ଆମ ଜିଲା ଖବର

ଶିକ୍ଷିତ ଯୁବବର୍ଗଙ୍କ ନିଯୁକ୍ତି ବ୍ୟବସ୍ଥାରେ ଢିଲା

ରାଉରକେଲା,୧୮ା୪(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ଜିଲା ନିଯୁକ୍ତି ନିୟୋଜନ କାର୍ଯ୍ୟାଳୟ ସ୍ଥାପନ ହେବାର ଆଜକୁ ୬୩ ବର୍ଷ ପୂରିଲା। ବିଭାଗ ହାତରେ ଜିଲାର ୧୭ ବ୍ଲକର ଶିକ୍ଷିତ ଯୁବତୀଯୁବକଙ୍କୁ ନିଯୁକ୍ତି ସୁଯୋଗ ପ୍ରମାଣପତ୍ର ପ୍ରଦାନ କରିବା ବ୍ୟବସ୍ଥା ନ୍ୟସ୍ତ ରହିଛି। ୨୦୨୨-୨୩ ଆର୍ଥିକ…

ଚର୍ଚ୍ଚାରେ ସମୀରଙ୍କ ଭାଇରାଲ ଫଟୋ

ନିମାପଡ଼ା,୧୮।୪ (ରଞ୍ଜନ କୁମାର ପଟ୍ଟନାୟକ)ବିଜେଡି ବିଧାୟକ ସମୀର ରଞ୍ଜନ ଦାଶ ହାତ ଧରିବା ନେଇ ଆଲୋଚନା ହେଉଛି। ବୁଧବାର ସମୀରଙ୍କ ସହିତ ରାହୁଲ ଗାନ୍ଧୀଙ୍କ ଭାଇରାଲ ଫଟୋକୁ ନେଇ ଦିନତମାମ ସୋସିଆଲ ମିଡିଆରେ ଚର୍ଚ୍ଚା ଲାଗି ରହିଥିଲା। ଭାଜପା, ବିଜେଡି ପ୍ରାର୍ଥୀ…

ନୂଆ ରୂପରେ ସଜେଇ ହେଲା ଭାଗବତ ଟୁଙ୍ଗି

ବେଗୁନିଆ,୧୮ା୪(ହରପ୍ରସନ୍ନ ପଣ୍ଡା)ବେଗୁନିଆ ବ୍ଲକ ପୋଡ଼ାଡିହ ପଞ୍ଚାୟତ ଅନ୍ତର୍ଗତ ତଳଗଡ଼ ଗାଁରେ ବୁଧବାର ପବିତ୍ର ରାମନବମୀରେ ଆଧ୍ୟାତ୍ମିକ ଭାବଧାରା ଦେଖିବାକୁ ମିଳିଛି। ବିଶ୍ୱାଳସାହିସ୍ଥିତ ଭାଗବତ ଦେବଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ପାଳିତ ହୋଇଯାଇଛି। ପୀଠ ପରିସରରେ ଶାନ୍ତି ମହାଯଜ୍ଞ ବିଧି ମୁତାବକ…

ଅସ୍ତିତ୍ୱ ହରାଉଛି ଗଡ଼ଖୋର୍ଦ୍ଧା, ପାଣ୍ଡବଘରା

ଖୋର୍ଦ୍ଧା,୧୮ା୪ (ପ୍ରଭାତ ପାଣିଗ୍ରାହୀ)ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଖୋର୍ଦ୍ଧାର ଅନେକ ଐତିହ୍ୟ କୀର୍ତ୍ତିରାଜି ଆଜି ଧ୍ୱଂସାଭିମୁଖୀ। ଐତିହ୍ୟ ଗଡ଼ଖୋର୍ଦ୍ଧା ଏବଂ ବରୁଣେଇ ପାହାଡ଼ ଶୀର୍ଷରେ ଥିବା ପାଣ୍ଡବ ଘରା ଗୁମ୍ଫା ଅସ୍ତିତ୍ୱ ହରାଇବାକୁ ବସିଲାଣି। ତୁରନ୍ତ ଏହାର ସଂରକ୍ଷଣ କରାଯିବାର ଆବଶ୍ୟକତା ରହିଛି…

ଗଛମୂଳେ ଚାଲିଛି ପାଠପଢ଼ା

ଆନନ୍ଦପୁର,୧୮ା୪(ଉମେଶ ଚନ୍ଦ୍ର ପାଢ଼ୀ)ରାଜ୍ୟ ସରକାର ୫-ଟି ଅଧୀନରେ ବିଦ୍ୟାଳୟ ରୂପାନ୍ତରୀକରଣ କରିଛନ୍ତି। ଏଥିରେ କେନ୍ଦୁଝର ଜିଲାରେ ମଧ୍ୟ ଅନେକ ସ୍କୁଲର ରୂପରେଖ ବଦଳିଛି। ମାତ୍ର ଏବେ ବି ଅନେକ ବିଦ୍ୟାଳୟର ଶ୍ରେଣୀ ଗୃହ ସୁବିଧା ନ ଥିବାରୁ ପିଲା ଗଛତଳେ ପଢ଼ୁଥିବା…

