ଆମ ଜିଲା ଖବର

ମାଣ୍ଡିଆ ପ୍ରସ୍ତୁତ ଖାଦ୍ୟ ପରଷିବେ ସୁବାସା, ରାଇମତୀ

ବାରିପଦା/କୁନ୍ଦୁରା ୬।୯, (ନୀଳାଦ୍ରି ବିହାରୀ ଦଣ୍ଡପାଟ/ ସନ୍ତୋଷ ପ୍ରହରାଜ): ନୂଆଦିଲ୍ଲୀ ଭାରତ ମଣ୍ଡପଠାରେ ଆସନ୍ତା ୯ ଏବଂ ୧୦ତାରିଖ ଦୁଇଦିନ ଧରି ଜି୨୦ ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ବିଶ୍ୱର ପ୍ରମୁଖ ୨୦ଟି ଦେଶର ରାଷ୍ଟ୍ରମୁଖ୍ୟ ଏବଂ ପ୍ରତିନିଧି ଯୋଗଦେବାର କାର୍ଯ୍ୟକ୍ରମ…

ଶପଥ ନେଲେ ୨ ହାଇକୋର୍ଟ ବିଚାରପତି

କଟକ,୬।୯ (କାର୍ତ୍ତିକ ସାହୁ): ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶିବଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରା ମଙ୍ଗଳବାର ପୂର୍ବାହ୍ନରେ ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟର ପୁରୁଣା ବିଲ୍ଡିଂସ୍ଥିତ ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର…

ଇନୋଭାରେ ଆସି ଦୁଇ ମାଂସ ବ୍ୟବସାୟୀଙ୍କୁ ଉଠାଇ ନେଲେ ଦୁବୃର୍ତ୍ତ

ବାଲିଗୁଡ଼ା, ୫।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସଷ୍ଟାଣ୍ଡ ନିକଟସ୍ଥ ବନ୍ଧଛକ ବୁଡ଼ାଗୁଡା ରାସ୍ତା ନିକଟରୁ ମଙ୍ଗଳବାର ସଂଧ୍ୟା ୬ଟା ସମୟରେ ଦୁଇଟି ଗାଡ଼ିରେ କିଛି ଦୁର୍ବୃତ୍ତ ଆସି ହାଟପଦା ସାହିର ମାଂସ ବ୍ୟବସାୟୀ ହେମନ୍ତ ଗଣ୍ଡା ଓ ପଣ୍ଡିତ…

କୋରାପୁଟରେ ପ୍ରବଳ ବର୍ଷା, ଅନ୍ଧାରରେ ସହର

କୋରାପୁଟ,୫।୯(ଅମିତାଭ ବେହେରା )କୋରାପୁଟରେ ମଙ୍ଗଳବାର ଅପରାହ୍ନରେ ପ୍ରାୟ ଏକ ଘଣ୍ଟା ଧରି ଘଡଘଡି ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଗଛ ପଡି ବିଦ୍ୟୁତ ସେବା ବନ୍ଦ ରହିଛି। ବର୍ତ୍ତମାନ ସହର ପୁରାପୁରି ଅନ୍ଧାରରେ ବୁଡି ଯାଇଛି।…

କ୍ରୀଡାପ୍ରେମୀଙ୍କ ପାଇଁ ଖୁସି ଖବର, ଖୁବ୍‌ ଶୀଘ୍ର ଲୋକାର୍ପଣ ହେବ ବିଜୁ ପଟ୍ଟନାୟକ ବହୁମୁଖୀ କ୍ରୀଡା ଭବନ

ମାଲକାନଗିର,୫।୯ (ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ଜିଲା ସଦର ମହକୁମା ୩୨୬ ନଂ ଜାତୀୟ ରାଜପଥ କଡ ଗଣେଶ ବଜାର ସିନେମା ହଲ ଛକଠାରେ ନିର୍ମିତ ହେବ ବିଜୁ ପଟ୍ଟନାୟକ ବହୁମୁଖୀ କ୍ରୀଡା ଭବନ। ଲୋକାର୍ପଣ ପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟତଃ ଶେଷ…

ପୋଲିସ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ଦୁଇ ମାଓବାଦୀ ମୃତ

ମାଲକାନଗିର,୫।୯(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ମଧ୍ୟରେ ଗୁଳି ବିନିମୟ ଘଟି ଦୁଇ ମାଓବାଦୀ ନିହତ ହେବା ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି। ସୂଚନାଯୋଗ୍ୟ,…

