ଇପିଏଫ୍ ପେନ୍ସନ୍ ବୃଦ୍ଧି ମାମଲାରେ କେନ୍ଦ୍ର ସରକାରଙ୍କୁ ନୋଟିସ
କଟକ,୯ା୪ (କାର୍ତ୍ତିକ ସାହୁ):ଇପିଏଫ୍ ପେନ୍ସନ୍ ବୃଦ୍ଧି ମାମଲାରେ ଜବାବ ଦାଖଲ ଲାଗି ଓଡ଼ିଶା ହାଇକୋର୍ଟ କେନ୍ଦ୍ର ସରକାରଙ୍କ ଶ୍ରମ ଓ ଅର୍ଥ ମନ୍ତ୍ରଣାଳୟ ସଚିବଙ୍କ ସମେତ କେନ୍ଦ୍ରୀୟ ଭବିଷ୍ୟନିଧି ସଙ୍ଗଠନ ଆୟୁକ୍ତଙ୍କୁ ନୋଟିସ ଜାରି କରିଛନ୍ତି। ହାଇକୋର୍ଟ ବିଚାରପତି ଆଦିତ୍ୟ କୁମାର…
ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍ ଟ୍ରାକର ଭଳି ଚିପ୍
ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ ପାରାର ଦୁଇ ଗୋଡ଼ରେ ବିଦେଶୀ ଭାଷାରେ ଲେଖାଥିବା ଜିପିଏସ୍ ଟ୍ରାକର ଭଳି ଚିପ୍ ଲାଗିଛି।…
କେବଳ ଶଙ୍ଖ ଚିହ୍ନ ପାଇଁ ୬ଥର ହୋଇଛନ୍ତି ଏମ୍ପି
କଟକ, ୯ା୪(ଶିଳ୍ପା ପ୍ରିୟଦର୍ଶିନୀ):ବାରବାଟୀ-କଟକ ବିଜେଡିର କର୍ମୀ ସମ୍ମିଳନୀ କଟକ ସାରଳା ଭବନରେ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଥିଲା। ଏହି ସମ୍ମିଳନୀରେ ଯୋଗଦେବା ପରେ ବିଜେଡି କଟକ ଜିଲା ସଭାପତି ଦେବାଶିଷ ସାମନ୍ତରାୟ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଭାଜପା କଟକ ଲୋକ ସଭା…
ନବୀନ ନିବାସରେ ସମ୍ବିତଙ୍କ ବିରୋଧରେ ସ୍ବର
ଜଗତ୍ସିଂହପୁର,୯ା୪(ପ୍ରମୋଦ କୁମାର ନାୟକ):ଜଗତ୍ସିଂହପୁର ଜିଲାର ଅନ୍ୟତମ ପ୍ରମୁଖ ବିଧାନସଭା ନିର୍ବାଚନମଣ୍ଡଳୀ ପାରାଦୀପରେ ଏ ପର୍ଯ୍ୟନ୍ତ ବିଜେଡି ପ୍ରାର୍ଥୀ ଘୋଷଣା କରି ନାହିଁ। ପ୍ରାର୍ଥୀ ଘୋଷଣାରେ ଯେତିକି ବିଳମ୍ବ ହେଉଛି ନିର୍ବାଚନ ମଣ୍ଡଳୀରେ ବିଧାୟକ ସମ୍ବିତ ରାଉତରାୟଙ୍କ ବିରୋଧରେ ଅସନ୍ତୋଷ ସେତିକି ବଢ଼ିବାରେ…
ରୋଷେଇ କରୁଥିବାବେଳେ ହଠାତ୍ ଫାଟିଲା ଗ୍ୟାସ୍ ସିଲିଣ୍ଡର: ଉଡିଗଲା ଛାତ
ପାତ୍ରପୁର,୯ା୪(ଉମା ଚରଣ ନେପାକ):ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପାତ୍ରପୁର ବ୍ଲକ ଆମୁଣ୍ଡି ଗ୍ରାମରେ ସୋମବାର ସାରେ ଗ୍ୟାସ ସିଲିଣ୍ଡର ଫାଟି ଯିବାରୁ ଜଣଙ୍କ ଛାତ ଉଡ଼ିଯାଇଛି। ଏଥିରେ ଗୋଟିଏ ପରିବାରର ୩ ଜଣଙ୍କ ସମେତ ୧୧ ଜଣ ଆହତ ହୋଇଛନ୍ତି।…
ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିଲେ: ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ କନଷ୍ଟେବଳଙ୍କ ଜୀବନ
କଟକ,୮ା୪ (କାର୍ତ୍ତିକ ସାହୁ) ତାମିଲନାଡୁ ରାଜ୍ୟର ତ୍ରିଚୀଠାରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ଓଡ଼ିଶା ପୋଲିସ୍ କନଷ୍ଟେବଳ ପ୍ରମୋଦ କୁମାର ମାଝି(ସି/୨୨୨)ଙ୍କ ଅକାଳ ମୃତ୍ୟୁ ଘଟିଛି। ତ୍ରିଚୀଠାରେ କର୍ତ୍ତବ୍ୟରତ ଥିବା ବେଳେ ଦୁର୍ଘଟଣାରେ ଶିକାର ହୋଇ ତାଙ୍କର ମୃତ୍ୟୁ ଘଟିଥିବା ଓଡ଼ିଶା…
