ଆମ ଜିଲା ଖବର

ଗ୍ୟାସ୍‌ ଚୁଲାରୁ ନିଆଁ ଲାଗି ମହିଳାଙ୍କ ଜୀବନ ଗଲା, ବଞ୍ଚାଇବାକୁ ଯାଇ ସ୍ବାମୀ-ପୁଅ ଆହତ

ଖଲ୍ଲିକୋଟ,୨୯ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ସିକୁଳା ଗ୍ରାମର ଜଣେ ମହିଳା ଗ୍ୟାସ୍‌ଚୁଲାରୁ ନିଆଁ ଲାଗି ଗୁରୁତର ଅବସ୍ଥାରେ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଆସିଥିବା ବେଳେ ଏଠାରେ ତାଙ୍କର ବୁଧବାର ମୃତ୍ୟୁ ହୋଇଛି। ମିଳିଥିବା ସୂଚନାନୁଯାୟୀ,…

ଗଛତଳେ ଆଶ୍ରୟ ନେଇଥିବା ବେଳେ ହେଲା ବଜ୍ରପାତ, ଚାଲିଗଲା ଦୁଇ ଯୁବକଙ୍କ ଜୀବନ

କୋକସରା,୨୯ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଧଅଁରପୁର ପଞ୍ଚାୟତ ତେନ୍ତୁଳିପଡ଼ାରେ ବଜ୍ରପାତ ଘଟି ଦୁଇ ଯୁବକଙ୍କ ଜୀବନ ଯାଇଛି। ଧଅଁରପୁର ଗ୍ରାମକୁ ମିସ୍ତ୍ରୀ କାର୍ଯ୍ୟ କରି ବୁଧବାର ସନ୍ଧ୍ୟାରେ ଫେରୁଥିବା ସମୟରେ ଝଡ଼ ତୋଫାନ, ଘଡ଼ଘଡ଼ି, ବିଜୁଳି ହେବାରୁ…

ଜୁନ୍‌ ୧ ଭୋଟଗ୍ରହଣ ପାଇଁ ୩୦ ତାରିଖ ସନ୍ଧ୍ୟାରୁ ୧୪୪ ଧାରା ଜାରି,୧୦୦ ମିଟର ମଧ୍ୟରେ ଫୋନ୍‌ ବ୍ୟବହାର ନିଷେଧ

କଟକ,୨୯ା୫ (କାର୍ତ୍ତିକ ସାହୁ): ଅନ୍ତିମ ପର୍ଯ୍ୟାୟ ଜୁନ୍‌ ୧ ତାରିଖ ଭୋଟ ପାଇଁ କଟକ ଜିଲାର ନିଆଳି, ସାଲେପୁର ଏବଂ ମାହାଙ୍ଗା ବିଧାନସଭା ନିର୍ବାଚନ ମଣ୍ଡଳୀର ଅଞ୍ଚଳରେ ୧୪୪ ଧାରା ଜାରି ହେବ । ଜିଲାପାଳ ଅରିନ୍ଦମ ଡାକୁଆ ଭାରତୀୟ ନିର୍ବାଚନ…

ଲୋକପ୍ରିୟ ମୃଦୁ ପାନୀୟରେ କଣ୍ଡୋମ୍, କଡ଼ା କାର୍ଯ୍ୟାନୁଷ୍ଠାନ ଦାବି

ପାରଳାଖେମୁଣ୍ଡି, ୨୯।୫(ଗିରିଧାରୀ ପରିଛା): ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିଥିବା ବେଳେ ଗଜପତି ଜିଲାରେ ମଧ୍ୟ ଅସହ୍ୟ ଗରମ ଅନୁଭୂତ ହେଉଛି। ସାଧାରଣ ଜନତା ହୁଅନ୍ତୁ କିମ୍ବା ଗନ୍ତବ୍ୟ ପଥେ ଯାଉଥିବା ଯାତ୍ରୀ ସମସ୍ତେ ତୃଷା ମେଣ୍ଟାଇବା ପାଇଁ ଥଣ୍ଡା ପାନୀୟ…

ରାସ୍ତାକଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌

କାମାକ୍ଷାନଗର,୨୯।୫: ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ମହୁଲପାଳ ଗ୍ରାମ ନିକଟରେ ବୁଧବାର ସାରେ ଏକ ଯାତ୍ରୀବାହୀ ବସ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଛି। ଏଥିରୁ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତେବେ ବସ୍‌ଟି ଢେଙ୍କାନାଳରୁ କାମାକ୍ଷାନଗର ଆଡକୁ ଆସୁଥିବା…

UG ନାମଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜାଣନ୍ତୁ କିପରି କରିବେ ଆବେଦନ