ବିଜେଡିରେ ଯୋଗଦେଲେ ଶତାଧିକ କଂଗ୍ରେସ ଓ ଭାଜପା ନେତା

କୋରାପୁଟ,୫।୯(ଅମିତାଭ ବେହେରା )କୋରାପୁଟସ୍ଥିତ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର ପରିସରରେ ମଙ୍ଗଳବାର ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି. କୋରାପୁଟ ଜିଲା ବିଜେଡି ସଭାପତି ଝିନ ହିକକାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ମିଶ୍ରଣ ପର୍ବରେ ଜିଲାର ବୈପାରୀଗୁଡା ବ୍ଲକ ଅଞ୍ଚଳରୁ ୨୬୮ ଜଣ…

ଗୁରୁ ଦିବସରେ କଳାବ୍ୟାଜ୍‌ ପିନ୍ଧିଲେ ଅଧ୍ୟାପକ

ବ୍ରହ୍ମପୁର,୫ା୯(ସୁବାସ ଚନ୍ଦ୍ର ପାଢ଼ୀ): ଓଡିଶା ରାଜ୍ୟ ଚୟନ ବୋର୍ଡ ଅଧ୍ୟାପକ ସଂଘର ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲାରେ କାର୍ଯ୍ୟରତ ୨୭ଟି ଅନୁଦାନପ୍ରାପ୍ତ ବେସରକାରୀ କଲେଜର ୨୫୩ ଜଣ ଅଧ୍ୟାପିକା ଓ ଅଧ୍ୟାପକ ଗୁରୁ ଦିବସରେ କଳାବ୍ୟାଜ ପରିଧାନ କରିଛନ୍ତି। ରାଜ୍ୟ ସରକାର ୮ବର୍ଷ…

ହାତୀ ଉପଦ୍ରବ: ଘରୁ ଟେକିନେଲା ଭାତ ହାଣ୍ଡି

ଢେଙ୍କାନାଳ,୫।୯: ଢେଙ୍କାନାଳ ଜିଲା ଗନ୍ଦିଆ ବ୍ଲକ ଦଲାର ଓ ହରିପୁର ଗ୍ରାମ ନିକଟ ପାହାଡରୁ ବ୍ରାହ୍ମଣୀ ନଦୀ ପାର ହୋଇ ଏକ ଗୋଠଛଡା ଦନ୍ତା ପଶି ଆସି ଉପଦ୍ରବ କରିଛି। ପ୍ରଥମେ ଦନ୍ତାଟି ନଦୀ ପାର ହୋଇ ଭୁଷଳ ପଞ୍ଚାୟତର କିର୍ତ୍ତନପୁର…

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ନୂଆପଡା,୫।୯: ନୂଆପଡା ଜିଲା ଖରିଆର ରୋଡ ରେଞ୍ଜ ମାଗୁରପାଣି ଗାଁରେ ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ବ୍ୟକ୍ତି ହେଲେ ଚୁନୁ ରାଉତ। ତାଙ୍କୁ ପ୍ରଥମେ ନୂଆପଡା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା କରାଯାଇ ରାୟପୁର ସ୍ଥାନାନ୍ତର କରାଯାଇଛି…

ଜାଲନୋଟ୍‌ ଜବତ ଘଟଣାର ଅଭିଯୁକ୍ତଙ୍କ  ଘର ଯାଞ୍ଚ 

ସୁବର୍ଣ୍ଣପୁର ୫।୯: ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ଥାନା ଅନ୍ତର୍ଗତ ମାଟିଖାଇ ନୂଆବସ୍ତିରୁ ଜାଲନୋଟ ଜବତ ଘଟଣାରେ ଅଭିଯୁକ୍ତଙ୍କ ଘରେ ମଙ୍ଗଳବାର ପୁଣି ଯାଞ୍ଚ କରାଯାଇଛି। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ ଟିମ୍‌ ବିଭିନ୍ନ କାଗଜପତ୍ର ଯାଞ୍ଚ କରିଥିବା ଜଣାପଡିଛି । ସୂଚନାଯୋଗ୍ୟ, କ୍ରାଇମବ୍ରାଞ୍ଚ ଡିିଏସ୍‌ପିଙ୍କ…

ବୁଧବାର ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ଉତ୍ସବ

ପୁରୀ,୫।୯(ଅଜିତ୍‌ ମହାନ୍ତି): ବୁଧବାର ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଅର୍ଥାତ ପବିତ୍ର ଜନ୍ମାଷ୍ଟମୀ । ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ପ୍ରଭୁ ଶ୍ରୀକୃଷ୍ଣ ଜନ୍ମ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ଆଜି ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ସମୟରେ ଠାକୁରଙ୍କୁ ଛଅମୂର୍ତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri