ଆମ ଜିଲା ଖବର

ଏଭଳି ନେତା ଦଳ ଛାଡିଲେ ପ୍ରଭାବ ପଡିବନି- ଶିବାଜୀ 

ବଲାଙ୍ଗୀର,୧୧ା୪ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଭାଜପାର ପୂର୍ବତନ ଜିଲା ସଭାପତି ପ୍ରଭାସ ପାଣିଗ୍ରାହୀ ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଛନ୍ତି। ଭୁବନେଶ୍ୱରଠାରେ ବିଜେଡି ନେତା ତଥା ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର, ପୂର୍ବତନ ଲୋକ ସଭା ସଦସ୍ୟ…

ମନୋରମାଙ୍କ ଉପରେ ଭରସା, କଟିଲେ ଭୂପିନ୍ଦର

ଭବାନୀପାଟଣା,୧୧।୪(ଉତ୍ତମ କୁମାର ଦାଶ): ବିଧାନସଭା ଆସନ ପାଇଁ ଗୁରୁବାର ବିଜେଡି ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଏହି କ୍ରମରେ କଳାହାଣ୍ଡିରେ ବିଜେଡି ପୁଣି ମହିଳା କାର୍ଡ ଖେଳିଛି। ଜିଲାର ନର୍ଲା ବିଧାନସଭା ମଣ୍ଡଳୀରେ ବିଧାୟକ ପ୍ରାର୍ଥିନୀ ଭାବେ ସ୍ଥାନୀୟ ବ୍ଲକ ଅଧ୍ୟକ୍ଷା…

ମୋପେଡକୁ ଧକ୍କା ଦେଇ ଓଲଟିଲା ଆମ୍ବୁଲାନ୍ସ

ଖଲ୍ଲିକୋଟ,୧୧।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡୀ ଢ଼ାବା ନିକଟରେ ଗୁରୁବାର ଏକ ଆମ୍ବୁଲାନ୍ସ ଓଲଟି ପଡ଼ିବାରୁ ୭ଜଣ ଆହତ ହୋଇଛନ୍ତି । ମିଳିଥିବା ସୂଚନା ମୁତାବକ, ଗୁରୁବାର ଏକ ଆମ୍ବୁଲାନ୍ସ…

ନିର୍ବାଚନ ପ୍ରଚାର ପାଇଁ ନ ଆସିବାକୁ ନିବେଦନ

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଉପଲଡା ପଞ୍ଚାୟତ ଅଧୀନ ଚନ୍ଦନଖଳା ଗ୍ରାମକୁ ମାତ୍ର ପ୍ରାୟ ୭୦୦ ମିଟର ରାସ୍ତା ହୋଇପାରୁ ନ ଥିବାକୁ ନେଇ ଉଭୟ ଗୋଷାଣି ଏବଂ ଗୁମ୍ମା ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳବାସୀଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ…

ଇପିଏଫ୍‌ ପେନସନଭୋଗୀ ସଂଘର ବଡ଼ ନିଷ୍ପତ୍ତି

ରୂପସା,୧୧।୪(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ରୂପସା ଥାନା ଅଧୀନ ପୋଡାଡ଼ିହାସ୍ଥିତ ଆମ ଗାଁ ନର୍ସରୀ ପରିସରରେ ବୁଧବାର ଅଲ୍‌ ଓଡ଼ିଶା ପେନସନଭୋଗୀ ସଂଘର ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା କମିଟି ପକ୍ଷରୁ ଏକ ବିଶାଳ ସମାବେଶ ଅନୁଷ୍ଠିତ ହୋଇଥିଲା। ସମାବେଶରେ ସଂଘର…

ପାରାଦୀପରୁ ଲଢ଼ିବେ ଗୀତାଞ୍ଜଳି ରାଉତରାୟ, ସମ୍ବିତଙ୍କୁ ମିଳିଲାନି ଟିକେଟ୍

ଭୁବନେଶ୍ୱର,୧୧।୪: ଗୁରୁବାର ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ପାରାଦୀପ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି ଦଳ। ବର୍ତମାନର ବିଧାୟକ ସମ୍ବିତ ରାଉତରାୟଙ୍କ ସ୍ତ୍ରୀ ଗୀତାଞ୍ଜଳି ରାଉତରାୟଙ୍କୁ ପ୍ରାର୍ଥୀ କରିଛି। ଅର୍ଥାତ…

ବ୍ରାଉନସୁଗାର, କଫ୍‌ ସିରପ ବିକିବା ପଡ଼ିଲା ମହଙ୍ଗା

ସମ୍ବଲପୁର,୧୧ା୪(ପ୍ରମୋଦ ବହିଦାର): ରେଙ୍ଗାଲି ପୋଲିସ ଏବଂ ଅବକାରୀ ବିଭାଗ ପୃଥକ୍‌ ସ୍ଥାନରେ ଚଢ଼ାଉ କରି ବ୍ରାଉନସୁଗାର, କଫ୍‌ ସିରପ ଜବତ କରିବା ସହ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ବିଶ୍ବସ୍ତ ସୂତ୍ରରୁ ଖବର ପାଇ ପୋଲିସ ଓ ଅବକାରୀ ଟିମ୍‌…

