ଆମ ଜିଲା ଖବର

ବିଜେଡିରେ ଯୋଗଦେବା ପରେ ମା’ ତାରାତାରିଣୀଙ୍କ ଆଶିଷ ନେଲେ ଭି.କେ ପାଣ୍ଡିଆନ

ପୁରୁଷୋତ୍ତମପୁର,୨୭।୧୧(ସିମାଞ୍ଚଳ ମିଶ୍ର): ଅବସରପ୍ରାପ୍ତ ଆଇଏଏସ ତଥା ୫ଟି-ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ସୋମବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବିଜଦରେ ସାମିଲ ହୋଇଛନ୍ତି। ବିଜେଡିରେ ଯୋଗ ଦେବା ପରେ ସେ ପ୍ରଥମକରି ଗଞ୍ଜାମ ଜିଲାର ପ୍ରତ୍ୟକ୍ଷ ଆରାଧ୍ୟ ଇଷ୍ଟଦେବୀ ମା’…

କାର୍ତ୍ତିକ ପୂର୍ଣ୍ଣିମା: ବୈତରଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ

ପାଟଣା,୨୭।୧୧(ବୀର କିଶୋର ଦାଶ.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଏବଂ ବୋଇତ ବନ୍ଦାଣ ଉତ୍ସବ ରବିବାର ପାଳନ କରାଯାଇଛି। ରବିବାର ଭୋର ୪ଟାରୁ ପାଟଣା ବୈତରଣୀ ନଦୀର ପରମେଶ୍ୱର ଶିବ ମନ୍ଦିର ସଲଗ୍ନ ଅନୁସୟା ଘାଟ…

ଲାଞ୍ଚ ନେଇ ସରକାରୀ ଚକ୍ଷୁ ବିଶେଷଜ୍ଞ ଡାକ୍ତର ଗିରଫ

ସୋନପୁର;୨୭l୧୧(ମୃତ୍ୟୁଞ୍ଜୟ ଶତପଥୀ): ଚକ୍ଷୁ ଅସ୍ତ୍ରୋପଚାର ପାଇଁ ଲାଞ୍ଚ ନେଇ ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟର ଚକ୍ଷୁ ବିଶେଷଜ୍ଞ ଡାକ୍ତର ସଞ୍ଜୀବ କୁମାର କର ସୋମବାର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି l ଉଲୁଣ୍ଡା ବ୍ଲକ ଯାଲୋଏ ଗ୍ରାମର ଲକ୍ଷ୍ମଣ ତ୍ରିପାଠୀଙ୍କ ମୋତିଆ…

କୋହଲା ପାଗ ଚାଷୀଙ୍କ ଚିନ୍ତା ବଢ଼ାଇଲା

କୋକସରା,୨୭।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲାରେ ଗତ କିଛିଦିନ ହେବ କୋହଲା ପାଗ ଲାଗି ରହିଛି। ବର୍ତ୍ତମାନ ଖରିଫ ଋତୁ ଧାନ ପ୍ରାୟ ୬୦/୭୦ ପ୍ରତିଶତ ଅମଳ କରି ଖୋଲା ଆକାଶ ଧାନ ଖଳାରେ ରଖି ମଣ୍ଡି କେବେ ଖୋଲିବ ସେ…

ଆଜି କାର୍ତ୍ତିକ ପୂର୍ଣ୍ଣିମା: ଡଙ୍ଗା ଭସାଇଲେ ଲୋକେ

ଭୁବନେଶ୍ୱର/କଟକ,୨୭ା୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ‘ଆ କା ବା ବୈ…ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର’ କହି ଗାଁଠୁ ସହର ଯାଏ ସମସ୍ତ ଲୋକେ ଡଙ୍ଗା ଭସାଇଛନ୍ତି ଲୋକେ। ଲିଙ୍ଗରାଜ ମନ୍ଦିର ନିକଟ ବିନ୍ଦୁସାଗରରେ…

ଅବ୍ୟବସ୍ଥାରେ ପ୍ଲାଣ୍ଟସାଇଟ୍‌ ଉପଡାକଘର

ରାଉରକେଲା,୨୭।୧୧(ଦିନେଶ ମିଶ୍ର): ଷ୍ଟିଲସିଟି ରାଉରକେଲା ପ୍ଲାଣ୍ଟସାଇଟ ଅଞ୍ଚଳରେ ଥିବା ଉପଡାକଘରେ ନାନା ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଫଳରେ ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ଅଭିଯୋଗ କରିବା ପରେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ସୂଚନା ଅନୁସାରେ, ପ୍ଲାଣ୍ଟସାଇଟ ଉପଡାକଘର…

ପ୍ରାଣୀଧନ ଚିକିତ୍ସା ପ୍ରତି ଅବହେଳା

ବଇଣ୍ଡା,୨୭ା୧୧ (ପରିକ୍ଷିତ ସାହୁ): ପ୍ରାଣୀ ସମ୍ପଦର ବିକାଶ ଦିଗରେ ସରକାର ବହୁ ଯୋଜନା ହାତକୁ ନେଇଛନ୍ତି। ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଓ ଚାଷୀଙ୍କୁ ଅଧିକରୁ ଅଧିକ ଲାଭ ପହଞ୍ଚାଇବା ପାଇଁ ଗୋରୁ, ଛେଳି ଓ କୁକୁଡ଼ା ଚାଷ ନିମନ୍ତେ ପ୍ରୋତ୍ସାହନ…

