ଆମ ଜିଲା ଖବର

ବିଜେଡିରେ ଯୋଗ ଦେବାପରେ ଏଭଳି ପ୍ରତିକ୍ରିୟା ରଖିଲେ ପୂର୍ବତନ ବିଧାୟକ ରାଜେନ୍ଦ୍ର

ଭୁବନେଶ୍ୱର,୧୩ା୪: ସମ୍ବଲପୁର ଜିଲା କୁଚିଣ୍ଡା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ଛତ୍ରିଆ ଶୁକ୍ରବାର ଶଙ୍ଖଭବନଠାରେ ଜିଲା ବିଜେଡି ପର୍ଯ୍ୟବେକ୍ଷକ ଦେବାଶିଷ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ତାଙ୍କ ସହ ଶତାଧିକ କଂଗ୍ରେସ କର୍ମୀଙ୍କୁ ସେ ଉପଢ଼ୌକନ ଦେଇ ଦଳକୁ…

ବାରବାଟୀ-କଟକ ବିଜେଡିରେ କନ୍ଦଳ

କଟକ,୧୩ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ଯେତେ ପାଖେଇ ଆସୁଛି ବାରବାଟୀ-କଟକ ବିଜେଡିରେ ସେତେ ମାତ୍ରାରେ ଗୋଷ୍ଠୀ କନ୍ଦଳ ପଦାକୁ ଆସୁଛି। ଯେମିତିକି ଏଠାରେ ଏବେ ଦୁଇ ସଙ୍ଗଠନ କାମ କରୁଥିବା ସାଧାରଣରେ ଆଲୋଚନା ହେଉଛି। ବାରବାଟୀ-କଟକରେ ଗୋଟିଏ ଦିନରେ ଦୁଇଟି କାର୍ଯ୍ୟକ୍ରମ କରାଯାଇଛି;…

‘ସମୀରଙ୍କୁ ଟିକେଟ ନ ହେଲେ ଦଳ ଛାଡ଼ିବୁ’

ଗୋପ,୧୩ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ନିର୍ବାଚନମଣ୍ଡଳୀରେ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ନ ମିଳିଲେ ଦଳୀୟ ନେତୃତ୍ୱ ଓ କର୍ମୀମାନେ ଦଳ ଛାଡ଼ିବେ ବୋଲି ଶୁକ୍ରବାର ଚେତାବନୀ ଦେଇଛନ୍ତି। ଏକ ପ୍ରତିନିଧି ଦଳ ଏହି ଦସ୍ତଖତ ସମ୍ବଳିତ ଦାବିପତ୍ର ନେଇ ଶନିବାର…

ଯୁବକଙ୍କୁ ଉଲଗ୍ନକରି ହତ୍ୟା

ବାଙ୍କୀ,୧୩ା୪(ଜ୍ଞାନେନ୍ଦ୍ର ମୋହନ ମିଶ୍ର): ବାଙ୍କୀ ଥାନା ଅନ୍ତର୍ଗତ ହରିରାଜପୁର ପଞ୍ଚାୟତ ଅନ୍ତର୍ଗତ ନୂଆସାହିରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ ଉଲଗ୍ନ କରି ଠେଙ୍ଗାରେ ପିଟିବା ସହ ଏକ ଧାରୁଆ ଅସ୍ତ୍ରରେ ହାଣି ଦିଆଯାଇଛି। ତ୍ରିନାଥ ମଣ୍ଡପରେ ଥିବା ଏକ…

ପ୍ରଚାରବେଳେ ଚ୍ୟାଉ-ପ୍ରଦୀପ ଭେଟ

ବ୍ରହ୍ମପୁର,୧୩ା୪(ଅଶୋକ କୁମାର ସାହୁ): ବ୍ରହ୍ମପୁରରେ ବିଜେଡି ଓ ଭାଜପା ପକ୍ଷରୁ ପ୍ରଚାର ଆରମ୍ଭ ହୋଇଛି। ଶୁକ୍ରବାର ମେଡିକାଲ ଛକରେ ପ୍ରଚାର ବେଳେ ଭାଜପାର ବ୍ରହ୍ମପୁର ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ବିଧାନସଭା ପ୍ରାର୍ଥୀ କେ. ଅନିଲ ବିଜେଡିର ବ୍ରହ୍ମପୁର…

ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ ରୋକିବେ ପ୍ରତିହାରୀ ସେବକ

ପୁରୀ,୧୩ା୪(ଅଜିତ୍‌ ମହାନ୍ତି): ଏଣିକି ଶ୍ରୀମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ ରୋକିବେ ପ୍ରତିହାରୀ ସେବକ। ଶ୍ରୀମନ୍ଦିରକୁ ଅନେକ ସମୟରେ ଅଣହିନ୍ଦୁ ପ୍ରବେଶ କରୁଥିବା ନେଇ ବାରମ୍ବାର ଅଭିଯୋଗ ଆସିବା ପରେ ପ୍ରତିହାରୀ ନିଯୋଗର ଏଭଳି ପ୍ରସ୍ତାବକୁ ଶ୍ରୀମନ୍ଦିର ପ୍ରଶାସନ ସ୍ବୀକୃତି ଦେଇଥିବା ନିଯୋଗର ସମ୍ପାଦକ…

ଉଭୟଙ୍କୁ ପ୍ରତିଶ୍ରୁତି, ଭାଗ୍ୟରେ ଟିକେଟ

ବାଲେଶ୍ୱର,୧୩।୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଟିକେଟକୁ ନେଇ ଲାଗିରହିଛି ଡ୍ରାମା। ଗତ ୨୦୧୪ ନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହୋଇ ବିଜୟଲାଭ କରିଥିବା ସୁକାନ୍ତ କୁମାର ନାୟକ ଗତ ୨୦୧୯ ନିର୍ବାଚନରେ ନିଜର ପ୍ରାର୍ଥତ୍ତ୍ୱ ଅସୁରକ୍ଷିତ…

‘ସମୀର ଦାଶଙ୍କୁ ଟିକେଟ ଦିଅ, ନହେଲେ ଦଳ ଛାଡ଼ିବୁ’

ଗୋପ,୧୨ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ନିର୍ବାଚନମଣ୍ଡଳୀରେ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ନ ମିଳିଲେ ଦଳୀୟ ନେତୃତ୍ୱ ଓ କର୍ମୀମାନେ ଦଳ ଛାଡ଼ିବେ ବୋଲି ଶୁକ୍ରବାର ଚେତାବନୀ ଦେଇଛନ୍ତି। ଏକ ପ୍ରତିନିଧି ଦଳ ଏହି ଦସ୍ତଖତ ସମ୍ବଳିତ ଦାବିପତ୍ର ନେଇ ଶନିବାର…

ନୂଆ ଲୁକ୍‌ରେ ଆସିଲେ ଧର୍ମେନ୍ଦ୍ର ପ୍ରଧାନ, ପ୍ରଚାର ମଇଦାନରେ କିଣୁଛନ୍ତି ମନ

ସମ୍ବଲପୁର,୧୨।୪: ଏଥର ସମ୍ବଲପୁର ଦେଖିବ ବଡ଼ ଲଢ଼େଇ । ମଇଦାନର ଗୋଟିଏ ପଟେ ଅଛନ୍ତି ଭାଜପାର ହେଭିୱେଟ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଉ ଅନ୍ୟପଟେ ବିଜେଡିର ହେଭିୱେଟ ତଥା ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ତେବେ…

ୟୁପିଆଇ ଆଇଡି ଟଙ୍କା କାରବାର ଉପରେ ରହିବ ନଜର

କଟକ,୧୨ା୪ (କାର୍ତ୍ତିକ ସାହୁ) ଆଗାମୀ ମେ’ ଓ ଜୁନ ମାସରେ ଚାରୋଟି ପର୍ଯ୍ୟାୟରେ ହେବାକୁ ଥିବା ସାଧାରଣ ନିର୍ବାଚନ ନିମନ୍ତେ ଓଡ଼ିଶା ପୋଲିସ ପକ୍ଷରୁ ପଡ଼ୋଶୀ ପଶ୍ଚିମବଙ୍ଗ ରାଜ୍ୟର ପୋଲିସ ସହ ଏକ ଆନ୍ତଃରାଜ୍ୟ ସମନ୍ବୟ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।…

ବିରୂପାରେ ଭାସିଗଲେ ୨ ଯୁବକ

କଟକ,୧୨।୪: ବିରୂପା ନଦୀରେ ଭାସିଯାଇ ୨ ଯୁବକ ମୃତ୍ୟୁ ହୋଇଛି। କଟକ ଏସିବିରେ ୨ ଯୁବକଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର। ୨ ଯୁବକ ଚୌଦ୍ୱାର ଖୋର୍ଦ୍ଧା ସାହିର ହୋଇଥିବା ସୂଚନା ମିଳିଛି।

ଲଜ୍‌ରେ ଚାଲିଥିଲା ଗଞ୍ଜେଇ ବେପାର: ମାଡ଼ି ବସିଲା ପୋଲିସ

ବ୍ରହ୍ମପୁର.୧୨ା୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଏକ ଲଜ୍‌ରେ ଗଞ୍ଜେଇ ବ୍ୟବସାୟ ଚାଲିଥିବା ଖବରପାଇ ଗୋଷାଣିନୂଆଗାଁ ପୋଲିସ ୩ ଜଣଙ୍କୁ ଧରିଥିଲା। ସେଠାରୁ ୨୧ କେଜି ୪୫୦ ଗ୍ରାମ ଗଞ୍ଜେଇ, ଗୋଟିଏ ଦେଶୀ ବନ୍ଧୁକ, ଗୁଳି, ୨ଟି ମୋବାଇଲ ଫୋନ୍‌ ଓ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?