ପୁରୀ-କୋରାପୁଟ ସ୍ପେସିଆଲ୍ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି
କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତ ସୋମବାର ପୂର୍ବାହ୍ନ ୧ଟାରେ ପୁରୀ ରେଲୱେ ଷ୍ଟେଶନରୁ ଗ୍ରୀନ…
ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ
କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି । ସେହିପରି କଲ୍ ଡିଟେଲରୁ ମଧ୍ୟ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ପାଇଛି ପୋଲିସ…
୭୭ ବନ ମହୋତ୍ସବ ପାଳିତ:ବିଭିନ୍ନ କିସମର ବୃକ୍ଷରୋପଣ
କର୍ଲାମୁଣ୍ଡା,୭।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଅମର ଯୁକ୍ତତିନି ମହାବିଦ୍ୟାଳୟ ଓ କେସିଙ୍ଗା ବନ ବିଭଗ ମିଳିତ ଉଦ୍ୟମରେ ମହାବିଦ୍ୟାଳୟ ପରିସରରେ ସୋମବାର ୭୭ତମ ବନ ମହୋତ୍ସବ ପାଳନ ହୋଇଯାଇଛି। ଏହି ଅବସରରେ ବିଭିନ୍ନ କିସମର ବୃକ୍ଷ ରୋପଣ…
ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…
କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା ଯୁବକଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ ପୋଲିସ ଖବର ପାଇ ଘଟଣା ସ୍ଥଳରେ…
ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….
ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ ଅଙ୍କୁରା ଗ୍ରାମର ବିଜୟ ନାଏକ । କେନ୍ଦୁଝର ଜିଲା ପାଟଣା ବ୍ଲକ ଅଙ୍କୁରା…
ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ
ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି ପର୍ଯ୍ୟନ୍ତ ସମୁଦ୍ର ବେଳାଭୂମି ଅବକ୍ଷୟ ହେବାରେ ଲାଗିଛି l ପୋଡ଼ମ ପେଟା ଗ୍ରାମରେ…
ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ
ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର): ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି ବ୍ଳକ କଇଠଖଣ୍ଡି – କଇଠଡା ପଞ୍ଚାୟତ ସଂଲଗ୍ନ ଗାଇଡା ସଂରକ୍ଷିତ ଜଙ୍ଗଲ କମଳାପୁର…
ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର
ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ ମଧ୍ୟ ରାଜ୍ୟରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ଗତ ୨ ଦିନ…
ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍ ଗଲେ ଅଭିଯୁକ୍ତ
ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବା ପରେ ଅଭିଯୁକ୍ତଙ୍କୁ…
ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ
ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ବିନା ଅନୁମତିରେ ସେଗୁଡିକ ଚଲାଇ ଆସୁଥିବା ଜଣାପଡିଛି। ଏହା ଜାଣିବା ପରେ ଗତମାସ…
ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି
ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି। ଏପରିକି କେତେକ ପୋଲ ଉପରେ ମଧ୍ୟ ବର୍ଷାଜଳ ପ୍ରବାହିତ ହୋଇଛି। ଭେଡେନ ବ୍ଲକ…
ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ
ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା ତାମ୍ପରା ହ୍ରଦ ଏବେ ବିପଦରେ। ହ୍ରଦର ଅନ୍ୟ ପାର୍ଶରେ ରହିଛି ବଙ୍ଗୋପସାଗର। ଏହି…