ଭୁବନେଶ୍ୱର,୨୯।୫: ୨୦୨୪-୨୫ ଶିକ୍ଷାବର୍ଷରେ ସ୍ନାତକରେ ନାମଲେଖା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ ୩ କରିବାକୁ ଚାହୁଁଥିବା ଆଶାୟୀ ଛାତ୍ରୀଛାତ୍ରମାନେ ଜୁନ୍ ୩ ଅପରାହ୍ନ ୪ଟାରୁ ଅନଲାଇନ୍ ଆବେଦନ କରିପାରିବେ। ଏହାପରେ ଜୁନ୍ ୧୮ରୁ ୧୯ ମଧ୍ୟରେ CAF ର ତ୍ରୁଟି…

କାଣିମହୁଲି, ଚିତ୍ରଡ଼ାରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଶକ୍ତି ପ୍ରଦର୍ଶନ

ମୋରଡ଼ା,୨୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚା ଦଳ ନିଜର ଶକ୍ତି ପ୍ରଦର୍ଶନ କରିଛି। ଏହି ପରିପ୍ରେକ୍ଷୀରେ ଆଜି ଉକ୍ତ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଶୁଳିଆପଦା ବ୍ଲକର କାଣିମହୁଲି ପଞ୍ଚାୟତ ଓ ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତରେ ଝାଡ଼ଖଣ୍ଡ…

ବିଭିନ୍ନ ଲୋକାଭିମୁଖୀ ଯୋଜନା ନେଇ ବିଜେଡିର ଜୋର୍‌ଦାର ପ୍ରଚାର

ମୋରଡ଼ା,୨୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ବୁଧବାର ବିଜେଡି ନିଜର ଶକ୍ତି ପ୍ରଦର୍ଶନ କରିଛି। ଏହି ପରିପ୍ରେକ୍ଷୀରେ ଆଜି ଉକ୍ତ ନିର୍ବାଚନମଣ୍ଡଳୀ ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତରେ ବିଜେଡି ତା’ର ପ୍ରଚାର କରିଛି। ଆଜି ଅପରାହ୍ନରେ ହେଲିକପ୍ଟର ଯୋଗେ…

ମୋଦି କଲେ ଭବିଷ୍ୟବାଣୀ, ଏହିଦିନ ବିଜେଡିରେ ହେବ କମ୍ପନ

କେନ୍ଦ୍ରାପଡ଼ା, ୨୯।୫: କେନ୍ଦ୍ରାପଡ଼ା ସଭାରେ ବଡ଼ ବୟାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ବୁଧବାର ବାରିପଦା, ବାଲେଶ୍ୱରରେ ନିର୍ବାଚନୀ ପ୍ରଚାର ସାରି ମୋଦି କେନ୍ଦ୍ରାପଡାରେ ପହଞ୍ଚିଛନ୍ତି। ଓଡ଼ିଶାରେ ମୋଦିଙ୍କ ଆଜି ପ୍ରଚାରର ଶେଷ ଦିନ ହୋଇଥିଲେ ମଧ୍ୟ ବିଜେଡିକୁ ଟାର୍ଗେଟ କରିବାର…

ଓଡ଼ିଶା ମାଟିର ଝିଅ କିମ୍ବା ପୁଅ ହେବେ ଭାଜପା ମୁଖ୍ୟମନ୍ତ୍ରୀ, ଖୋଲି କହିଦେଲେ ମୋଦି

କେନ୍ଦ୍ରାପଡ଼ା,୨୯ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କେନ୍ଦ୍ରାପଡ଼ାରେ ଆୟୋଜିତ ଏକ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ଏହି ସମାବେଶକୁ ଉଦ୍‌ବୋଧନ ଦେଇ ମୋଦି କହିଛନ୍ତି, ଆଗାମୀ ୬ ମାସ ମଧ୍ୟରେ ବିଜେଡିରେ ବଡ଼ଧରଣର ବିସ୍ଫୋରଣ ହେବ। ଓଡ଼ିଶା ଏଥର ଡବଲ ଇଞ୍ଜିନ…

ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୯ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପ୍ରଚଣ୍ଡ ଖରା ହେବା ସହ ଆର୍ଦ୍ରତା ବୃଦ୍ଧି ଯୋଗୁ ଅସହ୍ୟ ଗରମ ଗୁଳୁଗୁଳି ବୃଦ୍ଧି ପାଇଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏଠାରେ ତାପମାତ୍ରା ୩୯ ଡିଗ୍ରୀ ଛୁଇଁଥିବା ଜଣାପଡ଼ିଛି। ଏଭଳି…

ବିକାଶ ନାଁରେ ବିଶ୍ୱାସଘାତ କରିଛି ବିଜେଡି: ମୋଦି

ରେମୁଣା,୨୯ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଓଡ଼ିଶା ଗସ୍ତରେ ଆସିଥିବା ବେଳେ ବାଲେଶ୍ୱର ଜିଲାର ରେମୁଣାଠାରେ ଏକ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ଏଠାରେ ଆୟୋଜିତ ଜନସମାବେଶକୁ ସମ୍ବୋଧିତ କରି ମୋଦି କହିଛନ୍ତି, ଓଡ଼ିଶା ଲୋକଙ୍କ ଭଲପାଇବାକୁ ମୁଁ କେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?