ଆବର୍ଜନା ଦୁର୍ଗନ୍ଧରେ ଅତିଷ୍ଠ ସହରବାସୀ

ବ୍ରହ୍ମପୁର,୨୭ା୧୧(ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ଚଳିତବର୍ଷ ନିଗମ ସ୍ବଚ୍ଛ ସର୍ବେକ୍ଷଣ ଦାୈଡରେ ସର୍ବାଧିକ ଜନମତ ସଂଗ୍ରହ କରିଛି। ସହରର ପରିମଳ ଦାୟିତ୍ୱ ବିଇଏମସିର ସାନିଟେସନ ବିଭାଗ ହାତରେ ରହିଛି। ମହାନଗରର ୪୨ ଓ୍ବାର୍ଡରେ ଘର ଘର ବୁଲି ଆବର୍ଜନା ସଂଗ୍ରହ…

ପାଠ ଛାଡ଼ି ଗାଈ ଚରାଉଛନ୍ତି ରାହୁଳ

ମୋହନା,୨୭ା୧୧(ମନ୍ମଥ ମିଶ୍ର): ଯେଉଁ ବୟସରେ ହାତରେ କଲମ ଧରି ପାଠ ପଢ଼ିବା କଥା, ସେହି ବୟସରେ ହାତରେ ଏବେ ବାଡ଼ି ଧରି ଗାଈ ଚରାଉଛନ୍ତି। ମା’ଙ୍କୁ ହତ୍ୟା କରି ବାପା ଏବେ ଜେଲ୍‌ର ଚାରି କାନ୍ଥ ଭିତରେ ସଜ୍ଜା କାଟୁଛନ୍ତି। ଏପଟେ…

ପତ୍ନୀଙ୍କ କଟା ଜିଭ ଛିଣ୍ଡାଇ ମଜା ନେଉଥିଲେ: ଜେଲ ଗଲେ ସ୍ବାମୀ

ନୟାଗଡ଼,୨୭ା୧୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ଧାନ କଟାଯାଇ ଅମଳ ଆରମ୍ଭ ହୋଇଛି। ତେବେ ମରୁଡ଼ି ଭାଙ୍ଗି ଦେଇଛି ଚାଷୀର ମେରୁଦଣ୍ଡ। ଜିଲାର ଜଳଳସେଚିତ ଜମିକୁ ଛାଡ଼ିଦେଲେ ପ୍ରାୟ ୭୫ ପ୍ରତିଶତ ଜମିର ଧାନରେ ଅଧିକ ଅଗାଡ଼ି ବାହାରୁଛି। ଅନ୍ୟପକ୍ଷେ ଧାନରୁ ଅଗାଡ଼ି…

ଆଜିଠୁ ବାଲିଯାତ୍ରା: ଟନେଲ ଆକ୍ୱାରିୟମ ଟିକେଟ ୧୫୦ ଟଙ୍କା

କଟକ,୨୭ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ପ୍ରତିବର୍ଷ ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ କରାଯାଉଛି। ଚଳିତବର୍ଷ ବାଲିଯାତ୍ରାରେ ଲୋକମାନେ ଟନେଲ ଆକ୍ୱାରିୟମରେ ମଜା ଉଠାଇପାରିବେ। ପ୍ରଥମଥର ପାଇଁ ଏହି ଆକ୍ୱାରିୟମ ବାଲିଯାତ୍ରାକୁ ଆସିବ, ଯାହାର ଲମ୍ବ ୨୫୦ ଫୁଟ୍‌ ରହିଥିବାବେଳେ ଓସାର ୬୦ ଫୁଟ ରହିଛି। ଲୋକମାନେ…

ଓଲିଉଡ୍‌ ନାଇଟ୍‌ରେ ଝୁମିବ ବାଲିଯାତ୍ରା

କଟକ,୨୭ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବାଲିଯାତ୍ରା ମହୋତ୍ସବରେ ଓଲିଉଡ୍‌ ଏବଂ ବଲିଉଡ୍‌ କଣ୍ଠଶିଳ୍ପୀଙ୍କୁ ନେଇ ଜମିବ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ। ଓଲିଉଡ୍‌ ନାଇଟ୍‌ରେ ୧୯ଜଣ କଳାକାର ଏବଂ କଣ୍ଠଶିଳ୍ପୀ ନୃତ୍ୟ, ସଙ୍ଗୀତ ପରିବେଷଣ କରିବାକୁ ଥିବାବେଳେ ବଲିଉଡ୍‌ର ସ୍ବନାମଧନ୍ୟ କଣ୍ଠଶିଳ୍ପୀ ଯୋଡ଼ି ସଚିନ- ଜିଗର ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri