ଆମ ଜିଲା ଖବର

ଜେଜେଙ୍କ ଶୁଦ୍ଧିକ୍ରିୟାକୁ ଆସି ମହାନଦୀରେ ବୁଡ଼ିଗଲେ ନାତି

କଟକ,୭ା୪(କାର୍ତ୍ତିକ ସାହୁ): କଟକ ତୁଳସୀପୁର ନିକଟ ମହାନଦୀରେ ରବିବାର ଜଣେ ୨୨ ବର୍ଷୀୟ ଯୁବକ ବୁଡ଼ି ଯାଇଛନ୍ତି। ସେ ତାଙ୍କ ଜେଜେଙ୍କ ଶୁଦ୍ଧିକ୍ରିୟାକୁ ଆସି ବୁଡ଼ି ଯାଇଥିବା ଜଣାପଡ଼ିଛି। ନିଖୋଜ ଥିବା ଯୁବକ ଜଣକ ସିଡିଏ ଅଞ୍ଚଳର। ଖବର ପାଇ ବିଡ଼ାନାସୀ…

ଜେଲ୍‌ରୁ ଫେରାର ହେଲେ ୨ କଏଦୀ

ଭବାନୀପାଟଣା,୭।୪ (ଉତ୍ତମ କୁମାର ଦାଶ): ଜିଲା ମୁଖ୍ୟ କାରାଗାରରୁ ଫେରାର୍‌ ହୋଇଛନ୍ତି ୨ କଏଦୀ। କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ କାରାଗାରରୁ ଦୁଇ ବିଚାରାଧୀନ ବନ୍ଦୀ ଫେରାର ହୋଇଛନ୍ତି। ଏନେଇ ଜେଲ ସୁପରିଟେଣ୍ଡଣ୍ଟ ସୂଚନା ଦେଇଛନ୍ତି। ରବିବାର ସକାଳୁ…

ଗହଣା ବ୍ୟବସାୟୀଙ୍କୁ ଗୁଳିମାଡ଼ କରି ଲୁଟିନେଲେ ୭ ଲକ୍ଷର ଅଳଙ୍କାର

ରୂପସା,୭।୪ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଛଦା ଗାଁ ନିକଟରେ ଗୁଳି ଫୁଟାଇ ଜନୈକ ଗହଣା ଦୋକାନୀଙ୍କଠାରୁ ଦୁର୍ବୃତ୍ତମାନେ ଗହଣା ଲୁଟ୍‌ କରି ଫେରାର ହୋଇଯାଇଛନ୍ତି। ଏହି ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି ।…

କଳାହାଣ୍ଡିରେ ପରିବାରବାଦ ଅନ୍ୟ ନେତାଙ୍କ ବାଟ ରୋକୁଛି

ଭବାନୀପାଟଣା,୭।୪(ଉତ୍ତମ କୁମାର ଦାଶ): ରାଜନୀତିରେ ପରିବାରବାଦ, ବଂଶବାଦକୁ ନେଇ ଉଭୟ ଶାସକ ଓ ବିରୋଧୀ ମଧ୍ୟରେ ବିଭିନ୍ନ ସମୟରେ ଆରୋପ ପ୍ରତ୍ୟାରୋପ ଲାଗିରହିଛି। ଏପରିସ୍ଥଳେ କଳାହାଣ୍ଡି ରାଜନୀତିରେ ପରିବାରବାଦର ଚିତ୍ର ଦେଖିବାକୁ ମିଳିଛି। ଏଠାରେ ବାପ,ପୁଅ, ସ୍ତ୍ରୀ, ନାତି, ବୋହୂ, ଭାଇ…

ଗୋଟିଏ ମଞ୍ଚରେ ଜୟନାରାୟଣ ଓ ଗିରିଶ

ସମ୍ବଲପୁର,୭ା୪ (ଭବାନୀ ଶଙ୍କର ଭୋଇ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷିତ ହେବା ପରେ ଏବେ ସେ ଭାଜପାର ନୂଆପୁରୁଣା ନେତା ଓ କର୍ମୀଙ୍କୁ ଏକଜୁଟ କରି ଦଳକୁ ଅଧିକ ସଂଗଠିତ କରିବା ପାଇଁ ଉଦ୍ୟମ…

ନିରଞ୍ଜନ-ପ୍ରମୋଦ, ପଦ୍ମନାଭ-ରଘୁନାଥ ଲଢ଼େଇ

ସୋନପୁର,୭।୪(ମୃତ୍ୟୁଞ୍ଜୟ ଶତପଥୀ)ଚଳିତ ନିର୍ବାଚନରେ ସୁବର୍ଣ୍ଣପୁର ଜିଲାର ସୋନପୁର ଓ ବୀରମହାରାଜପୁର ବିଧାନସଭା ଆସନରେ ପୁଣି ପରସ୍ପରକୁ ସାମ୍ନା କରିବାକୁ ଯାଉଛନ୍ତି ଶାସକ ଓ ବିପକ୍ଷ ଦଳର ପ୍ରାର୍ଥୀ। ସୋନପୁରରେ ୨୦୧୪ ନିର୍ବାଚନର ପ୍ରାର୍ଥୀ ଓ ବୀରମହାରାଜପୁରରେ ୨୦୧୯ ନିର୍ବାଚନର ପ୍ରାର୍ଥୀ ରିପିଟ୍‌…

