କମୁନି ଦାଦନ ଶ୍ରମିକ ଚାଲାଣ
କଣ୍ଟାବାଞ୍ଜି/ଖପ୍ରାଖୋଲ,୬ା୧୧ (ଗୁରୁଦୟାଲ ହଂସ/ଅଭୟ ତ୍ରିପାଠୀ): ସମସ୍ତ ପ୍ରକାର କର୍ମାଭିମୁଖୀ ଯୋଜନା ଓ ସଚେତନତା ସତ୍ତ୍ୱେ ବଲାଙ୍ଗୀର ଜିଲାରୁ ଦାଦାନ ଶ୍ରମିକ ଚାଲାଣ ଚାଲୁ ରହିଛି। ଶନିବାର ବିଳମ୍ବିତ ରାତିରେ କଣ୍ଟାବାଞ୍ଜି ଓ ଖପ୍ରାଖୋଲ ଥାନା ଅଞ୍ଚଳରେ ପୋଲିସ ବାହାର ରାଜ୍ୟକୁ ଚାଲାଣ…
ଦାରିଙ୍ଗବାଡ଼ିରେ ପର୍ଯ୍ୟଟନର ବିକାଶ ପାଇଁ ୧୭ କୋଟି ୧୦ ଲକ୍ଷ ଟଙ୍କା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ଦାରିଙ୍ଗବାଡ଼ି,୬ା୧୧(ଅରୁଣ ସାହୁ): କନ୍ଧମାଳ ଜିଲାର ସମସ୍ତ ୧୨ଟି ବ୍ଲକରେ ସୋମବାର ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଦାରିଙ୍ଗବାଡ଼ି ବ୍ଲକର ମିନି ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମକୁ ବିଡିଓ ଗଦାଧର ପାତ୍ର ପରିଚାଳନା କରିଥିବା ବେଳେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ…
ସମ୍ବଲପୁରବାସୀ ଅବସର ବିନୋଦନରୁ ବଞ୍ଚିତ
ସମ୍ବଲପୁର,୬।୧୧(ଭବାନୀ ଶଙ୍କର ଭୋଇ): ବଡ଼ବଜାର ନିକଟରେ ରିଙ୍ଗ ରୋଡ଼ କଡ଼ରେ ରହିଛି ସମ୍ବଲପୁର ଉନ୍ନୟନ ପ୍ରାଧିକରଣ (ଏସ୍ଡିଏ)ର ଗୌରୀ ଶଙ୍କର ପାର୍କ। ଏଠାରେ ଦୀର୍ଘଦିନ ହେବ ଷ୍ଟ୍ରିଟ ଲାଇଟ ଜଳୁ ନ ଥିବା ସହ ପାର୍କରେ ରହିଥିବା ଖେଳଣା ଏବଂ ବ୍ୟାୟାମ…
କମୁଛି ମାଟି ଦୀପ ଚାହିଦା, ଚିନ୍ତାରେ କୁମ୍ଭକାର
ତେନ୍ତୁଳିଖୁଣ୍ଟି,୬।୧୧(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ା ଗ୍ରାମରେ ନବେରୁ ଊର୍ଦ୍ଧ୍ୱ କୁମ୍ଭକାର ପରିବାର ବାସ କରନ୍ତି। ସେଥିମଧ୍ୟରୁ ପ୍ରାୟତଃ ଅଧାରୁ ଅଧିକ କୌଳିକ ବୃତ୍ତିକୁ ମାଟି ନିର୍ମିତ ସାମଗ୍ରୀର ବଜାର ଚାହିଦା ନ ଥିବାରୁ ନିଜ ପରିବାର ପ୍ରତିପୋଷଣ…
ଆୟୋସ ମାଲେଟ ମାଛ ଉପରେ ଗବେଷଣା
ବ୍ରହ୍ମପୁର,୬ା୧୧(ତନୁଶ୍ରୀ ନାହାକ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପ୍ରାଣୀବିଜ୍ଞାନ ବିଭାଗ ପକ୍ଷରୁ ଚିହ୍ନଟ କରାଯାଇଥିବା ନୂତନ ପ୍ରଜାତିର ଆୟୋସ ମାଲେଟ୍ ମାଛ ଉପରେ ଗବେଷଣା ଜାରି ରହିଛି। ପଶ୍ଚିମ ଓଡ଼ିଶାର ସୋନପୁରଠାରେ ପ୍ରବାହିତ ମହାନଦୀରେ ଏହି ମାଛ ଠାବ କରାଯାଇଥିବା ବିଭାଗର ଅଧ୍ୟାପକ ପ୍ରଫେସର…
ଏ ସ୍ମଲ ଷ୍ଟେପ୍’ ଡକ୍ୟୁମେଣ୍ଟାରି ଜାତୀୟ ପୁରସ୍କାର ପାଇଁ ମନୋନୀତ
କୋରାପୁଟ,୬ା୧୧(ଅମିତାଭ ବେହେରା): ଜାତୀୟତୀୟ ସ୍ତରରେ ଏକ ପ୍ରତିଷ୍ଠିତ ଅନୁଷ୍ଠାନ ଦ୍ୱାରା ‘କମ୍ୟୁନିଟି ମିଡିଆ ଚାଲେଞ୍ଜ-୨୦୨୩’ ଶୀର୍ଷକରେ ଆୟୋଜିତ ଡକ୍ୟୁମେଣ୍ଟାରି ଚଳଚ୍ଚିତ୍ର ପ୍ରତିଯୋଗିତାରେ ଓଡିଆ ଝିଅ ଝରଣା କାଦ୍ରାକା ଅଂଶଗ୍ରହଣ କରି ଜାତୀୟ ସ୍ତରୀୟ ଦ୍ୱିତୀୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଚଳିତ…