ଭାରତକୁ ବିଶ୍ୱ ଅର୍ଥନୀତିର ଶୀର୍ଷରେ ପହଞ୍ଚାଇବାକୁ ଛାତ୍ରଶକ୍ତିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି: ରାଜ୍ୟପାଳ
ସମ୍ବଲପୁର,୮ା୪(ପ୍ରମୋଦ ବହିଦାର): ଇତିହାସ ଓ ପ୍ରାଚୀନ ଜ୍ଞାନକୁ ନେଇ ଜାତୀୟ ଶିକ୍ଷାନୀତି-୨୦୨୦ ପ୍ରସ୍ତୁତ ହୋଇଛି। ଏହି ମର୍ମରେ ଯୁବ ପ୍ରତିଭା ଓ ସଂସାଧନକୁ ଅଧିକରୁ ଅଧିକ ବ୍ୟବହାର କରି ଭାରତକୁ ବିଶ୍ୱ ଅର୍ଥନୀତିର ଶୀର୍ଷସ୍ତରରେ ପହଞ୍ଚାଇବା ପାଇଁ ଛାତ୍ରଶକ୍ତିର ଗୁରୁତ୍ୱପୂର୍ଣ୍ଣ ଭୂମିକା…
ପଦଯାତ୍ରା କରି ପ୍ରଚାର ଆରମ୍ଭ କଲେ ଲଳିତା
କେସିଙ୍ଗା,୮।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନରୁ ବିଜେଡି ଲଳିତା ନାଏକଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ କଂଗ୍ରେସ ସାଗର ଚରଣ ଦାଶଙ୍କୁ ଟିକେଟ ଦେଇଛି। ଭାଜପା ବିଧାୟକ ପ୍ରଦୀପ୍ତ ନାୟକଙ୍କୁ ପ୍ରାର୍ଥୀ କରିଛି। ଭବାନୀପାଟଣା ବିଧାନସଭ ସଭା ଆସନରେ…
ଶିକାରୀଙ୍କ ବିଦ୍ୟୁତ୍ ତାର ଲାଗି ଚାଲିଗଲା ଜୀବନ
ଖଲ୍ଲିକୋଟ,୮ା୪(ପ୍ରଶାନ୍ତ କୁମାର ମିଶ୍ର)- ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ ପଥୁରିନାଳ ନିକଟସ୍ଥ ବିଲରେ ବାର୍ହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୈରାଶି ଗ୍ରାମର ସୀମାଞ୍ଚଳ ସ୍ବାଇଁ। ସୀମାଞ୍ଚଳ…
ଭିତରି ମେଣ୍ଟ ନାହିଁ: ପ୍ରଦୀପ ପୁରୋହିତ
ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ): ମେଣ୍ଟକୁ ନେଇ ଯେଉଁ ପ୍ରକ୍ରିୟା ଚାଲିଥିଲା, ଭାଜପାର ହଜାର ହଜାର କାର୍ଯ୍ୟକର୍ତ୍ତା ଅସନ୍ତୁଷ୍ଟ ଥିଲେ। ଏଥର ଭାଜପା ଡବଲ ଇଞ୍ଜିନ ସରକାର ଗଢ଼ିବ, କାହିଁକି ମେଣ୍ଟ କରିବାକୁ ଯାଉଛନ୍ତି ବୋଲି ସାଧାରଣ ଜନତା ମଧ୍ୟ ପ୍ରଶ୍ନ କରିଥିଲେ। କୌଣସି…
ପ୍ରଦୀପ ପାଣିଗ୍ରାହୀ ବନାମ ଭୃଗୁ ବକ୍ସିପାତ୍ର, ବ୍ରହ୍ମପୁରରେ ସମ୍ମାନର ଲଢେଇ ଲଢ଼ିବେ ବିଜେଡି-ଭାଜପା
ଭୁବନେଶ୍ୱର,୮।୪: ଓଡ଼ିଶାରେ ଆଗାମୀ ସାଧାରଣ ଏବଂ ଲୋକ ସଭା ନିର୍ବାଚନରେ ଶାସକ ଦଳ ବିଜେଡି ଏବଂ ଭାଜପା ପ୍ରାୟ ସମସ୍ତ ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିବା ସହିତ ଓଡ଼ିଶାରେ ଲୋକସଭା ନିର୍ବାଚନ ପାଇଁ ପରସ୍ପରକୁ କଡ଼ା ଟକ୍କର ଦେବାକୁ ପ୍ରସ୍ତୁତ…
ପୁଣି ଶ୍ରୀ ମନ୍ଦିରର ମୁଖ୍ୟ ପ୍ରଶାସକ ଦାୟିତ୍ୱ ପାଇଲେ ବୀର ବିକ୍ରମ ଯାଦବ
ଭୁବନେଶ୍ୱର,୮।୪: ବଦଳିଲେ ଶ୍ରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ପ୍ରଶାସକ। ନୂଆ ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ପାଇଲେ ବୀର ବିକ୍ରମ ଯାଦବ । ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୬ ବ୍ୟାଚର ଆଇଏଏସ୍ ଅଫିସର ହେଉଛନ୍ତି ବୀର…

