ନିଃଶୁଳ୍କ ଆକ୍ୟୁପ୍ରେସର ଚିକିତ୍ସା ଶିବିର ଅନୁଷ୍ଠିତ
କଟକ, ୧୦।୪: ବିଡାନାସୀସ୍ଥିତ ଜ୍ୟୋତିବିହାର ବିକାଶ ପରିଷଦ ପକ୍ଷରୁ ଏହାର କାର଼୍ୟାଳୟଠାରେ ଏକ ନିଃଶୁଳ୍କ ଆକ୍ୟୁପ୍ରେସର ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି। ସିଡିଏ ସେକ୍ଟର-୯ ସ୍ଥିତ ଆକ୍ୟୁପ୍ରେସର ସେଣ୍ଟରରେ ଅଭିଜ୍ଞ ଥେରାପିଷ୍ଟ ହରେକୃଷ୍ଣ ନାୟକ ଓ ସଂଘଭି ରଥଙ୍କ ସମେତ ୧୦…
ବିଜେଡିକୁ ଶକ୍ତ ଝଟ୍କା: ଦଳରୁ ଇସ୍ତଫା ଦେଲେ ଟାଣୁଆ ନେତା
କବିସୂର୍ଯ୍ୟନଗର,୧୦।୪: ଗଞ୍ଜାମ କବିସୂର୍ଯ୍ୟନଗରରେ ବିଜେଡିକୁ ଶକ୍ତ ଝଟ୍କା ଲାଗିଛି। ବିଜେଡି ନେତା ସୀତାରାମ ପାଣିଗ୍ରାହୀବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ୨୦୧୪ରେ ସୀତାରାମ କବିସୂର୍ଯ୍ୟନଗର…
ମୋକିମଙ୍କୁ ହାଇକୋର୍ଟରୁ ଲାଗିଲା ବଡ଼ ଝଟକା
ଭୁବନେଶ୍ୱର, ୧୦।୪: ଓଆରଏଚ୍ଡିସି ମାମଲାରେ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ବଡ଼ ଝଟକା ଲାଗିଛି। ମହମ୍ମଦ ମୋକିମଙ୍କୁ ଆବେଦନକୁ କୋର୍ଟ ବୁଧବାର ଖାରଜ କରିଦେଇଛନ୍ତି। ହାଇକୋର୍ଟ ନିମ୍ନ ଅଦାଲତଙ୍କ ରାୟକୁ କାଏମ ରଖିଛନ୍ତି । ନିମ୍ନ ଅଦାଲତ ମୋକିମଙ୍କୁ ୩…
ବ୍ରାହ୍ମଣୀଗାଁ ପୋଲିସକୁ ସଫଳତା: ୨ ଫେରାର ଅଭିଯୁକ୍ତଙ୍କୁ ଗିରଫ
ଦାରିଙ୍ଗବାଡି, ୯।୪ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ପକ୍ଷରୁ ଅବାଧ ଓ ମୁକ୍ତ ନିର୍ବାଚନ କରିବାକୁ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଥାନା ଅଞ୍ଚଳରେ ପୋଲିସର ଉପସ୍ଥିତକୁ ଲୋକଙ୍କୁ ଜଣାଇବା ଓ ଶାନ୍ତିଶୃଙ୍ଖଳା ପାଇଁ…
ଗୁଲମକ୍କି ଦଳକୁ ଆସିବା ପରେ ଶକ୍ତିଶାଳୀ ହେଉଛି ବିଜେଡି
ଭୁବନେଶ୍ୱର,୧୦ା୪(ଅନିଲ ଦାସ):ଭଦ୍ରକ ପୌରପାଳିକାର ପୌରାଧ୍ୟକ୍ଷା ଗୁଲମକ୍କି ହବିବଙ୍କ ସମେତ ଶତାଧିକ କର୍ମୀ ମଙ୍ଗଳବାର ଶଙ୍ଖଭବନଠାରେ ପୂର୍ବତନ ମନ୍ତ୍ରୀ ତଥା ଭଦ୍ରକ ଜିଲା ପର୍ଯ୍ୟବେକ୍ଷକ ସଞ୍ଜୟ କୁମାର ଦାସବର୍ମା, ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ରାଜ୍ୟ ସଭା ସଦସ୍ୟ ଦେବାଶିଷ ସାମନ୍ତରାୟ, ଡକ୍ଟର…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଆହତ
ଜୟପୁର,୧୦।୩: କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ଗାଗନାପୁର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି।…
ବିଜେଡି ଗଡ଼ ପତନ ପାଇଁ ଭାଜପା କରୁଛି ଏମିତି ରଣନୀତି
