ଆମ ଜିଲା ଖବର

ବଡ଼ଚଣା: ନିର୍ଣ୍ଣାୟକ ଭୂମିକା ନେବେ ନୀରବ ଭୋଟର

ଚଣ୍ଡିଖୋଲ,୩୧ା୫(ପ୍ରଦୀପ୍ତ କୁମାର ପୃଷ୍ଟି): ମତଦାନ ସମୟ ପାଖେଇ ଆସୁଥିଲେ ମଧ୍ୟ ବଡ଼ଚଣା ବିଧାନସଭା ନିର୍ବାଚନ କ୍ଷେତ୍ରରେ ସେତେ ଉଷ୍ମତା ଦେଖା ଯାଉନାହିଁ। କେବଳ କେତେକ ସଭା ସମିତିକୁ ଛାଡ଼ିଦେଲେ ଗ୍ରାମାଞ୍ଚଳରେ ପୂର୍ବ ଭଳି ଉତ୍ସାହ ଉନ୍ମାଦନା ଦେଖିବାକୁ ମିଳୁନାହିଁ। ଏପରିକି ପୂର୍ବ…

ପାଟକୁରାର ସାମୂହିକ ବିକାଶ ମୁଖ୍ୟ ଲକ୍ଷ୍ୟ: ଅରବିନ୍ଦ

କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀ ରାଜ୍ୟ ରାଜନୀତିରେ ଗୁରୁତ୍ୱ ବହନ କରିଆସିଛି। ଅତୀତରେ ଏଠାରୁ ରାଜ୍ୟର ବହୁ ପ୍ରମୁଖ ନେତା ନିର୍ବାଚିତ ହୋଇ ପାଟକୁରାକୁ ରାଜନୈତିକ କ୍ଷେତ୍ରରେ ଏକ ନୂତନ ଦିଗ୍‌ଦର୍ଶନ ଦେଇଛନ୍ତି। ତେବେ ଚଳିତ ନିର୍ବାଚନରେ ପାଟକୁରା ପାଇଁ…

ମିଳିଲା ଦନ୍ତାହାତୀର ମୃତଦେହ

ଲାଞ୍ଜିଗଡ,୩୦ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ସୀମାନ୍ତ ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ କମର୍ଦ୍ଦା ସେକ୍ସନ ଭୁର୍ଟିଗଡ଼ ବିଟ ଅନ୍ତର୍ଗତ କୁଟିମସ୍କା ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହକୁ ବନ ବିଭାଗ ଗୁରୁବାର ଠାବ କରିଛି। ତେବେ ସପ୍ତାହେ ହେବ…

ବାଇକ୍‌ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର

ଥୁଆମୂଳ ରାମପୁର, ୩୦ା୫:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୁଣୁପୁର ଥୁଆମୂଳ ରାମପୁର ମୁଖ୍ୟ ରାସ୍ତାରେ ଗୁରୁବାର ଏକ ବାଇକ୍‌ ଦୁର୍ଘଟଣା ଘଟିଛି l ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ…

ଶିଶୁପୁତ୍ରର ବେକରେ ଭୁଜାଲି ରଖି ଲୁଟିନେଲେ ଟଙ୍କା, ଅଳଙ୍କାର

ପାରଳାଖେମୁଣ୍ଡି,୩୦ା୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ବନାଥନଗରରେ ଗୁରୁବାର ଏକ ବଡ଼ ଧରଣର ଲୁଟପାଟ୍‌ ଘଟିଛି। ୪ଜଣ ଲୁଟେରା ଜଣେ ଶିଶୁପୁତ୍ରର ବେକରେ ଭୁଜାଲି ରଖି ପରିବାର ଲୋକଙ୍କୁ ଭୟଭୀତ କରି ଲକ୍ଷାଧିକ ଟଙ୍କା ଓ ସୁନା ଅଳଙ୍କାର ଲୁଟି…

ଝିଅ, ମା,ବାପା ଘରେ ଥିଲେ: ପଡ଼ିଲା ବଜ୍ରପାତ

ବାଲିଗୁଡ଼ା,୩୦।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅଧୀନ ଟିକାବାଲିରେ ଗୁରୁବାର ଅପରାହ୍ନରେ ଘଡଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା ହୋଇ ବଜ୍ରପାତ ଘଟିଥିଲା। ବଜ୍ରପାତରେ ଝିଅଙ୍କ ମୃତ୍ୟୁ ଘଟିଥିବା ବେଳେ ମା, ବାପା ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।…

ଡାକ୍ତରଖାନାରେ ଆଟେଣ୍ଡାଣ୍ଟଙ୍କ ଦୁର୍ବ୍ୟବହାର: ସ୍ବାସ୍ଥ୍ୟକର୍ମୀଙ୍କୁ ତାଗିଦ କଲେ ଅଧୀକ୍ଷକ

ହିଞ୍ଜିଳିକାଟୁ,୩୦ା୫(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଡାକ୍ତରଖାନାରେ ଜଣେ ସ୍ବାସ୍ଥ୍ୟକର୍ମୀ ବୁଧବାର ରାତିରେ ଜଣେ ଗୁରୁତର ଆହତ ନାବାଳକଙ୍କୁ ଚିକିତ୍ସା ବଦଳରେ ତାଙ୍କ ସମ୍ପର୍କୀୟଙ୍କୁ ଦୁର୍ହବ୍ୟବହାର କରିଥିବା ଅଭିଯୋଗ ହୋଇଛି । ବୁଧବାର ରାତିରେ ଘଟିଥିବା ଏହି ଘଟଣା ନେଇ ଗୁରୁବାର…

ଭଦ୍ରକ ଜିଲାରେ ୧୪୪ ଧାରା ଲାଗୁ, ୫ରୁ ଅଧିକ ଏକାଠି ହେବା, ବୁଲିବା ମନା

ଭୁବନେଶ୍ୱର,୩୦।୫: ରାଜ୍ୟରେ ଶେଷ ପର୍ଯ୍ୟାୟ ଭୋଟ ପାଇଁ ଜୁନ ୧ରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ଗୁରୁବାର ପ୍ରଚାର ଶେଷ ହୋଇଛି। ଏପରିକି ନିର୍ବାଚନ ପ୍ରସ୍ତୁତି ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେବେ ନିର୍ବାଚନକୁ ଦୃଷ୍ଟିରେ…

ବିଷ ପିଇ ଦେଲେ ଦମ୍ପତି

ଫୁଲବାଣୀ,୩୦ା୫(ରାକେଶ କୁମାର ରାଉତ): ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଫରିଙ୍ଗିଆ ବ୍ଲକରେ। ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହେବାପରେ ଉଭୟେ ବିଷ ପିଇ ଦେଇଛନ୍ତି । ଏଥିରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ବାମୀ ମେଡିକାଲରେ ମୃତ୍ୟୁ ସହ…

ରାତି ୯ରେ ମଦ ଦୋକାନ, ୧୦ଟାରେ ବଜାର ବନ୍ଦ

ବ୍ରହ୍ମପୁର,୩୦ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ନିର୍ବାଚନ ପୂର୍ବରୁ ଓ ପରେ କେତେକ ହିଂସା ଘଟିଛି। ଆସନ୍ତା ୪ ତାରିଖରେ ଭୋଟ ଗଣତି ହେବ। ଆଗକୁ ଯେପରି ଆଉ ହିଂସାକାଣ୍ଡ ନ ଘଟିବ ସେଥିପ୍ରତି ବ୍ରହ୍ମପୁର ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ…

ବିଜେଡି ନେତାଙ୍କୁ ବଦ୍‌ନାମ କରିବାକୁ ବିରୋଧୀ ଦଳର ଏହା ହୀନ ଚକ୍ରାନ୍ତ: ବିଜେଡି 

ତିହିଡ଼ି,୩୦ା୫(ସଞ୍ଜିତ ବଳ): ଚାନ୍ଦବାଲି ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନ ତିହିଡ଼ି ବ୍ଲକର ଦୌଲତପୁର ପଞ୍ଚାୟତରେ ମପେକ୍ଷ ଅସୁସ୍ଥ ହୋଇଥିବା ଜଣେ ବ୍ୟକ୍ତିଙ୍କୁ ନେଇ ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓରେ ବିଜେଡି ନେତାଙ୍କୁ ଦାୟୀ କରାଯାଇଥିବାରୁ ଦଳର ନେତାଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା…

ଇଭିଏମ୍‌ରେ ସିଲ୍‌ ପ୍ରାର୍ଥୀଙ୍କ ଭାଗ୍ୟ, ଅଙ୍କକଷାରେ ଲାଗିଛନ୍ତି ଦଳୟୀ କର୍ମୀ

ରାଇକିଆ,୩୦।୫(ପ୍ରଦୀପ ବେହେରା): କନ୍ଧମାଳ ଜିଲା ଜି ଉଦୟଗିରି ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ଶେଷ ହୋଇଯାଇଛି। ଏବେ ଜୁନ ୪ ତାରିଖ ଫଳାଫଳକୁ ଅପେକ୍ଷା । ଏହାକୁ ନେଇ ଚା’ ଖଟିରେ ମଧ୍ୟ ଚର୍ଚ୍ଚା ଜୋର୍‌ ଧରିଛି । କେଉଁ ଦଳର ପ୍ରାର୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?