ଆଧାର ଜାଲିଆତିରୁ ଜମି ହଡ଼ପ

ବଲାଙ୍ଗୀର,୭ା୪(ବୀରେନ୍ଦ୍ର କୁମାର ଝାଙ୍କର)ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଚଞ୍ଚକତା କରି ନିରୀହ ବ୍ୟକ୍ତିଙ୍କ ବହୁମୂଲ୍ୟ ଜମି ହଡ଼ପ ଘଟଣା ଜଣାପଡିବା ପରେ ବଲାଙ୍ଗୀର ସବ୍‌ରେଜିଷ୍ଟ୍ରାର ଅଫିସ ପକ୍ଷରୁ ଟାଉନ୍‌ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଏହି ଜମି ଜାଲିଆତି କାରବାରରେ ଜଣେ ପୂର୍ବତନ ସରପଞ୍ଚଙ୍କ…

ଦୁର୍ଘଟଣାର ବାହକ ଅନ୍‌ଫିଟ୍‌ ଯାନ

ରାଉରକେଲା,୭।୪(ବିପ୍ଳବ ରଞ୍ଜନ ଦାଶ)ସ୍ମାର୍ଟସିଟି ରାଉରକେଲା ସହର ରାସ୍ତାରେ ଯାତାୟାତ କରୁଥିବା ଅଧିକାଂଶ ଯାନବାହନର ଫିଟ୍‌ନେସ୍‌ ନାହିଁ। ଏହାକୁ ଯାଞ୍ଚ ଠିକ୍‌ ଭାବେ ଯାଞ୍ଚ କରାଯାଉ ନ ଥିବାରୁ ସହର ପରିବେଶ ପ୍ରଦୂଷିତ ହେବା ସହ ଦୁର୍ଘଟଣା ବଢୁଛି। ରାଉରକେଲା ପରିବହନ ବିଭାଗ…

ମେ’, ଜୁନ୍‌ରେ ୪ ଦିନ ଡ୍ରାଏ ଡେ

ନବରଙ୍ଗପୁର,୭।୪(ସଦାଶିବ ପ୍ରହରାଜ)ନବରଙ୍ଗପୁର ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଅବାଧ, ନିରପେକ୍ଷ, ସ୍ବଚ୍ଛ ଓ ଶାନ୍ତିଶୃଙ୍ଖଳାର ସହିତ ସୁଚାରୁରୂପେ ପରିଚାଳନା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ତତ୍ପରତାର ସହ ଜାରି ରହିଛି। ନିର୍ବାଚନ ଆଚରଣବିଧିକୁ କଡ଼ାକଡ଼ି କରାଯିବା…

ସମୟରେ ଆସୁନାହାନ୍ତି ଗୋଷ୍ଠୀ ସ୍ବାସ୍ଥ୍ୟକର୍ମୀ

ସୋସୋ,୭।୪(ସତ୍ୟବ୍ରତ ଜେନା)କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଦଧିବାମନପୁର ସ୍ବାସ୍ଥ୍ୟ ଉପକେନ୍ଦ୍ରରେ ସ୍ବାସ୍ଥ୍ୟ ସେବା ବ୍ୟାହତ ହୋଇଛି। ଏଠାରେ ନିୟୋଜିତ ଗୋଷ୍ଠୀ ସ୍ବାସ୍ଥ୍ୟ କର୍ମୀଙ୍କ ମନମାନୀ ଯୋଗୁ ଗ୍ରାମାଞ୍ଚଳରେ ଲୋକେ ଉପଯୁକ୍ତ ସେବା ପାଇପାରୁନାହାନ୍ତି। ଅନେକ ସମୟରେ ରୋଗୀଙ୍କୁ ଦୁର୍ବ୍ୟବହାର କରାଯିବା ସହ…

ଶ୍ରମିକ କାର୍ଡ ହାତେଇଛନ୍ତି ଅଣଶ୍ରମିକ

ଭଦ୍ରକ,୭।୪ (ସନାତନ ରାଉତ)ଭଦ୍ରକ ଜିଲାରେ ଶ୍ରମିକ କାର୍ଡ ହାତେଇଛନ୍ତି ବହୁ ଅଣଶ୍ରମିକ। ଫଳରେ ପ୍ରକୃତ ଶ୍ରମିକ ଶ୍ରମକାର୍ଡରୁ ବଞ୍ଚତ୍ତ ହେଉଥିବା ବିଭିନ୍ନ ସମୟରେ ଅଭିଯୋଗ ହେଉଛି। ଜିଲାରେ ଏବେ ନିର୍ମାଣ ଶ୍ରମିକ କାର୍ଡ ସଂଖ୍ୟା ଦେଢ଼ ଲକ୍ଷ ଟପିଥିବା ବେଳେ ବହୁ…

ମହୁଲ ଫୁଲ ଦେଇଛି ଜୀବିକା

ଜଳେଶ୍ୱର, ୭ା୪(ନବୀନ ସାହୁ)ଆଦିବାସୀଙ୍କ ଜୀବନଜୀବିକା ସହିତ ମହୁଲ ଫୁଲ ବିଶେଷ ଭାବେ ଯୋଡ଼ି ହୋଇରହିଛି। ବିଶେଷକରି ଫଗୁଣ-ଚୈତ୍ର ୨ମାସ ଆଦିବାସୀମାନେ ମହୁଲ ଫୁଲ ସାଉଁଟିବା କାର୍ଯ୍ୟରେ ବ୍ୟସ୍ତ ରୁହନ୍ତି। ୨ମାସର ରୋଜଗାରରେ ବର୍ଷର କିଛି ମାସ ପରିବାର ପ୍ରତିପୋଷଣ ପାଇଁ ମହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?