ଆମ ଜିଲା ଖବର

ନବୀନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ଦିନ ହିଁ ହେବ ବିଜୁଳି ବିଲ୍‌ ଛାଡ଼

ସୋର,୩୦ା୫: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସରୁଛି ପ୍ରଚାର। ଶେଷ ମୁହୂର୍ତ୍ତରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ। ଏହି ପରିପ୍ରେକ୍ଷୀରେ ଆଜି ବାଲେଶ୍ୱର ଜିଲାର ସୋରକୁ ନିର୍ବାଚନୀ ପ୍ରଚାରରେ ଆସିଛନ୍ତି…

ବାଣ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୫: ପୁରୀ ବାଣ ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ…

ସରକାରୀ ଜମିରେ ପୋଖରୀ ଖୋଳିବା ଘଟଣା: ପାଣିର ନମୁନା ସଂଗ୍ରହ କଲା ପ୍ରଦୂଷଣ ବୋର୍ଡ

ପାଟଣା,୩୦ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ କୁଆପଶି ଗ୍ରାମରେ ଥିବା ନାରାୟଣୀ ରାଇସ ମିଲ୍ସ ଫାଟକ ସମ୍ମୁଖରେ ଗୁରୁବାର ପୂର୍ବାହ୍ନରେ ଶତାଧିକ କୁଆପସି, ମଙ୍ଗଳପୁର ଓ ଡିଆନାଳୀ ଅଞ୍ଚଳର ମହିଳା ଓ ପୁରୁଷ ଧାରଣା ଦେଇଥିଲେ। ମିଲ୍ସ…

ବିଦ୍ୟୁତ୍‌ ଠିକାଦାରଙ୍କ ଘରେ ଆଇଟି ରେଡ୍‌

ଯାଜପୁର,୩୦ା୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ହାଟପାଟଣା ଅଞ୍ଚଳରେ ଆଇଟି ରେଡ୍‌ କରାଯାଇଛି। ବିଦ୍ୟୁତ୍‌ ଠିକାଦାର ଧରଣୀ ସାହୁଙ୍କ ବାସଭବନରେ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି। ୪ଜଣିଆ ଆଇଟି ଟିମ୍‌ ପକ୍ଷରୁ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି।

ବିଜେଡି-ଭାଜପା ମିଶିକି ଅଛନ୍ତି, ଚିନ୍ତାଧାରା ବି ଗୋଟିଏ: ରାହୁଲ

ସିମୁଳିଆ,୩୦ା୫: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସରୁଛି ପ୍ରଚାର। ଶେଷ ମୁହୂର୍ତ୍ତରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ। ଏହି ପରିପ୍ରେକ୍ଷୀରେ ଆଜି ଓଡ଼ିଶା ଆସିଛନ୍ତି କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ।…

ଅସହ୍ୟ ଗୁଳୁଗୁଳି, ଚିନ୍ତା ବଢ଼ାଉଛି ବିଦ୍ୟୁତ୍‌କାଟ୍‌ ସମସ୍ୟା

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ପ୍ରଚଣ୍ଡ ଖରା ସହ ଗରମ ବୃଦ୍ଧି ପାଇଛି। ବୁଧବାର ଦାରିଙ୍ଗବାଡ଼ିରେ ସର୍ବାଧିକ ୩୯ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ଆର୍ଦ୍ରତା ୯୦ ପ୍ରତିଶତ ରହିଥିଲା। ତେବେ ବିଳମ୍ବିତ ରାତି ତଥା ଗୁରୁବାର ଭୋର୍‌ ପର୍ଯ୍ୟନ୍ତ ବିଦ୍ୟୁତ୍‌କାଟ୍‌…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଚାଲିଛି ମଦ ବେପାର

ପୁରୁଷୋତ୍ତମପୁର,୩୦ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସହରରେ ମଦଦୋକାନ ବନ୍ଦ କରିବାକୁ ନେଇ ବୁଧବାର ରାତିରେ ମଦବେପାରୀ ଓ ପୋଲିସ ମଧ୍ୟରେ ଲୁଚକାଳି ଚାଲିଛି। ମଦଦୋକାନୀ ଜଣକ ପୋଲିସକୁ ଏକ ପ୍ରକାର ଚ୍ୟାଲେଞ୍ଜ ଦେଇ ମଦ ବିକିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ…

