ଭାଜପାର ପ୍ରଚଣ୍ଡ ବିଜୟ: ବାଣ ଫୁଟାଇ, ବାଜା ବଜାଇ ନାଚ ଗୀତରେ ମସଗୁଲ ହେଲେ ଭାଜପାକର୍ମୀ
ଅତାବିରା, ୪।୫(ଯୁଧିଷ୍ଠିର ମହାପାତ୍ର): ପଶ୍ଚିମବଙ୍ଗର ଜନସାଧାରଣ ଅନ୍ୟାୟ ବଦଳରେ ନ୍ୟାୟ ଏବଂ ଭୟ ବଦଳରେ ଭରସାକୁ ବାଛିଛନ୍ତି । ଭାଜପାକୁ ବିପୁଳ ସମର୍ଥନ ପାଇଁ ପଶ୍ଚିମବଙ୍ଗର ଏହି ଐତିହାସିକ ଦିନ ପାଇଁ ସୋମବାର ଅତାବିରା ବ୍ଲକ ଛକଠାରେ ଭାଜପା ପକ୍ଷରୁ ବିଜୟ…
ଶିବ ମନ୍ଦିର ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ
ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗ୍ରାମ ଶ୍ରୀ ନାଗେଶ୍ୱର ଶିବ ମନ୍ଦିର ନିକଟରୁ ସୋମବାର ସନ୍ଧ୍ୟାରେ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଜବତ କରିଥିବା ଜଣାପଡିଛି । ସନ୍ଧ୍ୟା ପ୍ରାୟ ୫ ଟାରେ ଗ୍ରାମର କିଛି…
ଋଣ ଟଙ୍କା ପାଇଁ ଖଣ୍ଡଯୁଦ୍ଧ: ଆକ୍ରମଣ ପ୍ରତି ଆକ୍ରମଣରେ ୫ ଆହତ
ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଲ୍ଲୀ ସାମନ୍ତରାପୁର ଗ୍ରାମରେ ୫ ହଜାର ଋଣ ଟଙ୍କା ପରିଶୋଧକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ଘଟିଛି।ଏହି ଆକ୍ରମଣ ପ୍ରତି ଆକ୍ରମଣରେ ଗ୍ରାମର ମହେଶ୍ବର ଗୌଡ଼ ଏବଂ ତାଙ୍କ ପ୍ରତିପକ୍ଷ ଗୋଷ୍ଠୀର ବୁଡୁ…
ବିଭିନ୍ନ ରାଜ୍ୟରେ ଭାଜପାର ବିପୁଳ ବିଜୟ: ବାଣ ଫୁଟାଇ, ମିଠା ବାଣ୍ଟି ପରସ୍ପରକୁ ଶୁଭେଚ୍ଛା ଜଣାଇଲେ ଭାଜପାକର୍ମୀ
ଗଞ୍ଜାମ,୪।୫(ଅନାଥ ତରାଇ): ଦେଶର ବିଭିନ୍ନ ରାଜ୍ୟରେ ଅନୁଷ୍ଠିତ ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ଏକତରଫା ଓ ଚିତ୍ତାକର୍ଷକ ବିଜୟକୁ ନେଇ ଆଜି ଗଞ୍ଜାମ ମଣ୍ଡଳ ପକ୍ଷରୁ ଏକ ଭବ୍ୟ ବିଜୟ ଉତ୍ସବ ପାଳନ କରାଯାଇଛି। ଗଞ୍ଜାମ ଏନଏସିଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…
ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଏହି ସବୁ ସମସ୍ୟାର ସମାଧାନ ପାଇଁ ଗୁହାରି କଲେ ଲୋକେ
ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଖମାରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା । ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନୁସୂଚିତ ଜନଜାତି…
ଯୌତୁକ ନିର୍ଯାତନା: ସାବିତ୍ରୀ ଅମାବାସ୍ୟା ଦିନ ସ୍ତ୍ରୀଙ୍କୁ ପିଟିଥିଲେ ହାତୁଡିରେ, ଏବେ ଆସିଲା ରାୟ
ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଆସିଷ୍ଟାଣ୍ଟ ସେସନ ଜଜ୍ (ସ୍ବତନ୍ତ୍ର ଟ୍ରାକ କୋର୍ଟ) ସୌଦାମିନୀ ସିଂ ଏକ ଯୌତୁକ ନିର୍ଯାତନା ମାମଲାରେ ଅଭିଯୁକ୍ତ ସ୍ବାମୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେ ହେଲେ ଆସିକା ଖମ୍ବେଶ୍ୱରୀପାଟଣାର ତୁଫାନ ଗୌଡ଼(୫୩)। ୩ଟି ଦଫାରେ ତାଙ୍କୁ…
