ଆମ ଜିଲା ଖବର

ବିଜେଡି ମୋତେ ମାନସିକ ନିର୍ଯାତନା କହି ଦଳ ଛାଡିଲେ ଟାଣୁଆ ନେତା

ଭଦ୍ରକ,୮।୪ (ସନାତନ ରାଉତ):ଭଦ୍ରକର ଦଳିତ ନେତା ରାଜେନ୍ଦ୍ର ପ୍ରସାଦ ଜେନା ରବିବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ବିଜେଡି ଜିଲା ସଭାପତି ଜଗନ୍ନାଥ ସ୍ବାଇଁଙ୍କ ନିକଟକୁ ପଠାଇଦେଇଛନ୍ତି। ଭଦ୍ରକ ବ୍ଲକ କୋରକୋରା ପଞ୍ଚାୟତର ରାଜେନ୍ଦ୍ର ବିଜେଡିରେ ଜଣେ ଆଗଧାଡ଼ିର…

ତାତି ବଢ଼ାଉଛି ଇଟାଭାଟି ନିଆଁ, ଧୂଆଁ

ପଟ୍ଟାମୁଣ୍ଡାଇ,୮ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଲକ୍ଷାଧିକ ବେଆଇନ ଇଟା ପୋଡ଼ା ଚାଲିଥିବା ବେଳେ ସେଥିରୁ ନିର୍ଗତ ନିଆଁ ପ୍ରକୋପରେ ଅସ୍ବାଭାବିକ ଭାବେ ସ୍ଥାନୀୟ ଅଞ୍ଚଳରେ ତାପମାତ୍ରା ବୃଦ୍ଧି କରାଇବାରେ ଲାଗିଛି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ଇଟାଭାଟିର ନିଆଁ ଝାସ…

ରାଜନୈତିକ ସମୀକରଣ ବଦଳିବା ସମ୍ଭାବନା: ଖୁବ୍‌ଶୀଘ୍ର ଭାଜପାରେ ମିଶିପାରନ୍ତି ଲଲାଟେନ୍ଦୁ

ଜଗତ୍‌ସିଂହପୁର, ୮ା୪(ପ୍ରମୋଦ କୁମାର ନାୟକ):ଏକଦା ଓଡ଼ିଶା ରାଜନୀତିରେ ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ସ୍ବର୍ଗତ ବାସୁଦେବ ମହାପାତ୍ରଙ୍କ ନଁା ଥିଲା। ଜଗତ୍‌ସିଂହପୁର ଜିଲାରେ ସେ ବେଶ୍‌ ଲୋକପ୍ରିୟ ଥିଲେ। ସେ ୩ ଥର ଅର୍ଥାତ୍‌ ୧୯୭୧, ୧୯୭୪ ଓ ୧୯୮୦…

ଜଙ୍ଗଲ ଭିତରେ ଚାଲିଛି ଜଙ୍ଗଲରାଜ

କେନ୍ଦ୍ରାପଡ଼ା,୮ା୪(ଜଗନ୍ନାଥ ଧଳ): ଧାମରାଠାରୁ ପାରାଦୀପ ବନ୍ଦର ମଧ୍ୟରେ ଥିବା ସାମୁଦ୍ରିକ ଉପକୂଳ ଏବେ ଚିଙ୍ଗୁଡି ଘେରିରେ ଭରିଗଲାଣି। ପ୍ରତ୍ୟେକ ଦିନ ଏହି ତଟାଞ୍ଚଳରେ ଅନୂ୍ୟନ ୧୦ରୁ ଅଧିକ ଘେରି ପ୍ରସ୍ତୁତ ହେଉଛି। ଏଥିରେ ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟ ବାଦ୍‌ ପଡିନାହିଁ।…

ବିଜେଡି ଘୋଷଣାକୁ ଭାଜପାର ଅପେକ୍ଷା

ରସୁଲପୁର,୮ା୪(ରଞ୍ଜିତ ରାଉତ):ଯାଜପୁର ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ୬ଟିରେ ଭାଜପା ପ୍ରାର୍ଥୀ ଘୋଷଣା କରିସାରିଛି। କେବଳ ବରୀ ନିର୍ବାଚନମଣ୍ଡଳୀର ପ୍ରାର୍ଥୀ ଘୋଷଣା ବାକି ରହିଛି। ଏଠି ଦଳ ଜିତିବା ସମ୍ଭାବନା ଥିବା ପ୍ରାର୍ଥତ୍ତ୍ୱକୁ ଅପେକ୍ଷା କରିଛି। ବିଜେଡି ଟିକେଟ ବଣ୍ଟନ…

ଦଶରଥପୁରରେ ପାନୀୟ ଜଳ ପାଇଁ ହନ୍ତସନ୍ତ

ଝୁମ୍ପୁରୀ,୮ା୪(ସରୋଜ ନାୟକ): ସ୍ବଚ୍ଛ ପାନୀୟ ଜଳ ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ବିପୁଳ ଟଙ୍କା ଖର୍ଚ୍ଚ କରୁଛନ୍ତି। ଲୋକଙ୍କୁ ପିଇବା ପାଣି ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତି ପରେ ପ୍ରତିଶ୍ରୁତି ଦେଇଚାଲିଛନ୍ତି। ହେଲେ…

