ଗାଁ ଗାଁ ବୁଲି ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର
ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ଢେଙ୍କା, ଓରାଳି ଏବଂ ସମଣା ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ନିର୍ବାଚନ ପ୍ରଚାର କରିଛନ୍ତି। ବିଜେଡି କର୍ମୀ ରବୀନ୍ଦ୍ର ନାୟକଙ୍କ ନେତୃତ୍ୱରେ…
ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା
ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ ବର୍ଷିଛନ୍ତି। ଶାହା କହିଛନ୍ତି, ନବୀନ ବାବୁ ଓଡ଼ିଆ ଅସ୍ମିତାର ତଣ୍ଟିଚିପିବାକୁ ଉଦ୍ୟମ କରିଛନ୍ତି। ଓଡ଼ିଶାରେ…
ଶତାଧିକ କଂଗ୍ରେସ, ଭାଜପା କର୍ମୀ ବିଜେଡିରେ ସାମିଲ
ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର କାଠକଟା ପଞ୍ଚାୟତର ଶତାଧିକ କଂଗ୍ରେସ ଏବଂ ଭାଜପା କର୍ମୀ ସୁବ୍ରତ ସାମଲଙ୍କ ତତ୍ୱାବଧାନରେ ବିଜେଡିରେ ସାମିଲ ହୋଇଛନ୍ତି l ତରତରା ଠାରେ ଆୟୋଜିତ ମିଶ୍ରଣ ପର୍ବରେ କେନ୍ଦୁଝର ସେଣ୍ଟ୍ରାଲ କୋଅପରେଟିଭ ବ୍ୟାଙ୍କ ଡାଇରେକ୍ଟର…
ନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀ
କେନ୍ଦୁଝର, ୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ରର ବିକାଶ ପାଇଁ ଏଥର ପ୍ରାର୍ଥୀ ହୋଇଛନ୍ତି ଦିବ୍ୟାଙ୍ଗ ଦତ ମୁଣ୍ଡା (୫୩)। ତେବେ ନିର୍ବାଚନ ଲଢ଼ିବା ଲାଗି ସେ ଜମି ଓ ଗୃହପାଳିତ ପ୍ରାଣୀଙ୍କୁ ବିକ୍ରି କରିବା ଚର୍ଚ୍ଚାର…
ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ
ଛତ୍ରପୁର,୨୧।୫ (ଦିଲ୍ଲୀପ ସାମଲ): ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ ନିକଟରେ ବସ୍ଟି ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଫଳରେ ୨୦ ପୋଲିସ କର୍ମଚାରୀ ଅଳ୍ପକେ ବର୍ତ୍ତି…
ବାରିଗାଁରେ ପିଇବା ପାଣି ପାଇଁ ହାହାକାର
କେନ୍ଦୁଝର,୨୧।୫(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାଠବାରୀ ପଞ୍ଚାୟତ ବାରିଗାଁରେ ପିଇବା ପାଣି ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି। ଗାଁରେ ବସୁଧା ଯୋଜନାରେ ପାଣିଟାଙ୍କି ନିର୍ମାଣ ହୋଇଥିଲେ ବି ଜଳ ଯୋଗାଣ ହେଉନି। ଫଳରେ ଗ୍ରାମବାସୀ ପୂର୍ବଭଳି ନାଳ…
ଅରଡ଼େଇ ଜଳ ପ୍ରବାହ ରୋକିବାକୁ ଚକ୍ରାନ୍ତ