ବାହାଘର ଭୋଜି ଖାଇ ଫେରୁଥିଲେ: ରାସ୍ତାରେ ହେଲା ଭୟଙ୍କର ଦୁର୍ଘଟଣା
ମୋହନା,୪।୫(ମନ୍ମଥ ମିଶ୍ର): ଗଜପତି ଜିଲା ଆର.ଉଦୟଗିରି ବ୍ଲକ ରାମଗିରିସ୍ଥିତ କୃଷି ଉଦ୍ୟାନ କାର୍ଯ୍ୟାଳୟ ସମ୍ମୁଖରେ ଦୁଇ ବାଇକ ମୁହାମୁହିଁ ଧକ୍କାହୋଇ ଘଟଣାସ୍ଥଳରେ ଜଣେ ମୃତ, ଛଅ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କ ମଧ୍ୟରେ ଜଣେ ୫ ବର୍ଷର ଶିଶୁ କନ୍ୟା…
ଆନ୍ଧ୍ର ହାଟରେ ଗଛ ଉପୁଡ଼ି ଓଡ଼ିଶାର ଦୁଇ ମହିଳା ମୃତ: ୨ ଗୁରୁତର
ନନ୍ଦପୁର/ପାଡୁଆ,୪।୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସୀମାକୁ ଲାଗି ରହିଥିବା ଆନ୍ଧ୍ର ପେଦାବାଇଲି ସୋମବାର ହାଟରେ କାଳବୈଶାଖୀ ତାଣ୍ଡବ ରଚିଛି। ଅପରାହ୍ନରେ ହାଟରେ ଗହଳି ଲାଗିଥିବା ବେଳେ ହଠାତ୍ କାଳବୈଶାଖୀ ପବନ ବର୍ଷାରେ ହାଟ ମଝିରେ ଥିବା…
ଜୟ ଶ୍ରୀରାମ ନାରାରେ କମ୍ପିଲା: ଭଞ୍ଜନଗରରେ ଭାଜପାର ବିଜୟ ଉତ୍ସବ
ଭଞ୍ଜନଗର,୪।୫(ବାବୁଲା ପ୍ରଧାନ): ୪ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ନିର୍ବାଚନ ଫଳାଫଳ ପ୍ରାୟ ଆସିଯାଇଛି। ଏଥିରେ ପ୍ରଥମଥର ପାଇଁ ଭାଜପା ପଶ୍ଚିମବଙ୍ଗରେ କ୍ଷମତା ଦଖଲ କରିବାକୁ ଯାଉଛି। ସଂଖ୍ୟା ଗରିଷ୍ଠତାଠାରୁ ବହୁ ଆଗରେ ଭାଜପା ବର୍ତ୍ତମାନ ଅଛି। ଆସାମ…
ସ୍ବାସ୍ଥ୍ୟ ବିଭାଗ ଅମଲା କ୍ୟାଡରଙ୍କ ପ୍ରତି ପ୍ରଶାସନିକ ଅବହେଳା: ନୂଆ ନିର୍ଦ୍ଦେଶନାମା କାର୍ଯ୍ୟକାରୀ ପାଇଁ ଦାବି କଲେ…
ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର): ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ ହୋଇଥିବା ବେଳେ ଏହାର ପରିଚାଳନା ଭାର ସମ୍ଭାଳୁଥିବା ସ୍ବାସ୍ଥ୍ୟ ବିଭାଗ ଅମଲା କ୍ୟାଡର ବୃନ୍ଦ ପ୍ରଶାସନିକ ଅବହେଳାର ଶିକାର ହୋଇଥିବା ଅଭିଯୋଗ ହୋଇଛି । ଗତ…
ଜୋରହାଟ ଆସନରୁ ହାରିଲେ ଗୌରବ ଗୋଗୋଇ, ଭାଜପା ମାରିଲା ବାଜି
ଜୋରହାଟ(ଆସାମ): ଆସାମର ଜୋରହାଟ ଆସନରେ କଂଗ୍ରେସ ନେତା ଗୌରବ ଗୋଗୋଇ ପରାଜିତ ହୋଇଛନ୍ତି। ଭାଜପା ପ୍ରାର୍ଥୀ ହିତେନ୍ଦ୍ର ନାଥ ଗୋସ୍ୱାମୀ ୨୧,୦୦୦ ଭୋଟ ବ୍ୟବଧରାନରେ କଂଗ୍ରେସ ନେତା ଗୋଗୋଇଙ୍କୁ ପରାସ୍ତ କରିଛନ୍ତି। ଭୋଟ ଗଣନା ଆରମ୍ଭରୁ ଭାଜପା ପ୍ରାର୍ଥୀ ହିତେନ୍ଦ୍ର ଗୋସ୍ୱାମୀ…
ନନ୍ଦିତା-ଶୁଭଶ୍ରୀଙ୍କୁ ସଫଳତା:ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସତ୍ୟ ସାଇ ବିଦ୍ୟା ବିହାରର ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ପାସ ହାର ଶତ ପ୍ରତିଶତ ହୋଇଛି। ବିଦ୍ୟାଳୟର ଦୁଇଜଣ ଛାତ୍ରୀ ଶୁଭଶ୍ରୀ ସ୍ବାଇଁ ୫୫୨ ମାର୍କ ରଖିଥିବାବେଳେ ଓ ନନ୍ଦିତା ସେଠୀ…
Archives


