ଆମ ଜିଲା ଖବର

ୟୁପିଏସ୍‌ସିରେ ୨୪ ନଂ ର଼୍ୟାଙ୍କ ରଖିଲେ ବରଗଡ଼ ଡେପୁଟି କଲେକ୍ଟର ପ୍ରଜ୍ଞାନନ୍ଦନ ଗିରି, ୪ର୍ଥ ପ୍ରୟାସରେ ସଫଳ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟୀ କଲେକ୍ଟର ଭାବେ କାର୍ଯ୍ୟରତ ପ୍ରଜ୍ଞାନନ୍ଦନ ଗିରି ମଙ୍ଗଳବାର ପ୍ରକାଶ ପାଇଥିବା ସର୍ବଭାରତୀୟ ପ୍ରଶାସନିକ ସେବା (ୟୁପିଏସ୍‌ସି)ରେ ୨୪ ର଼୍ୟାଙ୍କରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ମୟୂରଭଞ୍ଜ ଜିଲା କରଞ୍ଜିଆ ନିବାସୀ ମା’ ମୀରାବାଲା, ବାପା ବିକ୍ରମ…

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ ଭାଜପାରୁ ଇସ୍ତଫା ଦେବାର ମାତ୍ର କିଛି ଘଣ୍ଟା ମଧ୍ୟରେ ଆନୁଷ୍ଠାନିକ ଭାବେ ବିଜେଡିରେ ଯୋଗ…

ଓଭରବ୍ରିଜ୍‌ରୁ ବସ୍‌ ଖସି ଦୁର୍ଘଟଣା: ମୃତକଙ୍କୁ ୩୦ ଲକ୍ଷ କ୍ଷତିପୂରଣ ପ୍ରଦାନ ଦାବି

କଟକ,୧୬ା୪ (କାର୍ତ୍ତିକ ସାହୁ) ଯାଜପୁର ଜିଲା ବାରବାଟୀ ନିକଟରେ ସୋମବାର ରାତିରେ ଓଭରବ୍ରିଜରୁ ପ୍ରାୟ ୩୦ ଫୁଟ ତଳକୁ ଯାତ୍ରୀବାହୀ ବସ୍‌ ଖସି ଦୁର୍ଘଟଣା ଘଟିବାକୁ ନେଇ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ପିଟିସନ୍‌ ଦାୟର ହୋଇଛି। ନ୍ୟାୟ…

ଫୁଲ ଧରିଲେ ବିଜେଡିର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ

କେନ୍ଦୁଝର,୧୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ) ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ ଆଜି ଶଙ୍ଖ ଛାଡ଼ି ଫୁଲ ଧରିଛନ୍ତି। ଭୁବନେଶ୍ୱରରେ ଏକ ମିଶ୍ରଣ କାର୍ଯ୍ୟକ୍ରମରେ ସେ ତାଙ୍କ କେତେକ ସମର୍ଥକଙ୍କ ସହିତ ଭାଜପାର ଯୋଗ ଦେଇଥିବା ଜଣାପଡିଛି। ସେ ୨୦୧୪ ରେ ବିଜେଡି…

ବଜ୍ରପାତରେ ୩ ମୃତ

କେନ୍ଦ୍ରାପଡ଼ା,୧୬।୪: କେନ୍ଦ୍ରାପଡ଼ାରେ କାଳବୈଶାଖୀ ବର୍ଷା ସାଙ୍ଗକୁ ଜୋରରେ ପବନ ହୋଇଛି। ତେବେ ବଜ୍ରପାତରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ପାଟକୁରା କୁଦାନଗରୀ ବଙ୍ଗାରିରେ ଜଣେ, କୁଣ୍ଡିଲୋରେ ଜଣେ ଓ ଆଳି ଶାଳିଅଞ୍ଚ ଭେଡାରେ ବଜ୍ରାଘାତ ଯୋଗୁଁ ଆଉ ଜଣଙ୍କର ମୃତ୍ୟୁ ହୋଇଛି।…