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି ଅନୁଗୋଳରେ ମହିଳା ପ୍ରାର୍ଥୀ ଦେଇ ନ ଥିଲା। ହେଲେ ଚଳିତ ନିର୍ବାଚନରେ ଦଳ ଏକ…

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ପଡ଼ିଛି ଭିତରକନିକା

କେନ୍ଦ୍ରାପଡ଼ା, ୧୮ା୪ (ଜଗନ୍ନାଥ ଧଳ)ଏପ୍ରିଲ ୧୮ ତାରିଖ ବିଶ୍ୱ ଐତିହ୍ୟ ଦିବସ। ବିଶ୍ୱ ଐତିହ୍ୟ ତାଲିକାରେ ସଂଲଗ୍ନ ପାଇଁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଧୀନ ଜାତୀୟ ଉଦ୍ୟାନ ଭିତରକନିକାକୁ ୟୁନେସ୍କୋ ପକ୍ଷରୁ ୨୦୧୬ରେ ଏକ ଟିମ୍‌ ଅନୁଧ୍ୟାନ କରିଥିଲା। ତେବେ…

ସହରାଞ୍ଚଳରେ ଛୁଇଁନି ୮୦% ମତଦାନ

ଯାଜପୁର,୧୮ା୪(ହର୍ଷବର୍ଦ୍ଧନ ବେହେରା)ଯାଜପୁର ଜିଲାର କୋରେଇ ଓ ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଦୁଇ ପ୍ରମୁଖ ସହର ବ୍ୟାସନଗର ଓ ଯାଜପୁର ପୌରାଞ୍ଚଳ ରହିଛି। ତେବେ ଗତ ୩ ସାଧାରଣ ନିର୍ବାଚନକୁ ଅବଲୋକନ କଲେ ଏଠାରେ ଭୋଟରମାନଙ୍କ ମଧ୍ୟରେ ମତଦାନକୁ ନେଇ ଅରୁଚି ରହିଥିବା…

ମନ୍ତ୍ରୀପଦ ନିମାପଡ଼ା ପାଇଁ ଅଭିଶପ୍ତ

ନିମାପଡ଼ ୧୮ା୪ (ରଞ୍ଜନ କୁମାର ପଟ୍ଟନାୟକ) ମନ୍ତ୍ରୀ ପଦବୀ ନିମାପଡ଼ା ପାଇଁ ଅଭିଶପ୍ତ ସାବ୍ୟସ୍ତ ହୋଇଛି। ଅତୀତ ପୃଷ୍ଠାକୁ ଓଲଟାଇଲେ ଜଣାପଡ଼େ ନିମାପଡ଼ା ବିଧାନସଭା କ୍ଷେତ୍ରରୁ ୩ଜଣ ବିଧାୟକ ସ୍ବର୍ଗତ ଗୋବିନ୍ଦ ଚନ୍ଦ୍ର ସେଠୀ, ଡ଼ଃ ରବୀନ୍ଦ୍ର କୁମାର ସେଠୀ ଏବଂ…

ନବୀନ ଖେଳିଲେ ପଶ୍ଚିମ ଓଡ଼ିଶା କାର୍ଡ

ବଲାଙ୍ଗୀର, ୧୮ା୪(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଶ୍ଚିମ ଓଡ଼ିଶାରେ ଭାଜପାର ପ୍ରଭାବ ରହୁଥିବା ନେଇ ହେଉଥିବା ଚର୍ଚ୍ଚାକୁ ପ୍ରଶମିତ କରିବା ଲାଗି ‘ନବୀନ ପଶ୍ଚିମ…

ଶ୍ରାଦ୍ଧ ଦିବସରେ ବିଜୁଙ୍କୁ ଭୁଲିଗଲେ

ମହାକାଳପଡ଼ା,୧୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ)ତତ୍କାଳୀନ ରାଜନଗର ବିଧାୟକ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ବୁଧବାର ରାଜ୍ୟସାରା ପାଳିତ ହୋଇଯାଇଛି। ହେଲେ ମହାକାଳପଡ଼ାରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ କେହି ଫୁଲମାଳଟିଏ ପକାଇବାକୁ ନ ଆସିବା ଘଟଣା ଏଠାରେ ଅସନ୍ତୋଷ ସୃଷ୍ଟି…

ପ୍ରାର୍ଥୀ ଚୟନରେ ବିଳମ୍ବ, ଫାଇଦା ଉଠାଉଛି ଭାଜପା

ନୟାଗଡ଼/ଭାପୁର,୧୮।୪(ଲୋକନାଥ ମିଶ୍ର/ଭରତ କୁମାର ବେହେରା)ନୟାଗଡ଼ ଜିଲାର ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ଜୋର ଧରିନି। ଏଠାରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଦେଉ ନ ଥିବାରୁ ପ୍ରଚାରରେ ଭାଜପା ଆଗରେ ରହିଛି। ଭାଜପା ପ୍ରାର୍ଥୀ ଦୁଷ୍ମନ୍ତ ସ୍ବାଇଁ ଘରକୁ ଘର ବୁଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?