ପିଏମ୍‌ଜିଏସ୍‌ଓ୍ବାଇ ରାସ୍ତା କାମରେ ହରିଲୁଟ

ଯାଜପୁର,୮ା୪(ହର୍ଷବର୍ଦ୍ଧନ ବେହେରା): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କଯୋଜନା(ପିଏମ୍‌ଜିଏସ୍‌ଓ୍ବାଇ)ରେ ଯାଜପୁର ଗ୍ରାମ୍ୟ ନିର୍ମାଣ ବିଭାଜନ-୨ ଅନ୍ତର୍ଗତ ମଧୁସୂଦନପୁର ଭାୟା ରଘୁନାଥପୁର ହୋଇଥିବା ରାସ୍ତା କାର୍ଯ୍ୟରେ ଦୁର୍ନୀତି କରାଯାଇଥିବା ଅଭିଯୋଗ ହୋଇଛି। ଏହି ରାସ୍ତା ନିର୍ମାଣ କାର୍ଯ୍ୟ ନ ସରୁଣୁ ବିଭିନ୍ନ ସ୍ଥାନରେ କଂକ୍ରିଟ ଉଠିଯିବା…

ମହୁ ଲଠାରେ ଭୋକ ମେଣ୍ଟୁଛି

କାଳିଆପାଣି,୮ା୪(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ୍‌ ଅଧୀନ କଆଁସ ପଞ୍ଚାୟତ ବିଟ ସାହି ମହ୍ଲାର ବସ୍ତିର ଜନଜାତି ପରିବାର ବହୁ ଦୟନୀୟ ଅବସ୍ଥାରେ ଦିନ କାଟୁଛନ୍ତି। ସରକାର ଗରିବ ଓ ଅସହାୟଙ୍କ ପାଇଁ ବହୁ ଯୋଜନା କରିଛନ୍ତି। ମାତ୍ର ପ୍ରଶାସନିକ…

ଏଡିଏମଓଙ୍କ ନାଁରେ ସଙ୍ଗୀନ ଅଭିଯୋଗ:ଅପରେଶନ ଥିଏଟରକୁ ଡାକି ମହିଳା ଡାକ୍ତରଙ୍କ ଶରୀରକୁ କରୁଥିଲେ ସ୍ପର୍ଶ

ସୁନ୍ଦରଗଡ,୭।୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ମୁଖ୍ୟ ଡାକ୍ତରଖାନାରେ ଦନ୍ତ ବିଭାଗରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ଏଡିଏମଓ) ଡା. ପ୍ରକାଶ ବଳ ଅସଦାଚରଣ କରିଥିବା ନେଇ ଅଭିଯୋଗ ହୋଇଛି। ମହିଳା ଡାକ୍ତର ଜଣକ ଏ ସମ୍ପର୍କରେ…

ଟେନ୍‌ସନ୍‌ରେ ବିଜେଡି: ବିଧାୟକ ପ୍ରାର୍ଥୀଙ୍କ କୁଶପୁତ୍ତଳିକା ଦାହ କଲେ ନିଜ ଦଳର କର୍ମୀ

ଖଜୁରିପଡ଼ା,୭ା୪(ବିଦୁର ବେହେରା): କନ୍ଧମାଳ ଜିଲାର ୩ ନିର୍ବାଚନମଣ୍ଡଳୀ ଏବଂ ଗୋଟିଏ ସଂସଦୀୟ କ୍ଷେତ୍ର ପାଇଁ ପ୍ରମୁଖ ୩ ଦଳ ପ୍ରାର୍ଥୀ ଘୋଷଣା କରିଛନ୍ତି। ଯେଉଁମାନଙ୍କୁ ଦଳ ପ୍ରାର୍ଥୀ କରିଛି, ତାହାକୁ ନେଇ ଏବେ ସବୁଠି ଅସନ୍ତୋଷର ସ୍ବର ଉଠିଥିବା ବେଳେ ଦେବେନ୍ଦ୍ର…

ପଦ୍ମପୁର: ଛକାପଞ୍ଝାରେ ଅଟକିଛି ବିଜେଡି ଟିକେଟ

ପଦ୍ମପୁର,୭।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବିଧାନସଭା ଆସନରେ କିଏ ବିଜୁ ଜନତା ଦଳର ପ୍ରାର୍ଥୀ ହେବେ ସେ ନେଇ ସସ୍‌ପେନ୍ସ ଜାରି ରହିଛି । ଗତ ଉପନିର୍ବାଚନରେ ବିଜେଡି ପ୍ରାର୍ଥତ୍ନୀ ବର୍ଷା ସିଂ ବରିହା ପ୍ରାୟ ୪୨ ହଜାର ଭୋଟ୍‌ ବ୍ୟବଧାନରେ ଜିତିଥିବା…

ଘଡ଼ଘଡ଼ି ସହ କୁଆପଥର ବର୍ଷା

ପାଟଣା,୭ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ କାଳ ବୈଶାଖୀ ପ୍ରଭାବରେ ରବିବାର ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇଛି। ଏହାର ପ୍ରଭାବରେ ଅନେକ ଅଞ୍ଚଳରେ ଗଛ ଉପୁଡ଼ିବା ସହ ଡୁମୁରିଆ ପଞ୍ଚାୟତ ରୋହଣୀ ଦୁମା ଗ୍ରାମରେ ବ୍ୟାପକ କ୍ଷୟକ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?