କେନ୍ଦୁଝର,୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝରର ବାରାହାରାଶି ପର୍ବତରୁ ବାହାରିଥିବା ଚିରଶ୍ରୋତା ନଦୀ ଅରଡ଼େଇର ଜଳସ୍ତର ହ୍ରାସ ପାଉଛି। ପୂର୍ବରୁ ସହରର ମଇଳା ଆବର୍ଜନା ଯୁକ୍ତ ପାଣିକୁ ଆଣି ଅରଡେଇରେ ମିଶାଇ ଜଳକୁ ଦୂଷିତ କରାଯାଉଛି। ଏବେ ପାଣି ପାଇପ ନେବାକୁ ନଦୀ…
ଜମୁଛି ତାଳସଜ ବେପାର
ମୋରଡା,୨୧ା୫(ସ୍ମାରକ ମାଜୀ):ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଖରା ତାତିରେ ଲୋକଙ୍କ ପ୍ରଥମ ପସନ୍ଦ ପାଲଟିଛି ଥଣ୍ଡା ଜାତୀୟ ଖାଦ୍ୟ। ମୟୂରଭଞ୍ଜ ଜିଲା ମୋରଡ଼ା ଅଞ୍ଚଳର ରାସ୍ତା କଡ଼ରେ ତାଳସଜ ବେପାର ଜମୁଥିବା ଦେଖିବାକୁ ମିଳୁଛି। ତାଳସଜରେ ଜଳୀୟ…
ଜିଲାରେ ମାନସିକ, ଆର୍ଥିକ ଦଣ୍ଡ ଭୋଗୁଛନ୍ତି ରୋଗୀ
କେନ୍ଦ୍ରାପଡ଼ା, ୨୧ା୫ (ଜଗନ୍ନାଥ ଧଳ):ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ଜିଲା ଭାବେ କେନ୍ଦ୍ରାପଡ଼ାକୁ ଚିହ୍ନଟ କରାଯାଇଛି। କୃଷିଭତ୍ତିକ ଅର୍ଥନୀତିରେ ଏହି ଜିଲା ପରିଚାଳିତ ହେଉଥିବା ବେଳେ ପ୍ରାୟ ୭୦% ଜିଲାବାସୀ ସରକାରୀ ସ୍ବାସ୍ଥ୍ୟସେବାକୁ ଚାହିଁ ବସିଥାନ୍ତି। ଏହି ମୌଳିକ ସୁବିଧା ତୃଣମୂଳସ୍ତରରେ ପହଞ୍ଚତ୍ବା କ୍ଷେତ୍ରରେ…
ନିର୍ବାଚନ ସେକ୍ଟର ଅଫିସରଙ୍କୁ ଘେରିଲେ ଗ୍ରାମବାସୀ
ଲୋଇସିଂହା,୨୧।୫(ସୁଶାନ୍ତ ବାରିକ) ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲୋଇସିଂହା ବ୍ଲକ ସରଗାଡ ଗ୍ରାମରେ ନିର୍ବାଚନରେ ନିୟୋଜିତ ସେକ୍ଟର ଅଫିସର ସୂର୍ଯ୍ୟକାନ୍ତ ପଧାନଙ୍କୁ ଘେରିଲେ ଗ୍ରାମବାସୀ। ଖବର ପାଇ ବଲାଙ୍ଗୀର ସଦର ପୋଲିସ ଉଦ୍ଧାର କରିଥିବା ଜଣାଯାଇଛି। ଗ୍ରାମର ୧୩୧…
ବରଗଡ଼ ଜିଲାରେ ୭୫.୯୭ ପ୍ରତିଶତ ମତଦାନ: ଭଟଲିରେ ସର୍ବାଧିକ, ଅତାବିରାରେ ସର୍ବନିମ୍ନ
ବରଗଡ଼,୨୧।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ମତଦାନ ପ୍ରକ୍ରିୟା ସରିଛି । ଖରା,ତ ାତି ସତ୍ତ୍ବେ ମତଦାନ କେନ୍ଦ୍ର ଗୁଡିକରେ ଏଥର ମତଦାତାଙ୍କ ଲମ୍ବା ଧାଡ଼ି ରହିଥିଲା। ମିଳିଥିବା ସୂଚନା ଅନୁଯାୟୀ, ଏଥର ଜିଲାରେ ୭୫.୯୭ ପ୍ରତିଶତ…
ମୁଖ୍ୟମନ୍ତ୍ରୀ ଜଣେ, ଶାସନ ଚଳାଉଛନ୍ତି ଅନ୍ୟ ଜଣେ
କୁଚିଣ୍ଡା,୨୧ା୫(ବିରଞ୍ଚତ୍ ଦର୍କା):ବିଜେଡି ସରକାରରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ। ହେଲେ ତାଙ୍କୁ ମୋହାରା କରି କାର୍ତ୍ତିକ ପାଣ୍ଡିଆନ ସରକାର ଚଳାଉଛନ୍ତି। ଏଭଳି ସରକାରକୁ ହଟାଇବାକୁ ପଡ଼ିବ। ଏଥର ଓଡ଼ିଶାବାସୀ ଏଭଳି ସରକାରକୁ ହଟାଇ ଭାଜପାକୁ ଶାସନଭାର ଦେବେ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି…

