ଆମ ଜିଲା ଖବର

ଆଦିବାସୀ କାର୍ଡ ଖେଳିପାରେ ବିଜେଡି: ମଇଦାନକୁ ଓହ୍ଲାଇବେ ନୂଆ ଚେହେରା

ବାଲିଗୁଡ଼ା,୫ା୪(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲାର ୩ଟି ବିଧାନସଭା ଆସନରୁ ଫୁଲବାଣୀ ଓ ଜି. ଉଦୟଗିରି ଆସନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଛି। ହେଲେ ବାଲିଗୁଡ଼ା ଆସନକୁ ଦଳ ଏପର୍ଯ୍ୟନ୍ତ ଝୁଲାଇ ରଖିଛି। ଏହାକୁ ନେଇ ଆଶାୟୀମାନେ ଦ୍ୱନ୍ଦ୍ୱରେ ଅଛନ୍ତି। ଫୁଲବାଣୀ…

ବିଦେଶୀଙ୍କୁ ବିଦା କରିବେ, ଗେହ୍ଲା ପୁଅକୁ ଆଶୀର୍ବାଦ ଦେବେ

ରାଜନଗର, ୫ା୪ (ଭାସ୍କର ରାଉତରାୟ):ରାଜନଗର ବିଧାୟକ ପ୍ରାର୍ଥୀ ଧ୍ରୁବ ସାହୁ ଓ କେନ୍ଦ୍ରାପଡ଼ା ଲୋକସଭା ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ରାଜନଗର ଦେବୀ ମଣ୍ଡପରୁ ଗୁରୁବାର ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ଆରମ୍ଭରୁ ସାଂସଦ ପ୍ରାର୍ଥୀ ଅଂଶୁମାନ ରାଜନଗରରୁ ବିଜେଡିର ଡବଲ…

ବଦଳିପାରେ ନିମାପଡ଼ା ବିଜେଡି ସମୀକରଣ

ନିମାପଡ଼ା,୫।୪(ରଞ୍ଜନ ପଟ୍ଟନାୟକ):ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରମୁଖ ୩ ଦଳ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରୁ କେବଳ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ପ୍ରଭାତୀ ପରିଡ଼ା ଭାଜପାରୁ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡିରୁ କିଏ ପ୍ରାର୍ଥୀ ହେବେ ତାହାକୁ ନେଇ…

ରୋଚକ ହେଉଛି କନ୍ଧମାଳ ରାଜନୀତି

ଫୁଲବାଣୀ, ୫ା୪(ରାକେଶ କୁମାର ରାଉତ):କନ୍ଧମାଳ ଜିଲାର ୩ ନିର୍ବାଚନ ମଣ୍ଡଳୀ ଏବଂ ଗୋଟିଏ ସଂସଦୀୟ କ୍ଷେତ୍ର ପାଇଁ ପ୍ରମୁଖ ୩ ଦଳ ପ୍ରାର୍ଥି ଘୋଷଣା କରିଛନ୍ତି। କେବଳ ବାଲିଗୁଡା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥି ଦେଇନାହିଁ ା ଯେଉଁମାନଙ୍କୁ ଦଳ ପ୍ରାର୍ଥି…

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ ଢିନୋଟି ମୋଟର ସାାଇକେଲରେ ଆସି ମୁହଁରେ କଳା କପଡା ବାନ୍ଧି ଗୋରୁ ବେପାରୀଙ୍କ ଉପରେ…

ଏସଡିପିଓଙ୍କ ମିଳିତ ଚଢ଼ାଉ: ବିପୁଳ ପରିମାଣ ବିଦେଶୀ ମଦ ଜବତ, ଜଣେ ଗିରଫ

ପଟ୍ଟାଙ୍ଗି,୫।୪(ଶରତ ଧଳ):ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ଧରପଗଡ କ୍ଷେତ୍ରରେ ତପ୍ତରତା ପ୍ରକାଶ ପାଇଛି। ଏହିପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ…

ନେତା ଭୋଟ ମାଗି ଆସିଲେ ଗାଁରେ ପୂରାଇ ଦେବୁନି

ମୋହନା,୫ା୪(ମନ୍ମଥ ମିଶ୍ର)Lପାଣି ନାହିଁ ତ ଭୋଟ ନାହିଁ, ନିର୍ବାଚନ ସମୟରେ କୌଣସି ନେତା, କୁଜିନେତା ଯଦି ସାହିକୁ ଭୋଟ ମାଗିବାକୁ ଆସନ୍ତି ତେବେ ବିରୋଧ କରିବୁ, ଗାଁରେ ପୂରାଇ ଦେବୁନି। ଏଭଳି ଚେତାବନୀ ଦେଇଛନ୍ତି ଗଜପତି ଜିଲା ମୋହନା ସଦର ମହକୁମା…