ସେତୁ ନିର୍ମାଣ କାର୍ଯ୍ୟ ନିମ୍ନମାନର: ସ୍ଥାୟିତ୍ୱ ନେଇ ସନ୍ଦେହ
ନିିଶ୍ଚିନ୍ତକୋଇଲି,୬।୧୧(ଅଶୋକ କୁମାର ମହାପାତ୍ର): ନିଶ୍ଚିନ୍ତକୋଇଲି ବ୍ଲକ ୮ ନମ୍ବର କେନାଲ ଉପରେ ନିର୍ମାଣାଧୀନ ସେତୁ କାର୍ଯ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି। ଫଳରେ ସେତୁର ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କେନ୍ଦୁପାଟଣା ଜଳ ସମ୍ପଦ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ…
କାମରେ ଆସୁନି ସୌରଚାଳିତ ଆଲୋକୀକରଣ
ନିରାକାରପୁର,୬ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ୍ ଅନ୍ତର୍ଗତ ସାନରାଉତପଡ଼ା ପଞ୍ଚାୟତ ମୂଳୀଝରଗଡ଼ ଠାରେ ରହିଛି ମା’ଉଗ୍ରତାରାଙ୍କ ପୀଠ। ଏହି ପୀଠକୁ ରାଜ୍ୟ ତଥା ରାଜ୍ୟ ବାହାରୁ ସବୁ ସମୟରେ ଭକ୍ତମାନେ ଆସିବା ସହ ଗହଳି ଲାଗି ରହିଥାଏ। ୧୬…
ବଢ଼ିଚାଲିଛି ପିଆଜ ଦର
ପାରଳାଖେମୁଣ୍ଡି,୬ା୧୧ (ଗିରିଧାରୀ ପରିଛା): ଗଜପତି ଜିଲାରେ କନ୍ଦାଉଛି ପିଆଜ, ଲଗାତାର ବଢି ଚାଲିଛି ଦର। ଗତ କିଛି ଦିନ ତଳେ ପିଆଜ କିଲୋ ୨୦ ଟଙ୍କାରେ ମିଳୁଥିବା ବେଳେ ଏବେ ୮୦ ଟଙ୍କାରେ ପହଁଚିଲାଣି। ନାସିକରେ ପିଆଜ ମହଙ୍ଗା କାରଣରୁ ଓ…
ଆବାସ ଯୋଜନାରେ ଅନିୟମିତତା
ନୟାଗଡ଼,୬।୧୧ (ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ବଡ଼ଗୋରଡା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ରେ ଲାଞ୍ଚ ଦେଲେ ବିଲ୍ ମିଳୁଛି ବୋଲି ଅଭିଯୋଗ ହେଉଛି। ଲାଞ୍ଚ ଦେଲେ ହିତାଧିକାରୀଙ୍କ ଘର ଅସମ୍ପୂର୍ଣ୍ଣ ଥିଲେ ବି କାଗଜାତରେ ସମ୍ପୂର୍ଣ୍ଣ ହୋଇ ଫାଇନାଲ ବିଲ୍…
ବର୍ଷା ନାହିଁ, ଉଜୁଡ଼ିବାକୁ ବସିଛି ଧାନଫସଲ
ରଣପୁର,୬ା୧୧(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଏନଏସି ସହିତ ବ୍ଲକର ୩୭ ପଞ୍ଚାୟତରେ ଚଳିତବର୍ଷ ଅନିୟମିତ ବର୍ଷା ଲାଗି ରହିଥିଲା। ଏଥିସହିତ ବହୁ ଦିନ ବର୍ଷା ହୋଇ ନ ଥିବାରୁ ଧାନ ଫସଲ ଉଜୁଡିବାରେ ଲାଗିଛି। ଚାଷୀ ବହୁ କଷ୍ଟରେ…
ଗାଁରେ ସୁନାଖଣି, ଲୋକଙ୍କୁ ଜୁଟୁନି ଦାନା
କେନ୍ଦୁଝର,୬ା୧୧(ଦୀପକ ମିଶ୍ର): କେନ୍ଦୁଝର ଜିଲାରେ ଲୁହାପଥର, ମାଙ୍ଗାନିଜ ଆଦି ଖଣି ରହିଛି। ଯାହା ଜିଲାର ଆର୍ଥିକସ୍ଥିତି ସୁଦୃଢ଼ କରୁଥିବା ବେଳେ କିଛି ମାସ ତଳେ ଜିଲାରେ ସୁନା ଖଣିର ସନ୍ଧାନ ମିଳିଛି। ବିଶେଷ କରି ଖଣି ଶୂନ୍ୟ ତେଲକୋଇ ବ୍ଲକ୍ ଏବଂ…
Archives


