୟ ମଧ୍ୟ ଆରମ୍ଭ ହୋଇଯାଇଛି। ଏସବୁ ଭିତରେ ଭାଜପା ପକ୍ଷରୁ ରବିବାର ଜୟପୁର ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି।…
ସପ୍ତଗିରିଙ୍କ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଲେ ସ୍ତ୍ରୀ
କୋରାପୁଟ,୨୧।୪(ଅମିତାଭ ବେହେରା): ଚଳିତ ସାଧାରଣ ନିର୍ବାଚନରେ କୋରାପୁଟ ଲୋକ ସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ସପ୍ତଗିରି ଉଲାକାଙ୍କୁ ପ୍ରାର୍ଥୀଭାବେ ରିପିଟ କରାଯାଇଛି। ବର୍ତ୍ତମାନ ସପ୍ତଗିରି ଲୋକ ସଭା ଆସନର ଗାଁଠୁ ସହର ଯାଇ ନିର୍ବାଚନ ପ୍ରଚାର କରିଛନ୍ତି। ଏଥିରେ ତାଙ୍କ…
ଉପେନ୍ଦ୍ରଙ୍କ ଦିନରେ ନୁହେଁ, ରାତିରେ ଜମୁଛି ପ୍ରଚାର
ବାଲିଗୁଡା,୨୧।୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀ ଘୋଷଣା କରିଛନ୍ତି। ଏବେ ପ୍ରାର୍ଥୀମାନେ ନିଜ ନିଜ ସମର୍ଥକମାନଙ୍କୁ ଧରି ଧୀରେ ଧୀରେ ରାଜନୈତିକ ଦଳର ପ୍ରଚାର ଆରମ୍ଭ…
ବନ୍ଦ ଘରୁ କେନ୍ଦ୍ରୀୟ ବିଦ୍ୟାଳୟ ଶିକ୍ଷକଙ୍କ ମୃତଦେହ ଉଦ୍ଧାର
ହିଞ୍ଜିଳିକାଟୁ, ୨୧।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ କେନ୍ଦ୍ରୀୟ ବିଦ୍ୟାଳୟର ଏସଏସଟି ଶିକ୍ଷକଙ୍କ ଗଳିତ ମୃତଦେହ ରବିବାର ରେଗିଡି ସାହିର ଏକ ଭଡ଼ା ଘରୁ ଉଦ୍ଧାର ହୋଇଛି। ମୃତ ଶିକ୍ଷକ ହେଲେ ଉତ୍ତରପ୍ରଦେଶର ରାମ କୁଲଭର ରାମ। ବନ୍ଦ ଘରୁ ଦୁର୍ଗନ୍ଧ…
ତ୍ରିମୁଖୀ ଲଢେଇ ଦେଖିବେ ଭୋଟର
ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ଶନିବାର ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏହି ପର୍ଯ୍ୟାୟରେ ଆନନ୍ଦପୁର ନିର୍ବାଚନମଣ୍ଡଳୀ ବିଜେଡି ପ୍ରାର୍ଥୀ ଭାବେ ଅଭିମନ୍ୟୁ ସେଠୀଙ୍କ ନାମ ଘୋଷଣା ହୋଇଛି। ବିଧାୟକ ଭାଗିରଥିଙ୍କ ଉପରେ…

