ଆମ ଜିଲା ଖବର

ଖଡ଼ିପଦାରେ ଫାଣ୍ଡି ପ୍ରତିଷ୍ଠା ଦାବି

ଧାମନଗର,୨୬।୫ (ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବ୍ଲକର ଖଡ଼ିପଦାଠାରେ ଏକ ଫାଣ୍ଡି ପ୍ରତିଷ୍ଠା ପାଇଁ ଦାବି ହୋଇଆସୁଛି। ପ୍ରଶାସନ କିମ୍ବା ଶାସକ ଦଳର ଇଚ୍ଛାଶକ୍ତି ଅଭାବରୁ ଏହା ପୂରଣ ହୋଇପାରୁ ନାହିଁ ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରୁଛନ୍ତି। ବିଭିନ୍ନ…

ବାତ୍ୟା ‘ରେମାଲ’ ଭୟ, କୂଳରେ ହାଇଆଲର୍ଟ

ଭୋଗରାଇ, ୨୬।୫(ପ୍ରଦୀପ ଦାସ):ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ରେମାଲ’ ଅଧିକ ଘନୀଭୂତ ଓ ଶକ୍ତିଶାଳୀ ହୋଇ କୂଳ ଆଡକୁ ଘଣ୍ଟାକୁ ୧୭କି.ମି. ବେଗରେ ଉତ୍ତର ପୂର୍ବ ଅଗ୍ରସର ହେଉଥିବା ଓଡିଶା ଏବଂ ପଶ୍ଚିମବଙ୍ଗ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି।…

୨୯ରେ ବାରିପଦା, ବାଲେଶ୍ୱର ଆସିବେ ମୋଦି

ବାରିପଦା(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ବାଲେଶ୍ୱର ଅଫିସ,(ମାନସ ବିଶ୍ୱାଳ), ୨୬ା୫: ରାଜ୍ୟର ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୟୂରଭଞ୍ଜ ଜିଲା ବାରିପଦା ଓ ବାଲେଶ୍ୱର ଜିଲାକୁ ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨୯ ତାରିଖରେ ବାରିପଦାର ଐତିହାସିକ…

ଭୋଟଦାନରୁ ବଞ୍ଚିତ ହେଲେ ପଦ୍ମଶ୍ରୀ ଅନ୍ତର୍ଯ୍ୟାମୀ ମିଶ୍ର

ଢେଙ୍କାନାଳ,୨୬ା୫(ରତନ ନାୟାର): ଢେଙ୍କାନାଳର ବିଶିଷ୍ଟ ସାହିତି୍ୟକ, ଗବେଷକ ଓ ଭାଷାବିତ୍‌ ପଦ୍ମଶ୍ରୀ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ଶନିବାର ଭୋଟଦାନରୁ ବଞ୍ଚିତ ହୋଇଛନ୍ତି। ସେ ଓ ତାଙ୍କ ସ୍ତ୍ରୀ ଛାୟାରାଣୀ ମିଶ୍ର ଏବଂ ପୁତ୍ର ଅସିତ କୁମାର ମିଶ୍ର ଭୋଟ ପରିଚୟପତ୍ର ନେଇ…

ସାତକୋଶିଆରେ ଜନ୍ମନେଲେ ୩୫ ଘଡ଼ିଆଳ ଶାବକ

ବୌଦ୍ଧ,୨୬ା୫(ଅଜିତ କୁମାର ବାରିକ): ସାତକୋଶିଆ ଗଣ୍ଡରେ ୩୫ ଘଡ଼ିଆଳ କୁମ୍ଭୀର ଶାବକ ଜନ୍ମ ନେଇଥିବା ଜଣାପଡ଼ିଛି। ଗତ ଗୁରୁବାର ସାତକୋଶିଆର ବଳଦମଡ଼ା ନିକଟରେ ଏକ ଘଡ଼ିଆଳ କୁମ୍ଭୀର ୩୫ ଶାବକକୁ ଜନ୍ମ ଦେଇଛି। ୪୦ବର୍ଷର ବ୍ୟବଧାନ ପରେ ଏଥରକୁ ମିଶାଇ ଲଗାତର…

ଇଭିଏମ୍‌ ଭାଙ୍ଗି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଖୋର୍ଦ୍ଧା/ ବୋଲଗଡ଼, ୨୬ା୫ (ପ୍ରଭାତ ପାଣିଗ୍ରାହୀ/ ଦେବବ୍ରତ ହୋତା): ବେଗୁନିଆ ନିର୍ବାଚନମଣ୍ଡଳୀର ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାଜସୁନାଖଳା ନିକଟ କାଉଁରିପାଟଣାର ୧୧୪ ନମ୍ବର ବୁଥରେ ଶନିବାର ଭାଜପା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି। ବୁଥ୍‌ରେ ପଶି…

