କଞ୍ଚା ଲଙ୍କା ଚାଷ କରି ମାଲାମାଲ: ୪ ଦିନରେ ୧ କୁଇଣ୍ଟାଲରୁ ଅଧିକା ବିକ୍ରି
ଦାରିଙ୍ଗବାଡି,୧୬।୯ (ଅରୁଣ ସାହୁ): କଞ୍ଚା ଲଙ୍କା ଚାଷ କରି ମାଲାମାଲ ହେଉଛନ୍ତି ମହିଳା ଚାଷୀ। ୪ ଦିନରେ ୧ କୁଇଣ୍ଟାଲରୁ ଅଧିକା ବିକ୍ରିବଟା କରିସାରିଲେଣି। ଆଗକୁ ୪ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରୋଜଗାର ହେବା ଆଶା ବାନ୍ଧିଛନ୍ତି ଏସ୍ଏଚଜି ମହିଳା...
ଦୋକାନ ଉଚ୍ଛେଦ ବେଳେ ଉତ୍ତେଜନା: ପୋଲିସ-ଦୋକାନୀ ଧସ୍ତାଧସ୍ତି
ଭଦ୍ରକ,୧୬।୯: ଭଦକ ସହରରେ ସରକାରୀ ଜାଗାରୁ ଦୋକାନ ଉଚ୍ଛେଦ ବେଳେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଉଚ୍ଛେଦକୁ ବିରୋଧ କରି ଦୋକାନୀ-ପୋଲିସ ମୁହାଁମୁହିଁ ହେବା ସହ ଧସ୍ତାଧସ୍ତି ହୋଇଛନ୍ତି। ସହରର ବାଇପାସ୍ଠାରୁ ନଗର ପର୍ଯ୍ୟନ୍ତ ଉଚ୍ଛେଦ ବେଳେ ଏଭଳି...
ତେଲିପାଲିରେ ମଦ ବନ୍ଦ ନିଷ୍ପତ୍ତି ନେଲେ ମହିଳା, ଯିଏ ନିୟମ ଉଲ୍ଲଙ୍ଘନ କରିବ…
ଅମରପାଲି,୧୬।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅବକାରୀ ଥାନା ଅଞ୍ଚଳର ଗାଁଗାଁ ରେ ହେଉଛି ବ୍ୟାପକ ମଦ ବିକ୍ରି। ଅବକାରୀ ବିଭାଗ ସବୁ ଜାଣି ଚୁପ ରହୁଥିବାରୁ ଚୋରି ଓ ଦେଶୀ ମଦ ବିକ୍ରି ବଢ଼ିବାରେ ଲାଗୁଛି। ଫଳରେ ଅଞ୍ଚଳର...
ରାଜନୀତିରେ ହଇଚଇ: ଭାଜପା ବିଧାୟକଙ୍କ ନିକଟରେ ବିଜେଡିର ଆଗଧାଡ଼ିର ନେତା, ଫଟୋ ଭାଇରାଲ ପରେ…
ଗଞ୍ଜାମ,୧୬।୯ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାପୀଠ ସ୍କୁଲଠାରେ ବିଶ୍ୱ ହିନ୍ଦୁ ପରିଷଦ ବଜରଙ୍ଗ ଦଳ,ଆଦିତ୍ୟ ବିର୍ଲାର ମିଳିତ ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ...
ଅଭିନେତା ବୁଦ୍ଧାଦିତ୍ୟ ଅସୁସ୍ଥ: ହସ୍ପିଟାଲରେ ହେଲେ ଭର୍ତ୍ତି
କଟକ,୧୬।୯: ଓଲିଉଡ ଆଗଧାଡିର ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ମଙ୍ଗଳବାର ଅସୁସ୍ଥ ହୋଇପଡିଛନ୍ତି। ସେ କଟକ ସିଡିଏର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ଫୁସ୍ଫୁସ୍ ସଂକ୍ରମଣ ଜନୀତ ସମସ୍ୟା ନେଇ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏକ...
ତାତିଲେ ଚାଷୀ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଦେଲେ ଧାରଣା, ପଞ୍ଜୀକରଣ ଅବଧି ବୃଦ୍ଧି ନ ହେଲେ…
ବରଗଡ଼,୧୬।୯ ( ପ୍ରେମାନନ୍ଦ ଖମାରୀ): ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀ ପଞ୍ଜୀକରଣକୁ ନେଇ ଅସନ୍ତୋଷ ଥମିବାର ନାଁ ନେଉ ନାହିଁ। ପ୍ରଥମେ ଜଟିଳ ପଞ୍ଜୀକରଣ ପ୍ରକ୍ରିୟା ପ୍ରତିବାଦରେ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ଅନ୍ୟପକ୍ଷରେ ଅନେକ ଚାଷୀ ପଞ୍ଜୀକରଣ...
ବଲାଙ୍ଗୀର ସହରରେ ଦିନକୁ ଦିନ ବଢି ଚାଲିଛି ବାଇକ ଚୋରି, ଦୃଷ୍ଟି ଦେଉନି ପୋଲିସ
ବଲାଙ୍ଗୀର,୧୬।୯ (ସୁନିଲ ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ ବାଇକ ଚୋରି ବଢ଼ିବାରେ ଲାଗିଛି । ଗତ ସୋମବାର ରାତିରେ କଦମ ପଡା ମୁକେଶ ନାଗ( ୪୫)ଙ୍କ ବୁଲେଟ ଗାଡି ଚୋରି ହୋଇଥିବା ବଲାଙ୍ଗୀର ଟାଉନ ଥାନାରେ ଅଭିଯୋଗ ହୋଇଛି...
