ଆମ ଜିଲା ଖବର

ମାଓବାଦୀ କ୍ୟାମ୍ପ ଧ୍ୱଂସ: ଖସିଗଲେ ଟପ ମାଓନେତା

ବଣାଇଁ, ୧୭।୪(ପ୍ରଦୀପ ତ୍ରିପାଠୀ): ନିର୍ବାଚନ ପୁର୍ବରୁ ସୀମାନ୍ତରେ ମାଓବାଦୀ କ୍ୟାମ୍ପ ଠାବ ହୋଇଥିବା ଜଣାପଡିଛି। ଓଡିଶା-ଝାଡଖଣ୍ଡ ସୀମାନ୍ତ ଗୋଏଲକେରା ଥାନା ଟେଣ୍ଟୋ ଜଙ୍ଗଲରେ କମ୍ବିଂ ଅପରେଶନ ସମୟରେ ଠାବ ହୋଇଛି ଏହି ମାଓବାଦୀ କ୍ୟାମ୍ପ। ମାଓବାଦୀ କ୍ୟାମ୍ପ ଧ୍ୱଂସ କରିବା ସହ…

ଛକାପଞ୍ଝାରେ କେନ୍ଦ୍ରାପଡ଼ା ବିଧାନସଭା ପ୍ରାର୍ଥୀତ୍ୱ

କେନ୍ଦ୍ରାପଡ଼ା, ୧୭ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ୫ ବିଧାନସଭା କ୍ଷେତ୍ର। ଏଥିରୁ ୪ଟିରେ ଚଳିତ ସାଧାରଣ ନିର୍ବାଚନ ପାଇଁ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ମାତ୍ର କେନ୍ଦ୍ରାପଡ଼ା ବିଧାନସଭା କ୍ଷେତ୍ର ପାଇଁ ଅଦ୍ୟାବଧି ରାଜ୍ୟର…

ନେତାଙ୍କୁ ଅଡୁଆ ଅଧାପନ୍ତରିଆ କାମ

ଯାଜପୁର,୧୭ା୪(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାର ଜାରକା ଗ୍ରାମ୍ୟ ନିର୍ମାଣ ଡିଭିଜନ-୨ ଅଧୀନ ଗ୍ରାମାଞ୍ଚଳର ଗମନାଗମନ ବ୍ୟବସ୍ଥାକୁ ସୁଦୃଢ କରିବା ଲକ୍ଷ୍ୟ ରଖି ବିଜୁ ସେତୁ ଯୋଜନା ଏବଂ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟ ହାତକୁ ନିଆଯାଇଛି। ହେଲେ କେତେକ ସ୍ଥାନରେ ବିଭାଗ…

ଟିକେଟ ମିଳିଲାନି, ହାତ ଧରିପାରନ୍ତି ଅଲେଖ

ପଟ୍ଟାମୁଣ୍ଡାଇ, ୧୭ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀରେ ଚଳିତ ନିର୍ବାଚନକୁ ନେଇ ରାଜନୈତିକ ପାଣିପାଗ ସରଗରମ ରହିଛି। ବିଜେଡି ବର୍ତ୍ତମାନ ବିଧାୟକ ଧ୍ରୁବ ସାହୁଙ୍କୁ ପୁଣି ଥରେ ଭରସା କରି ଟିକେଟ ଦେଇଛି। ସେପଟେ ଧ୍ରୁବଙ୍କୁ ଟକ୍କର ଦେବା ପାଇଁ…

ଧୂଳି ଲେପରେ ଫାଷ୍ଟଫୁଡ୍‌ ଷ୍ଟଲ, ବାସି ଖାଦ୍ୟ

ମହାକାଳପଡ଼ା,୧୭ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ପଣା ସଂକ୍ରାନ୍ତିଠାରୁ ଝାମୁଯାତ୍ରା ଚାଲିଛି। ଏହି ଅବସରରେ ମେଳାରେ ବହୁସଂଖ୍ୟାରେ ଦୋକାନ ବଜାର ପଡିଥିବା ବେଳେ ବ୍ୟବସାୟୀମାନେ ପସରା ମେଲାଇଛନ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଦିନ…

ସତ୍ୟସାରଥିଙ୍କ ପ୍ରାର୍ଥିତ୍ୱକୁ ନେଇ ଅଡୁଆ ବଢୁଛି

ଜଗତ୍‌ସିଂହପୁର, ୧୭ା୪ (ପ୍ରମୋଦ କୁମାର ନାୟକ):ବାଲିକୁଦା-ଏରସମା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ସତ୍ୟସାରଥି ମହାନ୍ତି ଭାଜପା ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ଏହି ଘୋଷଣା ପରେ ଦଳ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। କାରଣ ଖୁବ୍‌କମ୍‌ଦିନ ମଧ୍ୟରେ ସତ୍ୟସାରଥି ନିର୍ବାଚନ ମଣ୍ଡଳୀରେ ପହଞ୍ଚତ୍…