ଚିକିଟି,୧୦ା୪(ପ୍ରକାଶ ଚନ୍ଦ୍ର ସାହୁ):ଗଞ୍ଜାମ ଜିଲାର ଚିକିଟି ନିର୍ବାଚନମଣ୍ଡଳୀ ବିଜେଡି ଗଡ଼ ଭାବରେ ପରିଚିତ। ମନ୍ତ୍ରୀ ଉଷା ଦେବୀ ଦୀର୍ଘ ୨୪ବର୍ଷ ଧରି ଅକ୍ତିଆର କରି ରହିଥିବା ଏହି ଆସନ ପାଇଁ ତାଙ୍କ ସୁପୁତ୍ର ଚିନ୍ମୟାନନ୍ଦ ଶ୍ରୀରୁପ ଦେଓଙ୍କୁ ଚଳିତ ବର୍ଷ ସାଧାରଣ…
ଏଥର ବିକଳ୍ପ ଖୋଜୁଛନ୍ତି ଭୋଟର
ଯାଜପୁର,୧୦ା୪(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାର ବିଞ୍ଝାରପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ୧୯୬୭ରୁ ଏଯାବତ ସଂରକ୍ଷିତ ଆସନ ହୋଇ ରହିଛି। ଅଞ୍ଚଳବାସୀ ଏନେଇ ରାଜ୍ୟ ଓ କେନ୍ଦ୍ର ନିର୍ବାଚନ କମିଶନରଙ୍କୁ ବାରମ୍ବାର ଦୃଷ୍ଟି ଆକର୍ଷଣ କରିଥିଲେ ହେଁ କିଛି ସୁଫଳ ମିଳି ପାରୁନାହିଁ…
୬ ଦିନରେ ୩,୦୨,୯୫୦ କଇଁଛଙ୍କ ଅଣ୍ଡାଦାନ
ରାଜନଗର,୧୦ା୪(ଭାସ୍କର ରାଉତରାୟ):ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ବିରଳ ଅଲିଭ୍ ରିଡ୍ଲେ କଇଁଛଙ୍କ ଅନ୍ତୁଡ଼ିଶାଳ ଗହୀରମଥା ଲକ୍ଷାଧିକ କଇଁଛଙ୍କ ଅଣ୍ଡାଦେବା ପ୍ରକ୍ରିୟାରେ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତମାସ ୨ ତାରିଖରୁ ଆରମ୍ଭ ହୋଇଥିବା ଏହି ସମୂହ ଅଣ୍ଡାଦାନ ପ୍ରକ୍ରିୟା ଶେଷ ହୋଇଛି। ଅନୁକୂଳ ପାଗର ସୁଯୋଗ…
ଭୋଟକୁ ଓଲଟପାଲଟ କରିପାରେ ଚାଷୀ ସଙ୍ଗଠନ
ଯାଜପୁର,୧୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଲୋକସଭା ଆସନ ସମେତ ଜିଲାର ୭ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ଚାଷୀ ସଙ୍ଗଠନ, ବିଦ୍ରୋହୀ ଓ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରଭାବଶାଳୀ ଉପସ୍ଥିତି ପ୍ରତିଦ୍ୱନ୍ଦ୍ୱିତାର ଚିତ୍ରକୁ ପ୍ରଭାବିତ କରୁଛି ା ମୋଟାମୋଟି ଭାବେ ସବୁଠି କଡ଼ା ମୁକାବିଲା ହେବାର…
ନିର୍ବାଚନ କାର୍ଯ୍ୟରେ ଅବହେଳା ପାଇଁ ଏଆରଆଇ ନିଲମ୍ବିତ
ଭଦ୍ରକ,୧୦।୪(ସନାତନ ରାଉତ ): ନିର୍ବାଚନ କାର୍ଯ୍ୟରେ ଅବହେଳା ଓ ଉଚ୍ଚ କର୍ତ୍ତୃପକ୍ଷଙ୍କ ଆଦେଶ ଅବମାନନା ପାଇଁ ଭଦ୍ରକ ଜିଲା ବନ୍ତ ତହସିଲର ଅତିରିକ୍ତ ରାଜସ୍ବ ନିରୀକ୍ଷକ (ଏଆରଆଇ) ନିଲମ୍ବିତ ହୋଇଛନ୍ତି। ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବନ୍ଦୋର…
ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ
ପୁରୀ,୧୦।୪: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ଏଥିପାଇଁ ସା ୬ରୁ ରାତି ୧୦ଟା ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି । ସାଧାରଣ ଦର୍ଶନ ବନ୍ଦ । ଦ୍ବିତୀୟ ଭୋଗମଣ୍ଡପ ଭୋଗ…

