ଆମ ଜିଲା ଖବର

ମନ୍ଦିର ପୂଜାରୀଙ୍କ ଘରେ କଳାକନା ବୁଲାଇଲେ ଚୋର

ଚାନ୍ଦିପୁଟ,୧୪ା୪(କେ. ପ୍ରମୋଦ କୁମାର ଦୋରା)- ଗଜପତି ଜିଲା ମୋହନା ଥାନା ଅଧୀନ ଚାନ୍ଦିପୁଟ ଗ୍ରାମର ଚନ୍ଦ୍ରଶେଖର ମନ୍ଦିର ପୂଜାରୀ ଉଦୟନାଥ ମହାପାତ୍ରଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ପ୍ରାୟ ୨୫ ଭରି ସୁନା ଓ ୪୦ରୁ ୪୫ ହଜାର ଟଙ୍କା…

ଦୁଇ ଫୁଲମାଳାରେ ପରସ୍ପରକୁ ବାଛିଲେ ଜୀବନ ସାଥୀ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ଜାତିଆଣ ଭେଦଭାବ ମଧ୍ୟ ନ ଥିଲା । ପରସ୍ପର ଫୁଲମାଳା ବିନିମୟରେ ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ରବିବାର ଆଦର୍ଶ ଗଣବିବାହ ଅନୁଷ୍ଠିତ ହୋଇଯାଇଛି । ବାବା ସାହେବ…

କାତ୍ୟାୟନୀ ବେଶରେ ଭକ୍ତଙ୍କୁ ଦିବ୍ୟ ଦର୍ଶନ ଦେଲେ ମା’ ବନଦୁର୍ଗା

ନିରାକାରପୁର,୧୪।୧(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତରେ ଥିବା ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ବାସନ୍ତୀକ ଚୈତ୍ର ନବରାତ୍ର ପୂଜା ଚାଲିଛି। ନବରାତ୍ରର ରବିବାର ଷଷ୍ଠ ଦିବସ ତଥା ଓଡ଼ିଆ ନବ ବର୍ଷ ଏବଂ ମହାବିଷୁବ…

ମନ୍ତ୍ରୀ ପାଲିଲେ ଓଡ଼ିଆ ନବ ବର୍ଷ

ଭଞ୍ଜନଗର,୧୪ା୪(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ରବିବାର ଭଞ୍ଜନଗର ନିକଟସ୍ଥ ଅଗଝୋଳ ସ୍ଥିତ ବାସଭବନରେ ଓଡ଼ିଆ ନବ ବର୍ଷ ପାଳନ କରିଛନ୍ତି। ଏହି ଅବସରରେ ବହୁ ଲୋକ ମନ୍ତ୍ରୀଙ୍କ ବାସଭବନରେ ପହଞ୍ଚି ତାଙ୍କୁ ସ୍ବାଗତ କରିଥିଲେ। ଏହାପରେ ମନ୍ତ୍ରୀ ଆରୁଖ…

କେଦାରେଶ୍ୱର ମନ୍ଦିରରୁ ଚୋରି

ପୁରୁଷୋତ୍ତମପୁର,୧୪ା୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚୋରମାନେ ମହାଦେବଙ୍କୁ ମଧ୍ୟ ଛାଡ଼ି ନାହାନ୍ତି। କୁସୁପୁର ଗ୍ରାମରେ ଥିବା କେଦାରେଶ୍ବର ମହାଦେବ ମନ୍ଦିରରେ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ପଶି ଘଣ୍ଟ,ଘଣ୍ଟି ଆଦି ସାମଗ୍ରୀ ଚୋରି କରି ନେଇଯାଇଛନ୍ତି। ରବିବାର…