ଲଢ଼େଇ ଅଭିଜ୍ଞ ବନାମ ନୂଆ ମୁହଁ

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଜିଲା ସୋନପୁର ବିଧାନସଭା ଆସନ ପାଇଁ ସର୍ବପ୍ରଥମେ ନବନିର୍ମାଣ କୃଷକ ସଂଗଠନ ସୋନାଲି ବିଶିଙ୍କ ନାମ ଘୋଷଣା କରିଥିଲା। କିଛିଦିନ ପରେ ବିଜେଡି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ନାମ ଘୋଷଣା କଲା। ପରେ…

ଏହିସବୁ ହିଟ୍‌ ଟ୍ରାକ୍‌ରେ ଚାଲିଛି ନିର୍ବାଚନୀ ଗୀତ ରେକର୍ଡିଂ

କଟକ,୧୭ା୪ (କାର୍ତ୍ତିକ ସାହୁ):ଜିନ୍ଦାବାଦ୍‌, ଜିନ୍ଦାବାଦ୍‌…, ଆମର ଭାଇ, ତମର ଭାଇ…, ଭୋଟ ଦବ କୋଉଠି… ଆଦି ଚିର ପରିଚିତ ସ୍ଲୋଗାନ। ଡାକବାଜି ଯନ୍ତ୍ରରେ ମନମତାଣିଆ ଗୀତର ତାଳରେ ଜିନ୍ଦାବାଦ୍‌ ଧ୍ୱନି ବାଜି ଉଠିଲେ ଲୋକେ କାନ ପାରି ଶୁଣନ୍ତି। ପଚାରିବାକୁ ପଡ଼େନା…

ପ୍ରଚାର କଲେଣି ଭାଜପା, କଂଗ୍ରେସ:ବିଜେଡି ନୀରବ

ହାଟଡିହୀ,୧୭l୪(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ଓ ଭାଜପା ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତିି। ଭାଜପାରୁ ଆଲୋକ ସେଠୀ ଓ କଂଗ୍ରେସରୁ ଜୟଦେବ ଯେନା ଉଭୟେ ହାଟଡିହୀ ବ୍ଲକ ଅଞ୍ଚଳର ବାସିନ୍ଦା। ସେମାନେ ପ୍ରଚାର ଆରମ୍ଭ କରିଦେଇଥିବା…

ପରମ୍ପରା ପାଇଁ ଅଖଣ୍ଡ ଶିକାର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହର ମଧ୍ୟକୁ ମଙ୍ଗଳବାର ଏକ ରକ୍ତାକ୍ତ ମାଈ ବାର୍‌ହା ପଶି ଆସିଥିଲା। ଘଟଣାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବା ବେଳେ ଜଙ୍ଗଲ ନଷ୍ଟ ଯୋଗୁ ବନ୍ୟପ୍ରାଣୀ ବାସହରା ହୋଇ ଖାଦ୍ୟ ଓ ପାଣି ପାଇଁ ଜନବସତି ମୁହଁା…

କେନ୍ଦ୍ରମନ୍ତ୍ରୀଙ୍କୁ ଟିକେଟ୍‌ ଦେଲାନି ଭାଜପା: ପଛରେ ରହିଛି ଏଭଳି କାରଣ

ବାରିପଦା,୧୭ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବିବାଦୀୟ ମନ୍ତବ୍ୟ, ଅଶୋଭନୀୟ ଆଚରଣ ସମେତ କାର୍ଯ୍ୟଦକ୍ଷତାର ମାପକାଠିକୁ ଆଧାରକରି ଭାଜପା ଚଳିତ ନିର୍ବାଚନରେ କେତେଜଣ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରାର୍ଥୀ ତାଲିକାରୁ ବାଦ୍‌ ଦେଇଛି। ଏଥିରେ ନୂଆ ସଂସଦ ଭବନରେ ବିକ୍ଷୋଭକାରୀ ପଶିବା ଘଟଣାରେ ବିବାଦୀୟ ହୋଇଥିବା…

ମେଡିକାଲ ଶୌଚାଳୟରେ କର୍କଟ ରୋଗୀଙ୍କ ଆତ୍ମହତ୍ୟା

କଟକ,୧୬ା୪ (କାର୍ତ୍ତିକ ସାହୁ) ଆଚାର୍ଯ୍ୟ ହରିହରି ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନକୁ ଚିକିତ୍ସା ପାଇଁ ଆସିଥିବା ଜଣେ ମହିଳା କର୍କଟ ରୋଗର ଯନ୍ତ୍ରଣା ସହି ନ ପାରି ମେଡିକାଲ ଶୌଚାଳୟରେ ଆତ୍ମହତ୍ୟା କରିଥିବା ଚର୍ଚ୍ଚା ହେଉଛି। ମୃତ ମହିଳା ଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?