ଆମ ଜିଲା ଖବର

ବରୀରେ କଂଗ୍ରେସରୁ ଲଢ଼ିବେ ଆରତି ଦେଓ

ବରୀ,୧୪ା୪(ମହେନ୍ଦ୍ର ସ୍ବାଇଁ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ରବିବାର କଂଗ୍ରେସର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଯାଜପୁର ଜିଲା ବରୀ ନିର୍ବାଚନମଣ୍ଡଳୀ ପାଇଁ ଆରତି ଦେଓଙ୍କୁ ପ୍ରାର୍ଥୀ କରାଯାଇଛି। ଫଳରେ ଟିକେଟ ଦୌଡ଼ରେ ଥିବା ଇଂ. ଅମରେଶ…

ଭାଜପାର ପ୍ରଚାର ଜୋର, ପ୍ରାର୍ଥୀ ଖୋଜୁଛି ବିଜେଡି

ଯାଜପୁର,୧୫ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କୋରେଇ ନିର୍ବାଚନମଣ୍ଡଳୀରେ ଭାଜପାର ନିର୍ବାଚନୀ ପ୍ରଚାର ଜୋରସୋରରେ ଚାଲିଛି। ଭାଜପା ପ୍ରାର୍ଥୀ ଆକାଶ ଦାସନାୟକ ବିଭିନ୍ନ କାର୍ଯ୍ୟକ୍ରମ ଓ ବନ୍ଧୁମିଳନ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଜାରି ରଖିଛନ୍ତି। କଂଗ୍ରେସ ରବିବାର ରାତିରେ ବ୍ୟାସନଗରର…

ବିନା ଶୋଭାଯାତ୍ରାରେ ହେଲା ହନୁମାନ ଜୟନ୍ତୀ: ଆଳତି କଲେ ଧର୍ମେନ୍ଦ୍ର

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର): ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ବିନା ଶୋଭାଯାତ୍ରାରେ ସମ୍ବଲପୁର ସହରରେ ରବିବାର ହନୁମାନ ଜୟନ୍ତୀ ଓ ମହାବିଷୁବ ସଂକ୍ରାନ୍ତି ପାଳିତ ହୋଇଛି। ଗତବର୍ଷର ହନୁମାନ ଜୟନ୍ତୀ ହିଂସାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଚଳିତବର୍ଷ ହନୁମାନ ଜୟନ୍ତୀ ଶୋଭାଯାତ୍ରା…

୩ଦିନ ହେଲା ଜଳଯୋଗାଣ ବନ୍ଦ: ପାଣି ପାଇଁ ଭରସା ନଦୀଜଳ

ସଇଁତଳା, ୧୪ା୪ (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ଡ଼େଙ୍ଗ ପଞ୍ଚାୟତବାସୀ ଏବେ ଘୋର ପାନୀୟ ଜଳକଷ୍ଟରେ ରହିଛନ୍ତି। ପାଇପ୍‌ ଫାଟି ଯାଇଥିବାରୁ ପାଇପ୍‌ ଜଳ ଯୋଗାଣ ହୋଇପାରୁନାହିଁ। ଯାହାଫଳରେ ଗ୍ରାମର ଲୋକେ ଲାନ୍ଥ ନଦୀର ବାଲିଚୂଆଁ ଉପରେ…

ନୂଆବର୍ଷ ଭେଟି ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁରବାସୀଙ୍କୁ ଓଡ଼ିଆ ନବବର୍ଷରେ କଂଗ୍ରେସ ଭେଟି ଦେଇଛି ବିଧାୟକ ପ୍ରାର୍ଥୀ। ଚିତ୍ରସେନ ବେହେରାଙ୍କ ନାମ ଘୋଷଣା କରିଛି। ଏ ନେଇ ଅଞ୍ଚଳବାସୀଙ୍କ ମଧ୍ୟର ଖୁସିର ଲହରି ଖେଳିଯାଇଛି। ତେବେ କୌଣସି ଦଳ…

ସବୁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

କେନ୍ଦୁଝର,୧୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ସମସ୍ତ ବିଧାନସଭା ମଣ୍ଡଳୀର ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଅସଂରକ୍ଷିତ ଘସିପୁରା ନିର୍ବାଚନ ମଣ୍ଡଳୀରେ ସୁବ୍ରତ ଚକ୍ରଙ୍କୁ ପ୍ରାର୍ଥୀ କରିଛି, ଫଳରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଟିକଟ କରିଛି। ସେ ନିଜେ କିଛି…

