ଜଙ୍ଗଲରୁ ରାସ୍ତାକୁ ଚାଲି ଆସିଥିଲା ହରିଣ ଛୁଆ: ଆଉ ତାପରେ…
ମୋହନା,୨୬ା୫(ମନ୍ମଥ ମିଶ୍ର୍ର): ମୋହନା ସଦର ମହକୁମାର ତାରିଣୀ ମନ୍ଦିର ସାମ୍ନାରେ ଥିବା ଜଙ୍ଗଲରୁ ରାସ୍ତାକୁ ଚାଲି ଆସିଥିବା ଏକ ହରିଣ ଛୁଆକୁ କେତେକ ବୁଲା କୁକୁର ଆକ୍ରମଣ କରିଥିଲେ। ଆକ୍ରମଣରେ ହରିଣ ଛୁଆ ଆହତ ହୋଇଥିଲା। ଗ୍ରାମବାସୀ ଏହା ଦେଖି ବନବିଭାଗକୁ…
ଯାତ୍ରୀ ଓହ୍ଲାଇବା ବେଳେ ସବାରୀ ଗାଡ଼ି ଉପରକୁ ମାଡିଗଲା ଟ୍ରକ: ଜଣେ ମୃତ, ୮ ଆହତ
ବାରିପଦା,୨୬।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ ଅସନଯୋଡ଼ା ନିକଟ ୧୮ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ରାଜପଥ ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଯାତ୍ରୀବାହୀ ସବାରୀକୁ ମାଲବାହୀ ଟ୍ରକ୍ ଧକ୍କା ଦେବାରୁ…
ମଧ୍ୟରାତିରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ରେମାଲ’: ବର୍ଷା, ପବନର ମୁକାବିଲା ପାଇଁ ଜିଲାପାଳଙ୍କୁ ସତର୍କ କରାଇଲେ ଏସ୍ଆର୍ସି
ଭୁବନେଶ୍ୱର,୨୬।୫: ପୂର୍ବ କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ରେମାଲ’ ରବିବାର ମଧ୍ୟରାତିରେ ସାଗର ଦ୍ୱୀପ ଏବଂ ବାଂଲାଦେଶର ଖେପୁପରା ମଝିରେ ବାଂଲାଦେଶ ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ସ୍ଥଳଭାଗ ଛୁଇଁପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ…
ବୃଦ୍ଧଙ୍କୁ ଧକ୍କା ଦେଲା କାର୍
ଛତ୍ରପୁର,୧୬।୫(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅନ୍ତର୍ଗତ କାଳିଆବାଲି ଛକ ଠାରେ ଏକ କାର ଧକ୍କାରେ ବୃଦ୍ଧ ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ୨ଟା ସମୟରେ ଏକ କାର ଧକ୍କାରେ ଜଣେ ବୃଦ୍ଧ ଆହତ ହୋଇଛନ୍ତି। ଆହତ ବୃଦ୍ଧ ଜଣକ…
ଛତ୍ରପୁର ବ୍ଲକ ଟପ୍ପର ହେଲେ ଅଭିପ୍ସା
ଛତ୍ରପୁର,୨୬।୫(ଦିଲ୍ଲୀପ ସାମଲ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ୨୦୨୪ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି । ଏଥିରେ ଛତ୍ରପୁର ବ୍ଲକର ୯୯.୧୬ ପ୍ରତିଶତ ପାସ ହାର ରହିଛି। ଚଳିତ ବର୍ଷ ଛତ୍ରପୁର ବ୍ଲକ ଅନ୍ତର୍ଗତ ସମସ୍ତ…
ମାଟ୍ରିକ ପରୀକ୍ଷାରେ ଚମକିଲେ ଦିବ୍ୟ ପ୍ରସାଦ
ପାଟଣା,୨୬।୫(ବୀର କିଶୋର ଦାଶ): ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ପରିଷଦ କଟକ ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ବାମ ଶାସନର ଛାତ୍ର ଦିବ୍ୟ ପ୍ରସାଦ ତ୍ରିପାଠୀ ମୋଟ ୫୫୨ ନମ୍ବର ୯୨…
ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ପରେ ଚାଲିଛି ମୂଲ୍ୟାଙ୍କନ, ଏହି ଦଳ ମାରିବ ବାଜି…
ହାଟଡିହୀ,୨୬ା୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନୀ ପରୀକ୍ଷା ସରିଯାଇଛି। କାହା ସପକ୍ଷରେ କେତେ ଭୋଟ୍ ଯିବ ତାକୁ ନେଇ ଏବେ ମୂଲ୍ୟାଙ୍କନ ଚାଲିଛି। ଜନାଦେଶ ଫଳାଫଳ ଜୁନ୍ ୪ରେ ସ୍ପଷ୍ଟ ହୋଇଯିବ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ୨୯୧ଟି ଭୋଟ୍…
ମୋରଡ଼ା ବ୍ଲକର ଦୁଇ ଛାତ୍ରୀଛାତ୍ର ଗ୍ରେଡ୍ ଏ-୧ରେ କୃତକାର୍ଯ୍ୟ
ମୋରଡ଼ା,୨୬ା୫(ସ୍ମାରକ ମାଜୀ): ରବିବାର ଦଶମ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଦୁଇଜଣ ଛାତ୍ରୀଛାତ୍ର ଏ-୧ ଗ୍ରେଡ୍ରେ କୃତକାର୍ଯ୍ୟ ହୋଇଛନ୍ତି। ଗଡ଼ିଆ ଚିନ୍ତାମଣି ନୋଡାଲ ବିଦ୍ୟାପୀଠର ଛାତ୍ରୀ ଦେବସ୍ମିତା ସି ୬୦୦ରୁ ୫୫୨ ମାର୍କ ରଖି…
ମାଟ୍ରିକ ପରୀକ୍ଷାରେ ଦେବଗଡ଼ ଜିଲା ଟପ୍ପର ହେଲେ ସାଇପ୍ରଜ୍ଞା
ଦେବଗଡ଼,୨୬ା୫(ଶଶାଙ୍କ ଶେଖର ଝାଙ୍କର): ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଦେବଗଡ଼ ଜିଲାର ସହର ଶିଶୁମନ୍ଦିର ଛାତ୍ରୀ ଓ୍ବାର୍ଡନମ୍ବର ୩ ମଠ ସାହିର ମା’ ରଞ୍ଜୟିନୀ ନାୟକ,ବାପା ଦେବଗଡ଼ ତିଲେଇବନି କୁରଡ଼ ପ୍ରାଥମିକ ବିଦ୍ୟାଳୟର ସହ ଶିକ୍ଷକ ତପନ…
ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀଛାତ୍ରଙ୍କ ସଫଳତା
ବାଲିଗୁଡ଼ା,୨୬ା୫(ସଞ୍ଜୟ କୁମାର ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦାରା ପରିଚାଳିତ ଦଶମ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି। ଚଳିତ ବର୍ଷର ପାସ୍ ହାର ୯୬.୦୭ ପ୍ରତିଶତ ରହିଥିବା ବେଳେ ସମଗ୍ର କନ୍ଧମାଳ ଜିଲାରେ ୯୬.୬% ରହିଛି। ଏଥିରେ…
ଗଞ୍ଜାମର କିଆ ସମ୍ପଦ…
ଆମ ଦେଶର ଉପକୂଳବର୍ତ୍ତୀ ବିଭିନ୍ନ ଅଞ୍ଚଳରେ କିଆଗଛ ଦେଖିବାକୁ ମିଳିଥାଏ। ଓଡ଼ିଶାର ଗଞ୍ଜାମ ଜିଲାର ଉପକୂଳବର୍ତ୍ତୀ ଅଞ୍ଚଳରେ ସର୍ବାଧିକ କିଆ ଜଙ୍ଗଲ ରହିଥିବାବେଳେ ଏଠାରେ କିଆଚାଷ ମଧ୍ୟ କରାଯାଇଥାଏ। ତେଣୁ ଏହି ଜିଲାର ଚାଷୀମାନଙ୍କ ପାଇଁ କିଆ ଏକ ସମ୍ପଦ ଭାବେ…
ଆସିପାରିଲାନି ଆମ୍ବୁଲାନ୍ସ: ଆଖିବୁଜିଲେ ପ୍ରସୂତି, ନବଜାତ ଗୁରୁତର
ଦଶପଲ୍ଲା,୨୬ା୫: ନୟାଗଡ଼ ଜିଲା ଦଶପଲ୍ଲାର ବାଣୀଗୋଚ୍ଛା ଥାନା କଣପାଜୁ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଆମ୍ବୁଲାନ୍ସ ଆସି ନ ପାରିବାରୁ ମହିଳା ଜଣକ ଘରେ ପ୍ରସବ କରିଥିଲେ। ଏହା ପରେ ମହିଳାଙ୍କ ସ୍ବାସ୍ଥ୍ୟ ବିଗିଡ଼ି ଯାଇଥିଲା। ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା…