ମା’ ଧାମୁରାଇଙ୍କୁ ପୂଜା କରି ପ୍ରଚାର ଆରମ୍ଭ କଲେ କଂଗ୍ରେସ ପ୍ରାର୍ଥୀ

ଚାନ୍ଦବାଲି,୧୬।୪(କିଷାନ ପାତ୍ର)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନୀ ମଣ୍ଡଳୀ କଂଗ୍ରେସ କଂଗ୍ରେସ ପ୍ରାର୍ଥୀ ଅମୀୟ ମହାପାତ୍ର ମଙ୍ଗଳବାର ଧାମରାଠାରେ ମା’ଧାମୁରାଇଙ୍କ ଦର୍ଶନ କରି ପ୍ରଚାର ଆରମ୍ଭ କରିଛନ୍ତି। ଶତାଧିକ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଯାଇ ମା’ଧାମୁରାଇ ମନ୍ଦିରରେ ପୂଜାର୍ଚ୍ଚନା କରି ମା’ଙ୍କ…

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା ଅଧୀନ ଜୁନା ଗାଁର ସନାତନ ସିଂ ବୋଲି ଜଣାପଡିଛି। ଗତବର୍ଷ ଏପ୍ରିଲ ମାସରେ ଏକ…

ଫେରାର କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

କାଳିଆ ପାଣି,୧୬।୪:(ଅସିତ ମହାନ୍ତ): ଯାଜପୁର ଜିଲା କାଳିଆପାଣି ଥାନା ଅଧୀନ ପାନାସିଆ ଗାଁର ଜଣେ ବିଚାରଧୀନ ଫେରାର କଏଦୀଙ୍କ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଶୁକୁରା ମୁଣ୍ଡା। ମିଳିଥିବା ସୂଚନା, ୫ ବର୍ଷ ତଳେ ଶୁକୁରା ପଡୋଶୀ ଜଗତ…

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼ ଚତୁପାର୍ଶ ଏବଂ ତାରାତାରିଣୀ ଅଞ୍ଚଳ ପ୍ରକମ୍ପିତ ହୋଇପଡିଛି । ଚତୁର୍ଥପାଳିରେ ରାତି ସାଢେ ୨ଟାରୁ…

ଏହି ଆସନରେ ପ୍ରାର୍ଥୀ ବଦଳାଇଲା ଭାଜପା: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ପଟ୍ଟାଙ୍ଗି,୧୬।୦୪(ଶରତ ଧଳ): କୋରାପୁଟ ଲୋକ ସଭା ଅଧିନସ୍ଥ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀକୁ ହାତେଇବା ପାଇଁ ତିନି ଦଳ ମଧ୍ୟରେ ଆଗଭର ଦେଖାଦେଇଛି। ଏଥିପାଇଁ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍କଣ୍ଠା ବଢିଛି। ଏହିପରି ସ୍ଥିତିରେ ପଟାଙ୍ଗୀ ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ, ବିଜେଡି ଏବଂ…

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ କୁଲେସିକାଙ୍କୁ ଭାଜପା ଟିକେଟ୍‌ ଦେଇଛି। ସୂଚନା ଯୋଗ୍ୟ, କିଛି ଦିନ ତଳେ ବିଜେଡି ଛାଡି…

ସାଙ୍ଗରେ ପ୍ରଚାର କରୁଛନ୍ତି ଅରୂପ, ରୁଦ୍ର

ପୁରୀ,୧୬।୪: ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ନେତାଙ୍କ ପ୍ରଚାର ମଧ୍ୟ ଜୋର ଧରିଛି। ଏହି ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ସୋମବାର ପୁରୀ ନିର୍ବାଚନମଣ୍ଡଳୀରେ ପ୍ରଚାରକୁ ଜୋରଦାର କରାଯାଇଛି। ଡେଲାଙ୍ଗ ବ୍ଲକର ବିଭିନ୍ନ ପଞ୍ଚାୟତରେ ପୁରୀ ଲୋକସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?