ପ୍ରଚାର କରିବାକୁ ଆସି ଗ୍ରାମବାସୀଙ୍କ ପ୍ରଶ୍ନ ବାଣରେ ଘାଇଲା ନେତା, ଛାଡ଼ି ପଳାଇଲେ ସଭା

କୋରାପୁଟ,୧୧।୪: ଭୋଟ ପାଇଁ ପ୍ରଚାର କରିବାକୁ ଆସିଥିଲେ ନେତା ଗ୍ରାମବାସୀଙ୍କ ପ୍ରଶ୍ନ ବାଣରେ ହେଲେ ଘାଇଲା। ଜନତାଙ୍କ ପ୍ରଶ୍ନ ବାଣରେ ହଟହଟା ହୋଇ ସଭା ସ୍ଥଳ ଛାଡ଼ି ପଳାଇଲେ ବିଧାୟକ ପ୍ରାର୍ଥୀ। ଖବର ଅନୁଯାୟୀ ଗତ ରବିବାର କୋରାପୁଟ ଜିଲ୍ଲା ବୈପାରିଗୁଡା…

ଯୋଡ଼ାରେ ମୁଣ୍ଡ ଟେକିଲାଣି ମ୍ୟାଲେରିଆ, ୩ ଦିନରେ ୬ ଆକ୍ରାନ୍ତ

କେନ୍ଦୁଝର,୧୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଏକଦା ମ୍ୟାଲେରିଆରେ ଆକ୍ରାନ୍ତ ଓ ମୃତ୍ୟୁକୁ ନେଇ ସମଗ୍ର ଦେଶରେ ଚର୍ଚ୍ଚାର ବିଷୟ ହୋଇଥିଲା। ମ୍ୟାଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ବିଭିନ୍ନ ପ୍ରକାରର ସଚେତନତା ଓ ନିରାକରଣ କାର୍ଯ୍ୟକ୍ରମ ଆୟୋଜନ ପରେ ନିୟନ୍ତ୍ରଣ ହୋଇଥିଲା। ଏବେ…

ଚନ୍ଦନେଶ୍ୱର ମହାଦେବଙ୍କ ନୀଳପର୍ବରେ ୫ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ

ଭୋଗରାଇ,୧୧ା୪(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଚନ୍ଦନେଶ୍ୱର ମହାଦେବଙ୍କର ବିଶ୍ୱ ପ୍ରସିଦ୍ଧ ଚଡ଼କମେଳାର ଗୁରୁବାର ମହାନୀଳ ଉତ୍ସବ। ଏହି ମହାନୀଳ ଉତ୍ସବରେ ଓଡ଼ିଶା ସମେତ ଭିନ୍ନ ରାଜ୍ୟରୁ ଅସଂଖ୍ୟ ଶୈବଭକ୍ତଙ୍କ ଆଗମନରେ ଜୀଉଙ୍କ ପୀଠ ଜନସମୁଦ୍ରରେ ପରିଣତ ହୋଇଛି। ଆଜି…

ଭାଜପାରେ ସାମିଲ ହେଲେ ଶତାଧିକ ଲୋକ

ଗୋପାଳପୁର,୧୧ା୪(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ନିର୍ବାଚନୀ ତାତି ସେତେ ବଢ଼ୁଛି। ଗୁରୁବାର ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ଭାଜପା ପକ୍ଷରୁ ଖଜୁରିଆ ବାଇପାସଠାରେ ବୁଥ୍‌ସ୍ତରୀୟ ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ବ୍ରହ୍ମପୁର ଏମ୍‌ପି…

ପରସ୍ପରକୁ ଆଲିଙ୍ଗନ କରି ଇଦ୍‌ ମୁବାରକ ଜଣାଇଲେ ମୁସଲମାନ ଭଉଣୀଭାଇ

ଛତ୍ରପୁର,୧୧ା୪(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ବୁଧବାର ମୁସଲମାନ ଭାଇମାନଙ୍କ ପବିତ୍ର ରମଜାନ ମାସ ଶେଷରେ ବଡ଼ ଧୂମ୍‌ଧାମରେ ଗଞ୍ଜାମ ଜିଲା ଛତ୍ରପୁର ପୁତିଗୋପାଳପୁର ମସ୍‌ଜିଦ୍‌ରେ ଧର୍ମଗୁରୁ ହାଫିସ ମହମ୍ମଦ ଜମିରଉଦ୍ଦିନଙ୍କ ତତ୍ତ୍ୱାବଧାନରେ ସମୂହ ନମାଜପାଠ କରି ଇଦ୍‌ ପାଳନ ହୋଇଯାଇଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?