ରାଇକିଆରେ ଅସହ୍ୟ ଗ୍ରୀଷ୍ମପ୍ରବାହ, ଚିନ୍ତା ବଢ଼ାଉଛି ବିଦ୍ୟୁତ ସମସ୍ୟା

ରାଇକିଆ,୩୦।୫( ପ୍ରଦୀପ ବେହେରା): ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସହ୍ୟ ଗରମ ଓ ଗୁଳଗୁଳି ଅନୁଭୂତ ହେଉଛି। ଏହାର ପ୍ରଭାବ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ମଧ୍ୟ ଦେଖିବାକୁ ମିଳୁଛି। ଏସବୁ ମଧ୍ୟରେ କ୍ରମାଗତ ବିଦ୍ୟୁତ କାଟ…

ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନୀତି

ପବିତ୍ର ଅକ୍ଷୟତୃତୀୟାଠାରୁ ଆରମ୍ଭ ହୋଇଥିବା ମହାପ୍ରଭୁଙ୍କ ବାହାର ଚନ୍ଦନଯାତ୍ରାର ବିଂଶତମ ଦିବସକୁ ଭଉଁରି କୁହାଯାଏ। ମାନବୀୟ ଲୀଳାଖେଳା କରୁଥିବା ମହାପ୍ରଭୁ ସାଧାରଣ ମଣିଷ ପରି ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା ପାଇବା ପାଇଁ ନରେନ୍ଦ୍ର ପୁଷ୍କରିଣୀରେ ନୌକାବିହାର କରିଥାନ୍ତି। ୨୧ଦିନିଆ ବାହାର ଚନ୍ଦନଯାତ୍ରାର…

ହ୍ରାସ ପାଉଛି ଲଘୁ ବନଜାତ ସାମଗ୍ରୀ

ଝାରସୁଗୁଡ଼ା,୩୦।୫(ସଞ୍ଜୟ ମାଲି)ଝାରସୁଗୁଡା ଜିଲାର ମାନ୍ୟତା ପାଇବା ସମୟରେ ପାଣି, ମାଟି ଓ ମୁଖ୍ୟତ କୋଇଲାରେ ପରିପୂର୍ଣ୍ଣ ଥିଲା। ଅବାଧ ଜଙ୍ଗଲ କଟା ଯୋଗୁ ଆଗ ଭଳି ଆଉ ମୂଲ୍ୟବାନ ଗଛ ଏଠାରେ ଦେଖିବାକୁ ମିଳୁନାହିଁ। ଜଙ୍ଗଲରୁ କ୍ରମାଗତ ଭାବେ ଲଘୁ ବନଜାତ…

ହାତୀ ଭୟ ଥିବା ବରଗଛ ତଳେ ରହୁଛନ୍ତି ଗହଳ

ଲୋଇସିଂହା,୩୦।୫ (ସୁଶାନ୍ତ ବାରିକ)ଗହଳ ବରିହା, ବୟସ ୮୧ ା ଘର ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କଦଳୀପାଲି ଗ୍ରାମରେ ା ଗହଳଙ୍କର କୌଣସି ସନ୍ତାନ ସନ୍ତତି ନ ଥିବାରୁ ସ୍ବାମୀ ହାଡୁ ବରିହାଙ୍କ ମୃତ୍ୟୁ ପରେ ନିଃସଙ୍ଗ ଜୀବନ ବିତାଉଛନ୍ତି ା…

ହ୍ରାସପାଉଛି ଘଡ଼ିଆଳ କୁମ୍ଭୀରଙ୍କ ସଂଖ୍ୟା

ନୟାଗଡ଼,୩୦।୫(ଲୋକନାଥ ମିଶ୍ର)ମହାନଦୀର ସାତକୋଶିଆ ଗଣ୍ଡରେ ଘଡିଆଳ କୁମ୍ଭୀରଙ୍କ ବଂଶବୃଦ୍ଧି ଘଟୁନି। ୪୬ବର୍ଷ ଭିତରେ ପ୍ରାୟ ୮୮୦ ଘଡିଆଳ କୁମ୍ଭୀର ମହାନଦୀର ସାତକୋଶିଆ ଗଣ୍ଡ ଅଞ୍ଚଳରେ ଛଡାଯାଇଛି। ତେବେ ୨୦୨୩ କୁମ୍ଭୀର ଗଣନା ରିପୋର୍ଟ କହୁଛି ୮ଟି ଘଡିଆଳ କୁମ୍ଭୀର ଅଛନ୍ତି। ଘଡିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?