ପ୍ରତାପ ଷଡଙ୍ଗୀଙ୍କୁ ନିଜ ଦଳର କର୍ମୀ ଚେତାବନୀ, ଏମିତି ନ କଲେ ନିର୍ବାଚନମଣ୍ଡଳୀରେ ପୂରାଇ ଦିଆଯିବ ନାହିଁ

ବାଲେଶ୍ୱର,୧୪।୪(ମାନସ ବିଶ୍ୱାଳ)- ଜଳେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପକ୍ଷରୁ ଘୋଷଣା କରାଯାଇଥିବା ପ୍ରାର୍ଥୀଙ୍କୁ ବିରୋଧ କରାଯାଇଛି। ଏନେଇ ବାଲେଶ୍ୱର ସହର ସହଦେବଖୁଣ୍ଟାସ୍ଥିତ ଏକ ଘରୋଇ କଲ୍ୟାଣ ମଣ୍ଡପରେ ଭାଜପା ପକ୍ଷରୁ ଖୋଲାଯାଇଥିବା ଅସ୍ଥାୟୀ ନିର୍ବାଚନୀ କାର୍ଯ୍ୟାଳୟରେ ପହଞ୍ଚତ୍ କର୍ମୀମାନେ ହୋହଲ୍ଲା…

ବିଜେପୁର ଆଶାୟୀ ଥିଲେ, ଅତାବିରା ପାଇଁ ପ୍ରାର୍ଥୀ ହେଲେ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ)-କଂଗ୍ରେସ ରବିବାର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ବରଗଡ଼ ଜିଲା ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ଅଭିଷେକ ସେଠଙ୍କୁ ଦଳୀୟ ପ୍ରାର୍ଥୀ କରିଛି। ଅଭିଷେକ ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀର ଜଳୀୟ ପ୍ରାର୍ଥୀ…

ବଡ଼ ନିଷ୍ପତି ନେଲେ ଅସନ୍ତୁଷ୍ଟ ବିଜେଡି କର୍ମୀ

କେନ୍ଦୁଝର,୧୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ବିଜୁ ଜନତା ଦଳ ତରଫରୁ ତେଲକୋଇ ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ମାଧବ ସର୍ଦ୍ଦାର ଓ ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁଙ୍କୁ ଠାକୁରପଡ଼ାରେ ସୋମବାର ସମ୍ବର୍ଦ୍ଧନା ଦିଆଯିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ…

୭୫ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ

ଭୁବନେଶ୍ୱର:୧୪।୪: ପବିତ୍ର ପଣା ସଂକ୍ରାନ୍ତି ଅବସରରେ କଂଗ୍ରେସ ରବିବାର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ତାଲିକାରେ ୭୫ଜଣଙ୍କ ନାଁ ରହିଛି। ଭଣ୍ଡାରୀପୋଖରୀରୁ ନିରଞ୍ଜନ ପଟ୍ଟନାୟକଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଆନନ୍ଦପୁରରୁ ଜୟଦେବ ଜେନା, ବାଙ୍କୀରୁ ଦେବାଶିଷ…

ମନ୍ଦିର ପୂଜାରୀଙ୍କ ଘରେ କଳାକନା ବୁଲାଇଲେ ଚୋର

ଚାନ୍ଦିପୁଟ,୧୪ା୪(କେ. ପ୍ରମୋଦ କୁମାର ଦୋରା)- ଗଜପତି ଜିଲା ମୋହନା ଥାନା ଅଧୀନ ଚାନ୍ଦିପୁଟ ଗ୍ରାମର ଚନ୍ଦ୍ରଶେଖର ମନ୍ଦିର ପୂଜାରୀ ଉଦୟନାଥ ମହାପାତ୍ରଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ପ୍ରାୟ ୨୫ ଭରି ସୁନା ଓ ୪୦ରୁ ୪୫ ହଜାର ଟଙ୍କା…

ଦୁଇ ଫୁଲମାଳାରେ ପରସ୍ପରକୁ ବାଛିଲେ ଜୀବନ ସାଥୀ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ଜାତିଆଣ ଭେଦଭାବ ମଧ୍ୟ ନ ଥିଲା । ପରସ୍ପର ଫୁଲମାଳା ବିନିମୟରେ ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ରବିବାର ଆଦର୍ଶ ଗଣବିବାହ ଅନୁଷ୍ଠିତ ହୋଇଯାଇଛି । ବାବା ସାହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?