ଅଟୋ ଉପରେ ଚଢିଗଲା ଟ୍ରକ: ୩ ଘଟଣାସ୍ଥଳରେ ମୃତ, ୯ ଗୁରୁତର ଆହତ
ରାଇଘର,୨୧/୪: ନବରଙ୍ଗପୁର ଜିଲା ରାଇଘର ଥାନା ଅନ୍ତର୍ଗତ ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଅଟୋ ଓ ଟ୍ରକ ମୁହମୁହି ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ଘଟିଛିl ଦୁଇବର୍ଷର ଶିଶୁ ସହ ୫ ଜଣ ଗୁରୁତର…
ଭାଇରାଲ ନିଶା ପଡ଼ିଲା ମହଙ୍ଗା, ବନ୍ୟଜନ୍ତୁ ଭିଡିଓ ପୋଷ୍ଟ କରୁଥିବା ୟୁଟ୍ୟୁବର୍ସଙ୍କ ସମ୍ପତ୍ତି ଖୋଳତାଡ଼ କରିବ ଇଡି
ଭୁବନେଶ୍ୱର,୨୧।୪: ପ୍ରିଭେନସନ୍ ଅଫ୍ ମନି ଲଣ୍ଡରିଂ ଆକ୍ଟ (ପିଏମଏଲଏ) ୨୦୦୨ ଉଲଂଘନ କରି ସୋସିଆଲ ମିଡିଆରେ ବନ୍ୟଜନ୍ତୁ ପ୍ରାଣୀ ଭିଡିଓ ପୋଷ୍ଟ କରିଥିବା ଅଭିଯୋଗରେ କିଛି ୟୁଟ୍ୟୁବର୍ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି। ଯାଜପୁର…
ସୁବିଧାବାଦୀ ଛାମୁଆ ନେତାଙ୍କ ଶେଷ ଆଶା ସୌମ୍ୟରଞ୍ଜନ
ଘସିପୁରା,୨୧।୪(ନିରଞ୍ଜନ ସାହୁ)-ଚଳିତ ନିର୍ବାଚନ ପାଇଁ ଘସିପୁରା ନିର୍ବାଚନମଣ୍ଡଳୀରେ ଲାଗିରହିଥିବା ଅସ୍ପଷ୍ଟ ପ୍ରାର୍ଥୀ ଚିତ୍ରକୁ ନେଇ ଏକ ନିର୍ଦ୍ଦିଷ୍ଟ ଦଳର ସୁବିଧାବାଦୀ ଛାମୁଆ ନେତାଙ୍କର ଶେଷ ଆଶା ପାଲଟିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ। ଏହି ନିର୍ବାଚନମଣ୍ଡଳୀରେ ପ୍ରାଥମିକ ପର୍ଯ୍ୟାୟରେ ବିଜେଡି ତାର ପ୍ରାର୍ଥୀ ତାଲିକା…
ରାଜନୀତିର ହଟ୍ସ୍ପଟ୍ ଗୋପାଳପୁର: ପ୍ରଚାର ମଇଦାନକୁ ଓହ୍ଲାଇଲା ଭାଜପା
ଗୋପାଳପୁର,୨୧ା୪(ନବୀନ ରାଜ ଆଚାରୀ): ରାଜ୍ୟ ରାଜନୀତିରେ ହଟସ୍ପଟ୍ ରୂପେ ପରିଚିତ ଗୋପାଳପୁର ନିର୍ବାଚନ ମଣ୍ଡଳୀ। ଏଠାରେ କେଉଁ ଦଳର ପ୍ରାର୍ଥୀ ବାଜି ମାରିବେ ସେ ନେଇ ସମସ୍ତଙ୍କ ନଜର ରହିଛି। ଅନ୍ୟ ପଟେ ଦିନକୁ ଦିନ ରାଜନୀତି ତାତି ବି ବଢ଼ିବାରେ…
ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ
ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି। ଏନେଇ ବ୍ୟାଙ୍କ ଅଧିକାରୀଙ୍କ ଦ୍ୱାରା ଭଞ୍ଜପୁର ପୋଲିସ ନିକଟରେ ଏଫଆଇଆର ଦାଖଲ କରାଯାଇ ମାମଲାର…
ଘର ଭାଙ୍ଗିଲା, ଧାନ ଚାଉଳ ଖାଇ ନଷ୍ଟ କଲା ଗୋଠଛଡ଼ା ଦନ୍ତା
ପାଟଣା,୨୧ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍କୁ ଶନିବାର ବିଳମ୍ବିତ ରାତିରେ ଘଟଗାଁ ରେଞ୍ଜରୁ ଗୋଠଛଡ଼ା ଦନ୍ତା ହାତୀ ପ୍ରବେଶ କରିଛି। ମଲ୍ଲୀପଶି ବିଟ୍ ବଡ଼ ଧନୁର୍ଜୟପୁର ଗ୍ରାମର ଟୁନା ମାଝିଙ୍କ ଖପର ଘର କାନ୍ଥ ଭାଙ୍ଗିବା ସହ…