ଘରୋଇ କମ୍ପ୍ୟୁଟର ଶିକ୍ଷାନୁଷ୍ଠାନରୁ ଚୋରି ସହ ନିଆଁ ଲଗାଇଲେ ଦୁର୍ବୃତ୍ତ : ଧମକ ଦେଇ କବାଟରେ ଲେଖିଲେ…
ଛତ୍ରପୁର, ୧୬/୯ (ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଧୀନ ପୁରୁଣା ପୋଷ୍ଟ ଅଫିସ ସାହିରେ ଥିବା ଏକ ଘରୋଇ କମ୍ୟୁଟର ଶିକ୍ଷାନୁଷ୍ଠାନରୁ ସୋମବାର ବିଳମ୍ବିତ ରାତ୍ରରେ ଚୋରି କରିବା ସହିତ ନିଆଁ ଲଗାଇଛନ୍ତି ଦୁର୍ବୃତ୍ତ । ଏହା ସହ ଜୀବନରୁ...
ଓଲଟିଲା ସ୍କୁଲପିଲାଙ୍କୁ ନେଇ ଯାଉଥିବା ଅଟୋ, ଡ୍ରାଇଭର ଗୁରୁତର
ସାଲେପୁର,୧୬।୯(ଅରବିନ୍ଦ ଭୂୟାଁ): ସାଲେପୁର ଆଦର୍ଶ ସ୍କୁଲ ପିଲାମାନଙ୍କୁ ନେଇ ଯାଉଥିବା ଏକ ଅଟୋ ମଙ୍ଗଳବାର ସକାଳେ କେନ୍ଦ୍ରାପଡ଼ା କେନାଲରର ଶାଖା କେନାଲକୁ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକମାନେ ପିଲାମାନଙ୍କ ସମେତ ଡ୍ରାଇଭରଙ୍କୁ ଉଦ୍ଧାର କରିବା...
ଏନଏସି ଘୋଷଣା ଦାବି ନେଇ ୧୨ ଘଣ୍ଟିଆ ସଇଁତଳା ବନ୍ଦ, ରାଜ୍ୟ ସରକାରଙ୍କୁ ଦେଲେ ଏମିତି ଚେତାବନୀ
ବଲାଙ୍ଗୀର/ସଇଁତଲା ,୧୬/୯ (ସୁନିଲ ମହାନ୍ତି,ରାଖାଲ ପ୍ରାସାଦ ଶତପଥୀ) : ସଇଁତଳାକୁ ଏନଏସି ଘୋଷଣା ଦାବି ନେଇ ମଙ୍ଗଳବାର ୧୨ ଘଣ୍ଟିଆ ସଇଁତଲା ବନ୍ଦ ପାଳନ କରାଯାଇଛି। ବିଜେଡି ସରକାର ଅମଳରେ ସଇଁତଲାକୁ ଏନଏସି କରାଯିବ ବୋଲି ଘୋଷଣା କରାଯାଇଥିଲା। କିନ୍ତୁ...
ଜୀବିତଙ୍କୁ ମୃତ ଦର୍ଶାଇ ପ୍ରତିପକ୍ଷଙ୍କୁ ଜମି ପଟା ପ୍ରଦାନ କରିବା ତହସିଲଦାରଙ୍କୁ ପଡିଲା ମହଙ୍ଗା, ଚାକିରିରୁ ନିଲମ୍ବନ କଲେ ରାଜ୍ୟ ସରକାର
ସମ୍ବଲପୁର,୧୬।୯(ପ୍ରମୋଦ ବହିଦାର): ସମ୍ବଲପୁର କୁଚିଣ୍ଡା ତହସିଲଦାର ମିତାଲି ମଧୁସ୍ମିତା ଦଳେଇଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜମିଜମା ମାମଲାରେ ପକ୍ଷପାତିତା କରିଥିବା ଅଭିଯୋଗରେ ରାଜସ୍ବ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବନ କରାଯାଇଛି। ଏଭଳି ପକ୍ଷପାତିତାରେ ଶିକାର ହୋଇଥିବା ରାଜେଶ...
ଭୋଟ ଗ୍ରହଣ କେନ୍ଦ୍ର ସ୍ଥାନାନ୍ତର ହେଉ: ଉପଜିଲାପାଳଙ୍କୁ ଭେଟି ଦାବିପତ୍ର
ନୂଆପଡ଼ା,୧୬ା୯ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଜଟଗଡ ପଞ୍ଚାୟତ ଭରୁଆମୁଣ୍ଡା ଗାଁରେ ନୂତନ ଭୋଟ ଗ୍ରହଣ କେନ୍ଦ୍ର କରିବା ପାଇଁ ଗ୍ରାମବାସୀ ସୋମବାର ଉପଜିଲାପାଳ ସୁର୍ମି ସୋରେନଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଅନୁଯାୟୀ...
Archives


