ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!
ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ ନ ମିଳିବା ଆଶଙ୍କାରେ ଦଳ ଡିଆଁ ମାରୁଛନ୍ତି। ଏବେ ଚର୍ଚ୍ଚା ହେଉଛି ଯେ ପୂର୍ବତନ…
ବହୁ ପୁରାତନ ବଗିବନ୍ଧ କାର୍ଯ୍ୟାରମ୍ଭ
ରାଜକନିକା,୧୯।୪(ସଞ୍ଜୟ କୁମାର ଦାଶ): ରାଜକନିକା ବ୍ଲକର ମରହଟ୍ଟା ବନ୍ଧ ବା ବଗିବନ୍ଧ ଭାବେ ଜଣାଶୁଣା କନିକା ଉପଖଣ୍ଡ ସାଲାଇନ୍ ଏମବାଗମେଣ୍ଟର କାର୍ଯ୍ୟ ଆରମ୍ଭ ହୋଇଛି। ୨୫ ଲକ୍ଷ ଟଙ୍କା ବ୍ୟୟ ବରାଦରେ ହୋଇଥିବା ଏହି କାର୍ଯ୍ୟାଦେଶ ପାଇଁ ଫେବୃଆରୀରେ ଏଗ୍ରିମେଣ୍ଟ ହୋଇଥିବା…
‘କ୍ରୁଜ୍’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜ (ଆଇଟିଆର୍)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍’ କ୍ଷେପଣାସ୍ତ୍ର (ଆଇଟିସିଏମ୍)ର ଗୁରୁବାର ସଫଳ ପରୀକ୍ଷଣ କରାଯାଇଛି। ପରୀକ୍ଷା ସମୟରେ ସମସ୍ତ ସବ୍ ସିଷ୍ଟମ…
ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ
ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର କରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି। କେନ୍ଦ୍ର ଓ ଛତିଶଗଡ଼ ସରକାର ପ୍ରଥମ ପର୍ଯ୍ୟାୟ…
ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ
ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍ତେଲ ଡ୍ୟାମ୍ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ। ଏକାଧିକ ସହର, ଗଁା ଲୋକଙ୍କ ପାନୀୟ ଜଳ ସମସ୍ୟା ସବୁଦିନ ପାଇଁ ଦୂର ହେବ।…
ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ
ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ ମଧ୍ୟ ପୌର କର୍ତ୍ତୃପକ୍ଷ ଦୃଷ୍ଟି ଦେଇନାହାନ୍ତି। ଫଳରେ ପ୍ରତ୍ୟେକ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତି ହେଉଥିବାରୁ…
ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ
ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି। ଏହା ପରେ ଅଖିଳଙ୍କ ସମର୍ଥକଙ୍କ ମଧ୍ୟରେ ଖୁସି ପ୍ରକାଶ ପାଇଛି। ତେବେ ଅନ୍ୟ ଏକ…
ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ
ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି କ୍ଷେତ୍ର ଅଧୀନ ଅନୁଗୋଳ ଜିଲାର ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଗୁରୁବାର ତାଙ୍କ ପ୍ରଚାର ଅଭିଯାନକୁ…
ଝିଅ ପାଇଁ ଘରଡିହ ବିକିଲେ ପୂର୍ବତନ ବିଧାୟକ
ଆଳି,୧୯ା୪(ବନମାଳୀ ସେନାପତି):କେନ୍ଦ୍ରାପଡ଼ା ଲୋକ ସଭା ଆସନ ମଧ୍ୟରେ ଆଳି ବିଧାନସଭା ଆସନଟି ପ୍ରତ୍ୟେକ ନିର୍ବାଚନ ସମୟରେ ଚର୍ଚ୍ଚା ମଧ୍ୟରେ ରହିଥାଏ। ଚଳିତ ନିର୍ବାଚନରେ ମଧ୍ୟ ଏକ ରୋଚକ ଘଟଣା ସାମ୍ନାକୁ ଆସିଛି। ଆଳି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ପୂର୍ବତନ…
ବିଜେଡି, କଂଗ୍ରେସର ଛିଣ୍ଡୁନି ଟିକେଟ ଅଙ୍କ
ଯାଜପୁର,୧୯ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ଅନ୍ୟତମ ବିଧାନସଭା ନିର୍ବାଚନମଣ୍ଡଳୀ ବଡ଼ଚଣା। ବୁଧବାର ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ସୀତାକାନ୍ତ ମହାପାତ୍ରଙ୍କ ପୁଅ ରାଜନାରାୟଣ ବିଜେଡିରେ ଯୋଗଦେଇ ରାଜନୈତିକ କ୍ୟାରିୟର ଆରମ୍ଭ କରିବା ସହ ଟିକେଟ ଦୌଡ଼ରେ ରହିଛନ୍ତି। କୁହାଗଲାଣି ବିଜେଡି ଏଠାରେ…
ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ
ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ଗୁରୁବାର ସେ ବ୍ରହ୍ମପୁରରେ ବିଧାୟକ ଓ…
ସାମାନ୍ୟ ବଚସାରୁ ୧୬ଥର ଛୁରି ଭୁସି ହତ୍ୟା
କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ ଝୁରି ଭୁଶି ବୀଭତ୍ସ ଭାବେ ହତ୍ୟା କରିଛନ୍ତି। ଏହି ଘଟଣାରେ ସଦର ଥାନା ଅନ୍ତର୍ଗତ…