ମା’ଙ୍କ ଆଶୀର୍ବାଦ ନେଇ ପ୍ରଚାରକୁ ବାହାରିଲେ ଅଖିଳ
କେନ୍ଦୁଝର,୨୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାର ପାଟଣା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଅଖିଳ ନାୟକ ରବିବାର ଘଟଗାଁ ମା’ ତାରିଣୀଙ୍କ ନିକଟରେ ପୂଜାର୍ଚ୍ଚନା କରି ବିଧିବଦ୍ଧ ଭାବେ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ପୂର୍ବତନ ଜିଲା ସଭାପତି ରାଧାକାନ୍ତ ମହାନ୍ତ, ବିରଜା ମିଶ୍ର,…
ବସ୍କୁ ପିଟିଲା ଟ୍ରକ୍, ୫ ଆହତ
ରାଉରକେଲା,୨୧ା୪: ସୁନ୍ଦରଗଡ଼ ଜିଲା ବଣାଇ ଲହୁଣିପଡ଼ା ରଜାମୁଣ୍ଡା ବାଇପାସ୍ ନିକଟରେ ରବିବାର ବସ୍କୁ ଏକ ଟ୍ରକ୍ ପିଟିବାରୁ ୫ ଜଣ ଆହତ ହୋଇଛନ୍ତି। ବସ୍ଟି ରାଉରକକେଲାରୁ ବଡ଼ବିଲ ଯାଉଥିଲା। ଏହି ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଛନ୍ତି। ଉଭୟଙ୍କୁ ରାଉରକେଲା ସ୍ଥାନାନ୍ତର…
ଓଲଟିଲା ଆଶ୍ ବୋଝେଇ ଟ୍ରକ୍
ପାଟଣା,୨୧ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଗୁଲୁଦୀ ପଶି ଡ଼ିମିରିଡିହା ରାସ୍ତାର ବୁଲାଣି ନିକଟରେ ରବିବାର ଏକ ଆଶ୍ ବୋଝେଇ ୧୪ ଚକିଆ ଟ୍ରକ୍ କଲ୍ଭର୍ଟ ପୋଲର ସାଇଡ୍ରେ ଚକା ପଡ଼ିଯିବାରୁ ଓଲଟି ପଡ଼ିଥିଲା। ଅଳ୍ପକେ ବର୍ତ୍ତି ଯାଇଛନ୍ତି ଡ୍ରାଇଭର।…
ମାମୁ-ଭଣଜା ଗୋଷ୍ଠୀ ସଂଘର୍ଷ: ୬ ଗୁରୁତର
ବାଲିଗୁଡ଼ା,୨୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାରେ ଶନିବାର ବିଳମ୍ବିତ ରାତିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି । ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡ଼ିଛ। ଏହି ଗୋଷ୍ଠୀ ସଂଘର୍ଷରେ ୬ ଜଣ…
ପାହାଡ଼ ଜଙ୍ଗଲରେ ନିଆଁ
ଦାମନଯୋଡ଼ି,୨୧ା୪(ମାନସ ରଞ୍ଜନ କର): ଲୋକ ସଚେତନତା ଅଭାବରୁ ଜଙ୍ଗଲରେ ନିଆଁ ହୁତୁହୁତୁ ହୋଇ ଜଳୁଛି। ଜଙ୍ଗଲ ପାହାଡ଼ ନିଆଁ ଯୋଗୁ ଜଙ୍ଗଲ ଜୀବଜନ୍ତୁ ଭୟଭୀତ ହୋଇପଡ଼ିଥିବା ବେଳେ ଦିନର ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ନିଆଁର ଉତ୍ତାପରେ ଆଖପାଖ ଗ୍ରାମର ଲୋକେ ଅତିଷ୍ଠ…
ମିଶିବା ଆଗରୁ ସନାତନଙ୍କୁ ବିଜେଡି ଟିକେଟ
କେନ୍ଦୁଝର,୨୧ା୪ (ନରେଶ ଚନ୍ଦ୍ର ପଟ୍ଟନାୟକ)ଚମ୍ପୁଆ ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି ସହଯୋଗୀ ମୀନାକ୍ଷୀ ମହାନ୍ତଙ୍କୁ ପ୍ରାର୍ଥୀ କରି ଜିତାଇଥିଲେ। ତେବେ ଚଳିତ ନିର୍ବାଚନରେ ମୀନାକ୍ଷୀଙ୍କ ଟିକେଟ କାଟି…