ମା’ଙ୍କ ଗୋଇଠା ମାଡ଼ରେ ଚାଲିଗଲା ପୁଅର ଜୀବନ

କାଲିମେଳା,୧୪ା୪(ଜୀବନ କୃଷ୍ଣ ଦାସ): ପୁଅକୁ ଆକଟ କରିବାକୁ ଯାଇ ମା’ଙ୍କ ଗୋଇଠା ମାଡ଼ରେ ନିଜ ଜନ୍ମ କଲା ୮ ବର୍ଷ ପୁଅର ମୃତ୍ୟୁ ହେବା ପରି ଅଭାବନୀୟ ଘଟଣା ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ତୁମ୍ବାଗୁଡ଼ା ଗ୍ରାମରେ ଦେଖିବାକୁ ମିଳିଛି।…

ଖଣ୍ଡା ବୁଲାଇଲେ ଦୁଇ ଭାଜପା ପ୍ରାର୍ଥୀ

ସରଣ୍ଡା,୧୪ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଗୋଡ଼ଭଗାରେ ରବିବାର ହନୁମାନ ଜୟନ୍ତୀ ପାଳିତ ହୋଇଛି। ତେବେ ଏହି ଅବସରରେ ବାହାରିଥିବା ଶୋଭାଯାତ୍ରାରେ ଭାଜପାର ବରଗଡ଼ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପୁରୋହିତ ଏବଂ ଅତାବିରା ବିଧାନସଭା ପ୍ରାର୍ଥୀ ନିହାର ରଞ୍ଜନ…

ପଣା ସଂକ୍ରାନ୍ତିରେ ଜଗତେଶ୍ୱର-ମା’ ପାର୍ବତୀଙ୍କ ବିବାହ

ମୋରଡା,୧୪।୪(ସ୍ମାରକ ମାଜୀ)- ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ କୋହି ଗ୍ରାମରେ ବାବା ଜଗତେଶ୍ୱରଙ୍କ ପ୍ରସିଦ୍ଧ ଝାମୁ ଯାତ୍ରା ତଥା ଘଟ ପର୍ବ ପାଳନ କରାଯାଇଛି l ଏହି ଉପଲକ୍ଷେ ବାବା ଜଗତେଶ୍ୱର ଓ…

ଭୋଟରଙ୍କୁ ଅଭିନବ ଉପାୟରେ ଆହ୍ବାନ ଦେଲେ ଜିଲାପାଳ

ପଟାଙ୍ଗି,୧୪ା୪(ଶରତ ଧଳ): ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ କିଛି ଦିନ ବାକି ରହିଥିବା ବେଳେ ଭୋଟରଙ୍କୁ ଏକ ଅଭିନବ ଉପାୟରେ ଜିଲା ପ୍ରଶାସନ ପକ୍ଷରୁ ସଚେତନତାର ବାର୍ତ୍ତା ମାଧ୍ୟମରେ ଆହ୍ବାନ ଦିଆଯାଇଛି। ଯାହା ସମସ୍ତ ଭୋଟରଙ୍କ ପାଇଁ ଏକ ପ୍ରେରଣା।…

ମା’ ଦଣ୍ଡକାଳୀଙ୍କ ଯାତ୍ରାରେ ଅଧିଆ ପଡ଼ିଲେ ଶତାଧିକ ମହିଳା, ପାଣି ନ ଥିବାରୁ ହଟହଟା

ପୁରୁଷୋତ୍ତମପୁର,୧୪ା୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ରବିବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି। ଏନେଇ ପୁରୁଷୋତ୍ତମପୁର ସହରରେ ଏକ ଆଧାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଏହି ଅବସରରେ ଢୋଲ, ଝାଞ୍ଜ ସାଙ୍ଗକୁ…

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲା…

ବିରୋଧୀଙ୍କୁ ଟକ୍କର୍‌ ଦବେ ମୋକିମଙ୍କ ଝିଅ! କଟକ ରାଜନୀତିରେ ନୂଅ ଟ୍ବିଷ୍ଟ

କଟକ,୧୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ ବିଭିନ୍ନ ଦଳର ପ୍ରାର୍ଥୀ ଘୋଷଣା ରାଜନୀତିକୁ ଆହୁରି ଉଷ୍ମ କରୁଛି। କାହାର ଟିକେଟ୍‌ କଟିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?