ଇଭିଏମ୍‌ ସିଲ୍‌ ପୂର୍ବରୁ ଚେତା ହରାଇଲେ ପୋଲିଂ ଅଫିସର

ପାଟଣା,୨୫ା୫(ବୀର କିଶୋର ଦାଶ) କେନ୍ଦୁଝର ଜିଲା ପାଟଣା ଥାନା ମଙ୍ଗଳପୁର ପ୍ରାଥମିକ ବିଦ୍ୟାଳୟରେ ନିର୍ବାଚନ କାର୍ଯ୍ୟ କରୁଥିବା ଜଣେ ଫାଷ୍ଟ ପୋଲିଂ ଅଫିସର ଶନିବାର ରାତିରେ ଅଚେତ ହୋଇ ପଡ଼ିଛନ୍ତି। ଅଚେତ ହୋଇଥିବା ଶିକ୍ଷକ ଜଣକ ହେଉଛନ୍ତି ତେଲକୋଇ ବ୍ଲକ ବଞ୍ଚ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ମୃତ ଭାବି ଥାନାରେ ଆତ୍ମସମର୍ପଣ କଲେ ଦୁଇ ଆକ୍ରମଣକାରୀ

ଛତ୍ରପୁର,୨୫ା୫(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ପୋଟଲାମପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି l କୌଣସି କାରଣ ନେଇ ଜଣେ ଯୁବକଙ୍କୁ ମରଣାତ୍ମକ ଭାବେ ଆକ୍ରମଣ କରିଛନ୍ତି ୨ ଜଣ ଆକ୍ରମଣକାରୀ l ପରେ…

ମହିଳା ପୋଲିଂ ଅଫିସରଙ୍କ ମୃତ୍ୟୁ, ୧୫ ଲକ୍ଷ ଟଙ୍କା ଅତିରିକ୍ତ ସହାୟତା ଘୋଷଣା

କଟକ,୨୫ା୫(କାର୍ତ୍ତିକ ସାହୁ): କଟକ ଜିଲା ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀରେ କାର୍ଯ୍ୟରତ ପୋଲିଂ ଅଫିସର ସୁଜାତା ମିତ୍ରଙ୍କର ଶନିବାର ମୃତ୍ୟୁ ଘଟିଛି। ସେ ହାଡ଼ିବନ୍ଧୁ ନୋଡାଲ ହାଇସ୍କୁଲର ୧୧୪ ନମ୍ବର ବୁଥ୍‌ରେ ପୋଲିଂ ଅଫିସର ଭାବେ କାର୍ଯ୍ୟରତ ଥିବାବେଳେ ସନ୍ଧ୍ୟାରେ ହଠାତ୍‌ ଅସୁସ୍ଥ…

ବାତ୍ୟା ଭୟ: ଉପକୂଳରେ ହାଇଆଲର୍ଟ, ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଭୋଗରାଇ,୨୫ା୫(ପ୍ରଦୀପ ଦାସ): ମଧ୍ୟବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ‘ରେମାଲ’ ନାମକ ସାମୁଦ୍ରିକ ଝଡ଼ ଅଧିକ ଘନୀଭୂତ ଓ ଶକ୍ତିଶାଳୀ ହୋଇ କୂଳଆଡ଼କୁ ଘଣ୍ଟାକୁ ୧୭ କିମି ବେଗରେ ଉତ୍ତର ପୂର୍ବ ଆଡ଼କୁ ଗତି କରୁଥିବାର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ପାଣିପାଗ ବିଭାଗ ଘନଘନ…

ଭୋଟ୍‌ ଦେବାକୁ ଆସି ଫେରିଗଲେ ଭୋଟର

ନିରାକାରପୁର,୨୫ା୫(ମାନସ ଚନ୍ଦ୍ର ପଟ୍ଟନାୟକ): ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହିକ୍ରମରେ ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ବୁଥ୍‌ରେ ଶାନ୍ତିଶୃଙ୍ଖଳାର ସହ ମତଦାନ ଅନୁଷ୍ଠିତ ହୋଇଥିଲା। ନିର୍ବାଚନ ନିୟମ ଅନୁଯାୟୀ, ସକାଳ ୭ଟାରୁ ନିରାକାରପୁର ସମେତ…

ଛେଣ୍ଡିପଦା ବିଧାୟକଙ୍କ ଦାଦାଗିରି ଘଟଣା: ଏଡିଜି କହିଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୨୫।୫: ଛେଣ୍ଡିପଦା ବିଧାୟକ ଭାଜପା କର୍ମୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଶାନ୍ତ କୁମାର ବେହେରା ତାଙ୍କ ନିର୍ବାଚନମଣ୍ଡଳୀର ମତଦାନବେଳେ ଜଣେ ଭାଜପା କର୍ମୀଙ୍କୁ ମାଡ଼ ମାରିଥିବା କୁହାଯାଉଛି। ଏହି ଘଟଣାର ଭିଡିଓ ଫୁଟେଜ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?