ହେଉନି ବିଜେଡି ପ୍ରାର୍ଥୀ ଘୋଷଣା, ଆଶାୟୀ ଛଟପଟ

ବାଲେଶ୍ୱର, ୫।୪(ମାନସ ବିଶ୍ୱାଳ):ବାଲେଶ୍ୱର ଜିଲା ରେମୁଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେଡି ପ୍ରାର୍ଥୀ ତାଲିକା ପ୍ରକାଶ ନ ପାଇବାରୁ ଆଶାୟୀମାନେ ଆଶଙ୍କାରେ ରହି ଛଟପଟ ହେଉଛନ୍ତି। ଏସ୍‌ସି ବର୍ଗଙ୍କ ପାଇଁ ସଂରକ୍ଷିତ ଏହି ଆସନ…

ପୁରୀରେ ପିଲା ନିଖୋଜ ଘଟଣା ବୃଦ୍ଧିପାଉଛି

ପୁରୀ,୫ା୪(ଅଜିତ୍‌ ମହାନ୍ତି):ପୁରୀ ଜିଲାରେ ପିଲା ନିଖୋଜ ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଗତ ୬ବର୍ଷ ମଧ୍ୟରେ ୧୫୦ରୁ ଊର୍ଦ୍ଧ୍ୱ ପିଲା ନିଖୋଜ ହୋଇଥିବା ଜଣାପଡ଼ିଛି। ଗତ ୨୦୧୮ରୁ ୨୦୨୪ ମାର୍ଚ୍ଚ ମାସ ମଧ୍ୟରେ ପୁରୀ ସହର ସମେତ ଜିଲାରେ ୧୮ ବର୍ଷରୁ…

ଅପରାଜିତାଙ୍କ ଖୁଲାସା: ଖୋର୍ଦ୍ଧାରେ ଏହି ବ୍ୟକ୍ତିଙ୍କୁ ମିଳିବ ବିଧାୟକ ଟିକେଟ୍‌

ଟାଙ୍ଗୀ,୫ା୪(ରଘୁନାଥ ସାହୁ):ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀଭାବେ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କ ନାମ ଖୁବ୍‌ଶୀଘ୍ର ଘୋଷଣା ହେବ ବୋଲି ଗୁରୁବାର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ପୁନର୍ବାର କହିଛନ୍ତି। କିଛିଦିନ ତଳେ ଅନ୍ୟ ଏକ କାର୍ଯ୍ୟକ୍ରମରେ ଅପରାଜିତା…

ହଜାରେ ଅଣ୍ଡାରୁ ଗୋଟିଏ କଇଁଛକୁ ମିଳେ ପୂର୍ଣ୍ଣ ଜୀବନ

କେନ୍ଦ୍ରାପଡ଼ା, ୫ା୪ (ଜଗନ୍ନାଥ ଧଳ):ଚଳିତବର୍ଷ ଭିତରକନିକା ଜାତୀୟଉଦ୍ୟାନ ଅନ୍ତର୍ଗତ ଗହୀରମଥା ସମୁଦ୍ର ତଟାଞ୍ଚଳରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ ଅଲିଭ ରିଡ୍‌ଲେ ସମୂହ ଅଣ୍ଡାଦାନ ଆରମ୍ଭ କରିଛନ୍ତି। ବହୁ ବିଳମ୍ବରେ ଗହୀରମଥାର ବିଭିନ୍ନ ସ୍ଥାନରେ ପ୍ରାୟ ୮ ହଜାର ଅଲିଭ ରିଡ୍‌ଲେ…

ବିଧାୟକଙ୍କୁ ଟିକେଟ ନ ଦେବାକୁ ଦାବି

କୁଜଙ୍ଗ,୫।୪ (ମନୋଜ ପ୍ରଧାନ):ପାରାଦୀପରେ ବିଜେଡି ଟିକେଟକୁ ନେଇ ଉଠିଥିବା ଝଡ଼ ଥମିବାର ନାଁ ଧରୁନାହିଁ । ଏନେଇ ଦୀର୍ଘ ଦୁଇମାସ ହେବ ବିଜେଡିର କେତେଜଣ ଅସନ୍ତୁଷ୍ଟ କର୍ମୀ ଓ ଦଳୀୟ ସରପଞ୍ଚ ବିଧାୟକ ସମ୍ବିତ ରାଉତରାୟଙ୍କ ବିରୋଧରେ ସମାବେଶ କରିଆସୁଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?