ଆମ ଜିଲା ଖବର

ଭୋଟ୍‌ ଲାଳସାରେ ରାଜନୈତିକ ଚାପ, ଛୁଟିଦିନରେ ବି ସ୍କୁଲରେ ଚାଲିଛି ଭୋଜିଭାତ

ସରଣ୍ଡା,୨୦ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଅତାବିରା ବିଧାନସଭା ଆସନରେ ନିର୍ବାଚନ ଆଉ ମାସେ ରହିଲା। ଆସନ୍ତା ମେ’ ୨୦ରେ ଏଠାରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ନିର୍ବାଚନ ଆଚରଣ ବିଧି ଲାଗୁ ବି ହୋଇସାରିଛି। ଏବେ ଗାଁ’ଗଣ୍ଡାରେ…

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି ଇଂ ବିନୋଦ ନାୟକଙ୍କ ନାମ ଘୋଷଣା କରାଯାଇଛି। ଏହାକୁ ନେଇ କଂଗ୍ରେସ ଶିବିରରେ ଖୁସିର…

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା ପୂର୍ବରୁ ସିଦ୍ଧାର୍ଥ ନିମାପଡା ବୁଲି ବୁଲି ନିଜର ସଂଗଠନ କରୁଥିଲେ। ତେବେ ସାନଭାଇ ମନ୍ମଥ…

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା ଦେଖାଯାଇଛି। କୋରାପୁଟ ସହରରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ଭୋର୍‌ରୁ ସହର ଭିତରେ ବିରାଟକାୟ…

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। କେବଳ ଏତିକି ନୁହେଁ ସମୀର ନିଜେ ମଧ୍ୟ ଏକ ପ୍ରକାର ନିଷ୍ପତ୍ତି ବିରୋଧରେ ବିଦ୍ରୋହ…

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି ତାଙ୍କ ସହଯୋଗୀ ପ୍ରାର୍ଥିନୀ ମିନାକ୍ଷୀ ମହାନ୍ତଙ୍କୁ ଜିତାଇଥିଲେ। ତେବେ ମିନାକ୍ଷୀ ମହାନ୍ତଙ୍କ ଟିକେଟ୍‌ କାଟି…

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବିଜେଡି ଯାଜପୁର ବଡ଼ଚଣାରୁ ପ୍ରାର୍ଥୀ ଘୋଷଣା କରିଛି। ଦଳର ବରିଷ୍ଠ ନେତା ତଥା…

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ, ଭାଜପାରୁ ପ୍ରାର୍ଥୀ ହୋଇଥିବା ଅଖିଳ ଚନ୍ଦ୍ର ନାୟକଙ୍କ ପ୍ରାର୍ଥିତ୍ୱକୁ ବିରୋଧ କରି ଏହି ସମାବେଶ…

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳୁ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ମୃତକଙ୍କ ମଧ୍ୟରେ ୫ ମହିଳା ଓ…

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା ମୁଖ୍ୟ ଚିକିତ୍ସାଳୟ ପର୍ଯ୍ୟନ୍ତ ସମସ୍ତ ବ୍ୟବସ୍ଥା ଗ୍ରହଣ କରିଛି ପ୍ରଶାସନ। ଏନେଇ ସୂଚନା ଦେଇଛନ୍ତି…

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର ସଡକ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଶିନିବାର ଡ୍ୟୁଟି ସାରି ଘରକୁ ସାଇକେଲରେ ଫେରୁଥିବା ବେଳେ…

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ତେବେ ଆଜି ସକାଳୁ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ଉଦ୍ଧାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?