ଆମ ଜିଲା ଖବର

୨୪ ଘଣ୍ଟାରେ ପ୍ରଧାନମନ୍ତ୍ରୀ କ୍ଷମା ମାଗନ୍ତୁ

ପୁରୀ,୨୨ା୫(ଅଜିତ୍‌ କୁମାର ମହାନ୍ତି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୋମବାର ପୁରୀରେ ରୋଡ୍‌ ଶୋ’ ପରେ ଭାଜପାର ରାଷ୍ଟ୍ରୀୟ ମୁଖପାତ୍ର ତଥା ପୁରୀ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ସମ୍ବିତ ପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ମୋଦିଙ୍କ ଭକ୍ତ। ସମ୍ବିତଙ୍କ ଏପରି…

ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି: ଭୁବନେଶ୍ୱର ମଧ୍ୟରେ ବୁଥ୍‌ ପରିଚାଳନା କରିବେ ମହିଳା

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୨୧।୫ : ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ । ଏଥି ନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଜି ଏ ମର୍ମରେ ଜିଲ୍ଲାପାଳଙ୍କ…

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଏବଂ ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ…

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ ବୁଡ଼ି ୨ ସମ୍ପର୍କୀୟ ଭଉଣୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗ୍ରାମର ଗୋପ ମଲ୍ଲିକଙ୍କ…

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ ଏବଂ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ। ମୋଦିଙ୍କୁ ପୁଣି ଥରେ ପ୍ରଧାନମନ୍ତ୍ରୀ…

ଷ୍ଟ୍ରଙ୍ଗରୁମ୍‌ରେ ସିଲ ହେଲା ପ୍ରାର୍ଥୀଙ୍କ ଭାଗ୍ୟ

ବାଲିଗୁଡ଼ା,୨୧।୫:(ସଞ୍ଜୟ କୁମାର ପାଣିଗ୍ରାହୀ): ଦେଶର ପଞ୍ଚମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ଏବଂ ଓଡ଼ିଶାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ମେ’ ୨୦ ତାରିଖରେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଇଭିଏମ୍‌ ମେଶିନରେ ବାଲିଗୁଡାର ୫ ପ୍ରାର୍ଥୀ ଏବଂ ଜି. ଉଦୟଗିରିର ୮ପ୍ରାର୍ଥୀଙ୍କ ଭାଗ୍ୟ…

କାଜୁର ଅମଳ ବେଳକୁ ଅଭାବୀ ବିକ୍ରି: ଚିନ୍ତାରେ ଚାଷୀ

ଭବାନୀପାଟଣା,୨୧ା୫ (ଉତ୍ତମ କୁମାର ଦାଶ)- କାଳବୈଶାଖୀ ପ୍ରଭାବରେ ଝଡ଼ିଗଲା କାଜୁ ବଉଳ। ଆଉ ଯାହା କିଛି ରହିଥିଲା ଅମଳ ବେଳକୁ ଏବେ ଅଭାବୀ ବିକ୍ରି ଚାଷୀକୁ ଚିନ୍ତା। ଅଭାବୀ ବିକ୍ରିର ଶିକାର ହେଉଛନ୍ତି କଳାହାଣ୍ଡି ଜିଲାର କାଜୁ ଚାଷୀ। ଜିଲାର କାଜୁଚାଷ…

ଓଡ଼ିଶାରେ ପ୍ରଥମ ଥର ପାଇଁ ଶାହା କହିଦେଲେ ଏମିତି କଥା, ବିରୋଧୀ ଛାନିଆ

ନୟାଗଡ,୨୧।୫: ସମ୍ବଲପୁରରେ ପ୍ରଚାର ପରେ ଢେଙ୍କାନାଳ ପରଜଙ୍ଗରେ ପହଞ୍ଚିଛନ୍ତି ଗୃହମନ୍ତ୍ରୀ ଅମିତ ଶାହ। । ବିରାଟ ଜନସଭାକୁ ସମ୍ବୋଧିତ କରି ସେ ପୁଣି ବିଜେଡି ଉପରେ ଲଗାତର ଆକ୍ରମଣ କରିଛନ୍ତି। ସେ କହିଛନ୍ତି, ଏଥର ଓଡ଼ିଶାରେ ଭାଜପା ସରକାର ହେବାକୁ ଯାଉଛି।…

ବିଧାୟକ, ସାଂସଦ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଲେ ପାଣ୍ଡିଆନ

ପାଟଣା,୨୧।୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ସାହାରପଡ଼ା ବ୍ଲକ ମୁଖ୍ୟାଳୟ ହାଇସ୍କୁଲ ପଡ଼ିଆରେ ମଙ୍ଗଳବାର ଅପରାହ୍ନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିୟାନ ପାଟଣା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ଓ ସାଂସଦ ପ୍ରାର୍ଥୀ ଧନୁର୍ଜୟ ସିଧୁଙ୍କ ପାଇଁ ନିର୍ବାଚନ…

ରତ୍ନଭଣ୍ଡାର ଚାବି ହଜେଇଛି କିଏ? ସମ୍ବଲପୁରରୁ ଶାହାଙ୍କ ବଡ଼ ଖୁଲାସା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିଜେଡି ସରକାରଙ୍କୁ ରତ୍ନଭଣ୍ଡାର ପ୍ରସଙ୍ଗକୁ ନେଇ ଘେରିଛନ୍ତି। ସେ କହିଛନ୍ତି, ଭାଜପା ସରକାର ଆସିଲେ ଶ୍ରୀମନ୍ଦିର ୪…

ଦୁର୍ଘଟଣା ପରେ ହେଲପରଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ପଳାସପଙ୍ଗା ଓଭରବ୍ରିଜ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଟ୍ରକ ଚାପାରେ ହେଲପରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଟ୍ରକ୍‌ ଚାଳକଙ୍କ…

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ ପଢ଼ାଇବୁ। ୧୮ ମାସରେ ଚିଟ୍‌ଫଣ୍ଡର ସବୁ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ। ଆଉ ଲୋକଙ୍କୁ ପଇସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?